Posted inଜାତୀୟ

ପ୍ରିୟଙ୍କା ଜଣେ ଚୋରଙ୍କ ସ୍ତ୍ରୀ: ଉମା ଭାରତୀ

ରାୟପୁର, ୧୭।୪: ଲୋକ ସଭା ନିର୍ବାଚନରେ ରାଜନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଏହି ମର୍ମରେ ଭାଜପାର ଫାୟାର ବ୍ରାଣ୍ଡ୍‌ ନେତ୍ରୀ ଉମା ଭାରତୀ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଟାର୍ଗେଟ୍‌ କରିଛନ୍ତି। ପ୍ରିୟଙ୍କା ଜଣେ ଚୋରଙ୍କ ସ୍ତ୍ରୀ ବୋଲି ଉମା ଆକ୍ଷେପ କରିଛନ୍ତି। ଛତିଶଗଡ଼ ଦୁର୍ଗ ଲୋକ ସଭା ଆସନରେ ପ୍ରଚାର ସମୟରେ ଉମା ଏଭଳି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହା ସହିତ ସେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ଆକ୍ଷେପ କରିଛନ୍ତି। ରାହୁଲ ଆମେଠି ସହିତ ବାୟନାଡରୁ ନାମାଙ୍କନ କରିବା ଉପରେ ଉମା କହିଛନ୍ତି ଯେ ସେ ଦଳର ଅଧ୍ୟକ୍ଷ ବୋଲି ନିଜ ଇଛା ଅନୁସାରେ ଏକାଧିକ ଆସନରୁ ନିର୍ବାଚନ ଲଢୁଛନ୍ତି। ଏହା ପରିବର୍ତ୍ତେ ରାହୁଲ ପରାଜୟ ସ୍ବୀକାର କରିନେବା ଉଚିତ ବୋଲି ଉମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରେ ଭାଜପା ନେତାଙ୍କ ସମେତ ସ୍ତ୍ରୀ ଓ ପୁଅଙ୍କୁ ଗୁଳିକରି ହତ୍ୟା

ରାଞ୍ଚି,୨୩।୭: ଝାଡ଼ଖଣ୍ଡରେ ଜଣେ ଭାଜପା ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ସ୍ଥାନୀୟ ଖୁଣ୍ଟି ଅଞ୍ଚଳର ହେଥାଗୋଓ୍ବାରେ ଏହା ଘଟିଛି। କିଛି ଅଜଣା ଲୋକ ଭାଜପା ନେତା...

ଶୁଣାଣି ପାଇଁ ଆଉ କିଛି ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୩: ଉତ୍ତରପ୍ରଦେଶରେ ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଅତିକ ଅହମ୍ମଦଙ୍କ ଆବେଦନର ଶୁଣାଣି କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଗୁଜୁରାଟ ଜେଲରୁ...

ପଞ୍ଚକୁଲାରେ ୧୪୪ ଧାରା

ପଞ୍ଚକୁଲା,୧୨ ।୧୦: ଡେରା ସଚ୍ଚା ସୌଦାର ପୂର୍ବତନ ପ୍ରବନ୍ଧକ ରଞ୍ଜିତ ସିଂଙ୍କ ହତ୍ୟା ମାମଲାରେ ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ଓ...

ସ୍କୁଲ ପୋଷାକ ପିନ୍ଧି ବିଧାନସଭା ଆସିଲେ

ପୁଡୁଚେରି,୪।୨: ପୁଡୁଚେରିକୁ ରାଜ୍ୟ ମାନ୍ୟତା ଦେବା ଲାଗି ବିଧାନସଭାରେ ପ୍ରସ୍ତାବ ଗୃହୀତ କରାଇବାକୁ ସରକାର ରାଜି ହେଉ ନ ଥିବାରୁ ଏହାର ପ୍ରତିବାଦରେ ବିରୋଧୀ ଡିଏମ୍‌କେ...

ପରିବହନ ବିଭାଗ ଅବସରପ୍ରାପ୍ତ କର୍ମଚାରୀଙ୍କୁ ମିଳୁ ବର୍ଦ୍ଧିତ ମହଙ୍ଗା ଭତ୍ତା, ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଚେନ୍ନାଇ, ୨୪।୯ : ବର୍ତ୍ତମାନ ତାମିଲନାଡୁ ରାଜ୍ୟ ପରିବହନ ନିଗମର ଅବସରପ୍ରାପ୍ତ କର୍ମଚାରୀମାନେ ବର୍ଦ୍ଧିତ ମହଙ୍ଗା ଭତ୍ତା ପାଇବେ। ଏହି ପ୍ରସଙ୍ଗରେ ତାମିଲନାଡୁ ସରକାର ଏବଂ...

ସାଧାରଣତନ୍ତ୍ର ଦିବସରେ ଇତିହାସ ରଚିଲେ ଦୁଇ ଆଇଏଏଫ୍‌ ମହିଳା ପାଇଲଟ୍‌

ନୂଆଦିଲ୍ଲୀ,୨୬ା୧- ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଦୁଇ ମହିଳା ପାଇଲଟ୍‌ ସାଧାରଣତନ୍ତ୍ର ଦିବସ ପରେଡରେ ଭାଗ ନେଇ ଇତିହାସ ରଚିଛନ୍ତି। ଫ୍ଲାଇଟ୍‌ ଲ୍ୟୁଟନାଣ୍ଟ ଭଓ୍ବନ କାନ୍ଥ...

ସକ୍ରିୟ ମାମଲା କମିଲା…

ନୂଆଦିଲ୍ଲୀ, ୧୦।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

ଦିନକରେ ୯୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।...

Advertisement
Archives

Model This Week