ପ୍ରେମରେ ପଡ଼ିଛନ୍ତି ରୁଦ୍ର

ଅଭିନେତା ରୁଦ୍ର ପାଣିଗ୍ରାହୀ ଏବେ ପ୍ରେମରେ ପଡ଼ିଯାଇଛନ୍ତି। ପୁଣି କାହା ସହ ରୋମାନ୍ସ ଚାଲିଛି ଜାଣନ୍ତି ? ବଙ୍ଗୀୟ ଅଭିନେତ୍ରୀ ସୋଲାଙ୍କି ଭୌମିକଙ୍କ ସହ। ହେଲେ ଆରମ୍ଭରୁ ଏହା ପଛରେ ଥିବା ସତ କଥା ବିଷୟରେ ସୂଚନା ଦେଇଦେବା ହିଁ ଭଲ। ଏପରି ରୋମାନ୍ସ ଦର୍ଶକ ବଡ଼ ପରଦା ଉପରେ ଦେଖିବାକୁ ପାଇବେ। ଅର୍ଥାତ୍‌, ଏକ ତ୍ରିକୋଣୀୟ ପ୍ରେମ କାହାଣୀକୁ ଆଧାର କରି ନିର୍ମିତ ହୋଇଥିବା ଓଡ଼ିଆ ସିନେମା ‘ମତେ ଇସ୍କ ହେଲାରେ’ର ମୁଖ୍ୟ ଭୂମିକାରେ ରୁଦ୍ର ଏବଂ ସୋଲାଙ୍କି ଅଭିନୟ କରିଛନ୍ତି। ବିଟେକ୍‌ରେ ଡିଗ୍ରୀ ହାସଲ କରିଥିବା ସୋଲାଙ୍କି ମଧ୍ୟ ମଡେଲିଂ ସହ ଜଡିତ। ସ୍ନେହା ଫିଲ୍ମସ ବ୍ୟାନରରେ ନିର୍ମିତ ଏହି ଚିତ୍ରର ପ୍ରଯୋଜନା କରିଛନ୍ତି ଅୟସକାନ୍ତ ମହାନ୍ତି। ନିର୍ଦ୍ଦେଶନା ଦେଇଛନ୍ତି ବାବୁ ଦା’। ସୁନୀଲ ସଂଳାପ ରଚନା କରିଥିବା ବେଳେ ଗୀତଗୁଡିକୁ ସ୍ବର ଦେଇଛନ୍ତି ବିକାଶ ଶୁକ୍ଳା। ଏଥିରେ ଅନ୍ୟତମ ନାୟିକା ଭାବରେ ପ୍ରିୟଙ୍କା ଅଭିନୟ କରିଥିବା ବେଳେ ମନୀଷ ପୁରୋହିତ, ଜୀବନ ପଣ୍ଡା, ମନୀଷା ମିଶ୍ର, ରୋନିଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଫିଲ୍ମଟି ଚଳିତ ମାସ ଶେଷ ସପ୍ତାହରେ ରିଲିଜ ହେବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଏହାପୂର୍ବରୁ ଏହି ବ୍ୟାନରରେ ନିର୍ମିତ ‘ପ୍ରେମ ଦିଓ୍ବାନା’ରେ ରୁଦ୍ର-ସୋଲାଙ୍କି ଆକ୍ଟିଂ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ମୋଦି କିଏ? ଯାହାଙ୍କ ସହ ଅନନ୍ତ ଅମ୍ବାନୀଙ୍କ ବିବାହରେ ପହଞ୍ଚିଛନ୍ତି ଶ୍ରଦ୍ଧା କପୁର…

ବମ୍ବେ: ଲଭ୍‌ ଲାଇଫ୍‌କୁ ନେଇ ଚର୍ଚ୍ଚାରେ ବଲିଉଡ୍‌ର ଚୁଲବୁଲି ନାୟିକା ଶ୍ରଦ୍ଧା କପୁର। ଏବେ ସେ ଅମ୍ବାନୀ ପରିବାରର ଅତିଥି ସାଜି ଅନନ୍ତଙ୍କ ବିବାହରେ ଯୋଗ...

ମଥୁରାରୁ ନିର୍ବାଚନ ଲଢ଼ିବେ ହେମାମାଳିନୀ

ମୁମ୍ବାଇ: ଲୋକ ସଭା ନିର୍ବାଚନକୁ ନେଇ ଉତ୍ସାହ ଦେଖାଦେଇଛି। ଶନିବାର ସନ୍ଧ୍ୟାରେ ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା...

ଆମେରିକାରେ ଭାରତୀୟ ନୃତ୍ୟଶିଳ୍ପୀଙ୍କୁ ଗୁଳିକରି ହତ୍ୟା, ମୋଦିଙ୍କୁ ଗୁହାରି କଲେ ‘ଗୋପି ବୋହୂ’

ନୂଆଦିଲ୍ଲୀ,୨।୩: ଆମେରିକାରେ ପୁଣି ଜଣେ ଭାରତୀୟଙ୍କୁ ଗୁଳିକରି ହତ୍ୟା। କୋଲକାତାର ଭରତନାଟ୍ୟମ ଓ କୁଚିପୁଡି ଡ୍ୟାନ୍ସର ଅମରନାଥ ଘୋଷଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏନେଇ...

ବଡ଼ ପରଦାକୁ ଫେରୁଛନ୍ତି ବର୍ଷା, ୭ରେ ରିଲିଜ ହେବ ‘ବସ୍‌’

ଭୁବନେଶ୍ୱର: ଦୀର୍ଘ ଦିନର ବ୍ୟବଧାନ ପରେ ବଡ଼ ପରଦାକୁ ଫେରୁଛନ୍ତି ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଫିଲ୍ମ ‘ବସ୍‌’ରେ ସେ ନାୟିକା ଭାବେ ନଜର ଆସିବେ।...

ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ନିତା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଏବଂ ନିତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କ ବିବାହ ପୂର୍ବ ସମାରୋହ ଆରମ୍ଭ ହୋଇଛି। କକଟେଲ...

ଅମ୍ବାନୀଙ୍କ ବିବାହ ଉତ୍ସବରେ ଖାଦ୍ୟ ପରଷୁଛନ୍ତି ଅମୀର-ଅମିତାଭ ବଚ୍ଚନ, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ: ଦେଶର ସବୁଠାରୁ ବଡ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପରିବାରରେ ଏବେ ଗହଳି ଚହଳି ଲାଗି ରହିଛି। ତାଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ବିବାହ ପାଇଁ...

ପାଦରେ ଆଘାତ, ହାତରେ ବାସି ରୁଟି; ଧର୍ମେନ୍ଦ୍ରଙ୍କ ଏଭଳି ଅବସ୍ଥା ଦେଖି ଚିନ୍ତାରେ ପ୍ରଶଂସକ

ବମ୍ବେ: ଗୋଡରେ ଲାଗିଛି ଆଘାତ, ହାତରେ ବାସି ରୁଟି। ଅଧାରାତିରେ ଫଟୋ ଶେୟାର କରିବା ପରଠାରୁ ଚର୍ଚ୍ଚାରେ ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର। ତାଙ୍କୁ କ’ଣ ହୋଇଛି,...

ଅନନ୍ତ ଅମ୍ବାନୀଙ୍କ ବିବାହରେ ଅତିଥିଙ୍କୁ ଝୁମାଇବେ ରିହାନା, ନେଇଛନ୍ତି ମୋଟା ଅଙ୍କର ପାଉଣା

ବମ୍ବେ: ବିଜନେସ୍‌ ଟାଇକୁନ୍‌ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ବିବାହ କରିବେ। ଏହାକୁ ନେଇ ପ୍ରି-ଓ୍ବେଡିଂ କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ ହୋଇଛି। ଗ୍ଲୋବାଲ ପପ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri