Posted inଜାତୀୟ

ପ୍ରେମିକାକୁ ଆଲିଙ୍ଗନ କରି ବୋମା ଲାଗାଇଲେ ପ୍ରେମିକ ଉଭୟଙ୍କ ମୃତ୍ୟୁ

ଥିରୁଭାନନ୍ତପୁରମ,୨୮।୪: କେରଳର ଓ୍ବାୟନାଡରୁ ଆସିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଖବର। ଏଠାରେ ଏକ ବିବାହିତ ପ୍ରେମି ଯୁଗଳ ବୋମା ବିସ୍ଫୋରଣ କରି ନିଜକୁ ଉଡାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଓ୍ବାୟନାଡର ନୟକଟ୍ଟିରେ ରହୁଥିବା ୪୫ ବର୍ଷୀୟ ବେନ୍ନି ସେହି ଗାଁର ୩୮ ବର୍ଷୀୟା ବିବାହିତା ଅମଲାଙ୍କୁ ପ୍ରେମ କରୁଥିଲେ। ଏମାନଙ୍କ ମଧ୍ୟରେ ଅବୈଧ ପ୍ରେମ ସମ୍ପର୍କ ରହିଥିଲା। ହେଲେ ଏମାନେ ଏକାଠି ରହିବା ସମ୍ଭବ ନ ହେବା ଜାଣି ଅମଲାଙ୍କ ସ୍ବାମୀ ଶୁକ୍ରବାର ନମାଜ ପଢିବାକୁ ଯିବା ସମୟରେ ବେନ୍ନି ନିଜ ଦେହରେ ଏକ ହାତ ତିଆରି ବୋମା ଲଗାଇ ଅମଲାଙ୍କ ପାଖେ ପହଞ୍ଚିଥିଲେ। ଏହାପରେ ସେ ଅମଲାଙ୍କୁ ଆଲିଙ୍ଗନ କରି ବୋମାଟିକୁ ବିସ୍ଫୋରଣ କରାଇ ଦେଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ପ୍ରେମି ଯୁଗଳଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରି ଘଟଣାର ଯାଞ୍ଚ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri