ପ୍ରେମବିବାହ କରିଥିବା ସତ୍ତ୍ୱେ ନାବାଳିକାଙ୍କୁ ନେଇ ଫେରାର ହେଉଥିଲେ, ଆରଡି ପୋଲିସ ହାତରେ ଧରାପଡ଼ିଲେ ୩୨ ବର୍ଷୀୟ ଯୁବକ

ଆରଡି, ୨୪ା୪,(ଡି.ଏନ.ଏ.): ନାବାଳିକାଙ୍କୁ ନେଇ ଫେରାର ହେଉଥିବା ବେଳେ ଭଦ୍ରକ ଜିଲା ଆରଡି ଫାଣ୍ଡି ପୋଲିସ ଜଣେ ୩୨ ବର୍ଷୀୟ ଯୁବକଙ୍କୁ ଧରିବାରେ ସକ୍ଷମ ହୋଇଛି। ସେ ଜଣେ ୧୩ ବର୍ଷର ନାବାଳିକାକୁ ନେଇ ଏକ ସ୍କୁଟିରେ ଚମ୍ପଟ ମାରୁଥିବା ବେଳେ ଆରଡି ନିକଟରେ ପୋଲିସ ତାଙ୍କୁ କାବୁ କରିଛି।

ସୂଚନା ଅନୁସାରେ, କେନ୍ଦ୍ରାପଡା ଜିଲା ମାନପୁର ଅଞ୍ଚଳର ସେହି ଯୁବକ ବାଲେଶ୍ବର ଜିଲା ଖନ୍ତାପଡା ଅଞ୍ଚଳରେ ପ୍ରେମ ବିବାହ କରିଥିଲେ। ତାଙ୍କର ଏକ ସନ୍ତାନ ରହିଛ। ଏହା ସତ୍ତ୍ବେ ସେ ଜଣେ ନାବାଳିକାକୁ ନେଇ ଫେରାର ହେଉଥିଲାବେଳେ ପୋଲିସ ହାତରେ ଧରା ପଡିଛନ୍ତି। ଆରଡି ଫାଣ୍ତି ଅଧିକାରୀ ଏ ସଂପର୍କରେ ଖନ୍ତାପଡା ଥାନାଧିକାରୀଙ୍କୁ ଯୋଗାଯୋଗ କରିବା ସହ ସେହି ନାବାଳିକାର ପିତାମାତାଙ୍କୁ ଏ ସଂକ୍ରାନ୍ତ ଖବର ଜଣାଇଛନ୍ତି । ନାବାଳିକାର ସମ୍ପର୍କୀୟ ଖନ୍ତାପଡା ପୋଲିସ ସହାୟତାରେ ଆରଡି ଆସୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିକରା ଜଳପ୍ରପାତ ଦେଖିଲେ ପର୍ଯ୍ୟଟନ ମନ୍ତ୍ରୀ

ବଡବିଲ/କେନ୍ଦୁଝର,୨୨।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବଲାଣୀକୁ ଦୁଇ ଦିନିଆ ଗସ୍ତରେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଝିକରାନାଳ ଜଳପ୍ରପାତ...

ପରିବାରରେ ନିଆଯିବ ଅନାଥ ଶିଶୁଙ୍କ ଯତ୍ନ

ଛତ୍ରପୁର,୮ା୩(ଡି.ଏନ.ଏ.) – ଅନାଥ ଆଶ୍ରମ କିମ୍ବା ଶିଶୁ ଯତ୍ନ କେନ୍ଦ୍ର ବଦଳରେ ପରିବାରରେ ହିଁ ଅନାଥ ଓ ଏକକ ଅଭିଭାବକ ଶିଶୁମାନଙ୍କର ଯତ୍ନ ସହ ସେମାନଙ୍କର...

ହୋମ କ୍ୱାରାଣ୍ଟାଇନରେ 25266 ବିଦେଶ, ଅନ୍ୟ ରାଜ୍ୟ ଫେରନ୍ତା

ଛତ୍ରପୁର,୪।୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରିଥିବା ବହିରାଗତଙ୍କ ମଧ୍ୟରୁ ବର୍ତ୍ତମାନ 25 ହଜାର 266 ଜଣ...

ଜଙ୍ଗଲ ଜମିରେ ଲଜିଷ୍ଟିକ ପାର୍କ: ତଦନ୍ତ ରିପୋର୍ଟ ମାଗିଲା ଏନ୍‌ଜିଟି

ଯାଜପୁର ଅଫିସ,୧୨ା୧୦: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ଏକ ଶାଳ କିସମ ଜମିରେ ସାଇଜର ଲିମିଟେଡ ନାମକ ସଂସ୍ଥା ଗତ ଏକ...

ଗ୍ରାମରେ ଚଢ଼ାଉ ବେଳେ ପୋଲିସ ହଟହଟା: ୨ ଅଫିସରଙ୍କ ସହ ୧୦ ପୋଲିସ ୫ଘଣ୍ଟା ଅଟକ

ଗୋପ,୭ା୮(ଡି.ଏନ୍‌.ଏ.)- ଗୋପ ଥାନା ପୋଲିସ ଗଁା ବିବାଦକୁ ନେଇ ବୀରତୁଙ୍ଗ ପଞ୍ଚାୟତ ଅଧୀନ ରେଢୁଆ ଗ୍ରାମକୁ ଚଢ଼ାଉ କରିବାକୁ ଯାଇ ହଟହଟା ହୋଇଛି। ବିନା ମାମଲାରେ...

କଳିଙ୍ଗା ଘାଟିରୁ ୭ ଡ଼କାୟତ ଗିରଫ

ଭଞ୍ଜନଗର,୧୨।୬(ଡି.ଏନ.ଏ)- ଭଞ୍ଜନଗର ପୋଲିସ ଗୁରୁବାର ରାତିରେ କଳିଙ୍ଗା ଘାଟିରେ ଡ଼କାୟତି ଯୋଜନା କରୁଥିବା ବେଳେ ୭ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୪ ବୋମା,...

ମଣ୍ଡଳ କାରାଗାରରେ ହେବ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ

ବ୍ରହ୍ମପୁର ଅଫିସ ,୨୬ା୭ – ମଣ୍ଡଳ କାରାଗାରରେ ଏକ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ଆରମ୍ଭ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ସେଠାରେ ୫୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିବା...

ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୁଅନ୍ତୁ ଯୁବବର୍ଗ

କଟକ ଅଫିସ, ୩ା୧୦: କଟକ ସ୍ବରାଜ ଆଶ୍ରମରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଖାଦ୍ୟ...

Coronavirus Update


Archives

Model This Week

Why Dharitri