ପ୍ରିୟଙ୍କା ମୋ ଠାରୁ ୧୦ ବର୍ଷ ବଡ଼ କହିଲେ ନିକ୍‌

ଓ୍ବାଶିଂଟନ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ଆମେରିକା ଗାୟକ ନିକ୍‌ ଜୋନସ୍‌ଙ୍କ ବିବାହ ନେଇ ବହୁ ଚର୍ଚ୍ଚା ହୋଇଥିବା। ଏବେ ମଧ୍ୟ ବହୁ ସମୟରେ ସେମାନଙ୍କୁ ନେଇ ସୋସିଆଲ ମିଡ଼ିଆରେ ଆଲୋଚନା ଜାରି ରହିଥିବାର ଦେଖିବାକୁ ମିଳିଥାଏ। ପ୍ରିୟଙ୍କା ନିକ୍‌ଙ୍କଠାରୁ ବୟସରେ ବଡ଼। ଏହା ସମସ୍ତଙ୍କୁ ଜଣା। ତେବେ ନିକଟରେ ଏକ ରିୟଲିଟି ଶୋରେ ନିକ୍‌ କହିଥିଲେ ପ୍ରିୟଙ୍କା ମୋଠାରୁ ୧୦ ବର୍ଷ ବଡ଼। ପଚରା ଯାଇଥିବା ପ୍ରଶ୍ନର ଉତ୍ତରରେ ସେ କହିଥିଲେ ତାଙ୍କୁ ୨୭ ବର୍ଷ ହୋଇଥିବାବେଳେ ପ୍ରିୟଙ୍କାଙ୍କୁ ୩୭ ବର୍ଷ। ମାତ୍ର ବୟସ ସେମାନଙ୍କ ମଧ୍ୟରେ ଥିବା ଭଲପାଇବା ଉପରେ କୌଣସି ପ୍ରଭାବ ପକାଇ ନ ଥିବା ନିକ୍‌ ରିୟଲିଟି ଶୋରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବାଲା’ ଦେଖି ପୁଅ ଆଙ୍କିଲେ ଆୟୁଷ୍ମାନଙ୍କ ସ୍କେଚ୍‌, ତାହିରା କଲେ ଶେୟାର

ବମ୍ବେ: ଦର୍ଶକମାନଙ୍କୁ ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇ ଚାଲିଛନ୍ତି ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନ୍ନା। ଏହି କ୍ରମରେ ‘ବାଲା’ ସପ୍ତମ ହିଟ୍‌ ସାବ୍ୟସ୍ତ...

କେବଳ ବନ୍ଧୁତା

କ’ଣ କରିବେ ଦିଶା ପଟାନି-ଏଣୁ ମାରିଲେ ଗୋ ହତ୍ୟା ତେଣୁ ମାରିଲେ ବ୍ରହ୍ମ ହତ୍ୟା। ଅର୍ଥାତ୍‌ ସେ ଦୋଛକିରେ ପଡିଯାଇଛନ୍ତି। ଟାଇଗର ଶ୍ରଫଙ୍କ ସହ ତାଙ୍କ...

୬୩ ବର୍ଷରେ ପାଦଦେଲେ ଟିନା ଅମ୍ବାନୀ: କର୍ଜ ଫିଲ୍ମ ଆଣିଥିଲା ପରିଚିତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଟିନା ଅମ୍ବାନୀ ମଙ୍ଗଳବାର ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୭ ଫେବୃୟାରୀ ୧୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୮ରେ ଦେବ...

କେବିସିରେ ‘ସିନ୍ଧୁତାଇ’, ପାଦ ଛୁଇଁ ସ୍ବାଗତ କଲେ ଅମିତାଭ

ମୁମ୍ବାଇ: ଆରମ୍ଭ ହୋଇଛି ସୋନି ଚ୍ୟାନେଲରେ ପ୍ରସାରିତ ଲୋକପ୍ରିୟ ରିଆଲିଟି ଶୋ’ ‘କୌନ୍‌ ବନେଗା କରୋଡ଼ପତି’। ସୁପରଷ୍ଟାର ଅମିତାଭ ଏଥର ମଧ୍ୟ ଶୋ’ ହୋଷ୍ଟ ଭାର...

ତୃତୀୟ ଥର ଲାଗି ଆର୍ମୀ ଅଫିସର ଭୂମିକାରେ ବିକ୍କି

ମୁମ୍ବାଇ: ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌, ‘ରାଜି’, ‘ମଶାନ୍‌’ ପରି ହିଟ୍‌ ଚଳଚ୍ଚିତ୍ର ଦେବା ପରେ ଏବେ ଅଭିନେତା ବିକ୍କି କୌଶଲଙ୍କ ନିକଟରେ ପ୍ରଯୋଜକଙ୍କ ଲମ୍ବା...

ଆଉ ଗୋଟିଏ ଦିନର ଅପେକ୍ଷା: ପ୍ରେମିକାଙ୍କ ହାତ ଧରିବେ ଏହି ବାହୁବଲୀ ଷ୍ଟାର

ବମ୍ବେ: ହାତକୁ ଦୁଇହାତ ହେବେ ବାହୁବଲୀ ଷ୍ଟାର ରାଣା ଦଗ୍ଗୁବତୀ। ମିହିକା ବଜାଜକୁ ପସନ୍ଦ କରିବା ପରେ ନିର୍ବନ୍ଧ ସରିଥିଲା। ଅଗଷ୍ଟ ୮ରେ ଉଭୟଙ୍କ ବିବାହ...

ରୁମ୍‌ରେ ଯେଉଁ ମଡେଲଙ୍କ ଲଗାଉଥିଲେ ପୋଷ୍ଟର, ତାଙ୍କୁ କଲେ ବିବାହ: ୨୧ବର୍ଷ ପରେ ହେଲା ବିଚ୍ଛେଦ

ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ମଙ୍ଗଳବାର ନିଜର ୪୭ତମ ଜନ୍ମଦିନ ପାଳନ କରିଛନ୍ତି। ୧୯୭୨ ନଭେମ୍ବର ୨୬ରେ ମଧ୍ୟପ୍ରଦେଶର ଜବଲପୁର ସହରରେ ସେ ଜନ୍ମଗ୍ରହଣ କରିଥିଲେ।...

ଭାଇରାଲ ହେଉଛି ପ୍ରିୟଙ୍କାଙ୍କ ଭିଡିଓ

ମୁମ୍ବାଇ: ବଲିଉଡ୍‌ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ନିକଟରେ ସେ ‘ଦ ସ୍କାଏ ଇଜ୍‌ ପିଙ୍କ’ର ପ୍ରମୋଶନ ପାଇଁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *