ପ୍ରେମଦିବସରେ ରୋମାଣ୍ଟିକ ହେଲେ ସୋନମ-ଆନନ୍ଦ

ବମ୍ବେ: ଭ୍ୟାଲେଣ୍ଟାଇନ୍ସ ଡେ’ ଅଥବା ପ୍ରେମଦିବସକୁ ନେଇ ଯୁବପୀଢ଼ୀଙ୍କ ମଧ୍ୟରେ ଭିନ୍ନ କ୍ରେଜ। ଏଥିରୁ ବା ବଲିଉଡ ଅଭିନେତା/ଅଭିନେତ୍ରୀ ବାଦ ପଡ଼ିବେ କିଭଳି। ନିଜ ନିଜ ଜୀବନସାଥୀଙ୍କ ସଭିଏ ନିଆରା ଭାବେ ମନକଥା କହୁଛନ୍ତି। ଠିକ୍‌ ଏଭଳି ସୋନମ କପୁର ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଭ୍ୟାଲେଣ୍ଟାଇନ୍‌ ଡେ’ ପାଳନ କରିଛନ୍ତି। ପ୍ୟାରିସ୍‌ର ଆଇଫିଲ ଟାଓ୍ବାର ତଳେ ଆନନ୍ଦଙ୍କୁ ସେ କିସ୍‌ କରୁଥିବା ଦେଖାଯାଇଛି। ଏ ନେଇ ଏକ ଫଟୋ ସେ ନିଜ ଇନ୍‌ଷ୍ଟା ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିସହ ସେ ଆନନ୍ଦଙ୍କ ଉଦ୍ଦେଶ୍ୟରେ ବର୍ତ୍ତା ମଧ୍ୟ ଦେଇଛନ୍ତି। ‘ଆଇ ଲଭ୍‌ ୟୁ ମାଇ ଭ୍ୟାଲେଣ୍ଟାଇନ୍‌’ ବୋଲି ସୋନମ କହିଛନ୍ତି।


ଦୀର୍ଘ ଦିନ ଧରି ଉଭୟ ଉଭୟଙ୍କୁ ଡେଟ୍‌ କରିବା ପରେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ ସୋନମ। ଶେଷରେ ଏକ ପାରମ୍ପରିକ ବିବାହ ଅନୁଷ୍ଠିତ ହୋଇଥିଲା। ଏହାର ଅନେକ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri