ପ୍ରେମିକ ଆଉ ସ୍ବାମୀ ଭିତରେ ବହୁତ ଫରକ କହିଲେ ପ୍ରିୟଙ୍କା

ବଲିଉଡ୍‌ରୁ ହଲିଉଡ୍‌ ପର୍ଯ୍ୟନ୍ତ ନିଜର ଭିନ୍ନଭିନ୍ନ ପରିଚୟ ସୃଷ୍ଟି କରିଚାଲିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା – ନିକ୍‌ ଜୋନାସ ୨୦୧୮ ଡିସେମ୍ବରରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ବିବାହ ପରଠାରୁ ଦୁହେଁ ବହୁ ଖୁସିରେ ଥିବା ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଫଟୋଗୁଡ଼ିକୁ ଜଣାପଡୁଛି। କିଛିଦିନ ତଳେ ନିକ୍‌ଙ୍କ ବଡ଼ଭାଇଙ୍କ ବିବାହ ଉତ୍ସବରେ ପ୍ରିୟଙ୍କା ବହୁତ ଭାବୁକ ହୋଇଯାଇଥିବା ଦେଖିବାକୁ ମିଳିଥିଲା। ଏକ ସାକ୍ଷାତକାରରେ ପ୍ରିୟଙ୍କା କହିଛନ୍ତି, ନିକ୍‌ଙ୍କୁ ବିବାହ କରିବା ପରେ ଜୀବନରେ ଅନେକ ପରିବର୍ତ୍ତନ ଆସିଛି। ପ୍ରେମିକ ଏବଂ ସ୍ବାମୀ ଭିତରେ ଅନେକ ଫରକ ବୋଲି ସେ କହିଛନ୍ତି। ବିବାହ ପରେ ସ୍ବାମୀ ସୁରକ୍ଷାକବଚ। ପ୍ରିୟଙ୍କା ନିଜ ବିବାହକୁ ମନେ ପକାଇ କହିଛନ୍ତି ଏହା ମୋ ପାଇଁ ଅସାଧାରଣ କଥା ଥିଲା। ମୁଁ ଏବଂ ନିକ୍‌ ଅକ୍ଟୋବରରେ ବିବାହ କରିବାର ଥିଲା କିନ୍ତୁ ଡିସେମ୍ବରରେ ସମ୍ପନ୍ନ ହେଲା। ବିବାହ ପାଇଁ ଆମ ହାତରେ ମାତ୍ର ଦେଢ଼ମାସ ସମୟ ଥିଲା। ଏହି କଥା ମୋ’ ପାଇଁ ସମ୍ପୂର୍ଣ୍ଣ ଭିନ୍ନ ବୋଲି କହିଛନ୍ତି ପ୍ରିୟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ସପ୍ତାହରେ କେତେ ଆୟ କରିଛି‘କେଜିଏଫ୍‌-୨’

ବହୁ ପ୍ରତୀକ୍ଷିତ ଫିଲ୍ମ‘କେଜିଏଫ୍‌-୨’ ଏପ୍ରିଲ ୧୪ରେ ରିଲିଜ୍‌ ହେବା ପରଠୁ ଦେଶରେ କୋଣ ଅନୁକୋଣରେ ଫିଲ୍ମକୁ ନେଇ ଚର୍ଚ୍ଚା ହେଉଛି। ସିନେମା ହଲ୍‌ରେ ଦର୍ଶକଙ୍କ ନାହିଁ...

ଫେମିନା ମିସ ଇଣ୍ଡିଆ ୨୦୨୨ର ମୁକୁଟ ପିନ୍ଧିଲେ କର୍ନାଟକ ସୁନ୍ଦରୀ ସିନି

ମୁମ୍ବାଇ,୪ ।୭: ଚଳିତ ବର୍ଷ ଅର୍ଥାତ୍ ୨୦୨୨ର ଫେମିନା ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଛନ୍ତି କର୍ନାଟକର ସୁ୍‌ନ୍ଦରୀ ସିନି ସେଟ୍ଟି । ଜୁଲାଇ ୩ରେ ମୁମ୍ବାଇର...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

ପୁଣି ପରଦାକୁ ଫେରିବେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କର ଫିଲ୍ମକୁ ଦେଖିବା ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। ୨୦୨୨ରେ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅନୁଷ୍କା ପୁଣି ଫେରିବେ।...

କାନୁନ୍‌ଗୋ ବୋଲି ଓଡ଼ିଆ ଭାବନ୍ତି

ଏକାଧାରରେ ଜଣେ ପ୍ଲେବ୍ୟାକ୍‌ ସିଙ୍ଗର୍‌, କମ୍ପୋଜର୍‌, ଆକ୍ଟର ଏବଂ ଏଣ୍ଟରପ୍ରିନିୟୋର୍‌। ନିଜ ପାର୍ଟି ନମ୍ବର୍‌ ଓ ର଼୍ୟାପ୍‌ ସଙ୍ଗ୍‌ ପାଇଁ ରାତାରାତ ୟୁଥ୍‌ ସେନ୍‌ସେସନ୍‌ ପାଲଟିଥିବା...

୪୭ବର୍ଷରେ ପାଦ ଥାପିଲେ ବଲିଉଡ୍‌ ବିୟୁଟି

ମୁମ୍ବାଇ: ବଲିଉଡ ବିୟୁଟି ରବିନା ଟଣ୍ଡନ ମଙ୍ଗଳବାର ୪୭ବର୍ଷରେ ପହଞ୍ଚିଛନ୍ତି। ତଙ୍କେ ଜନ୍ମ ଦିନରେ ଅନେକ ଅଭିନେତା ଶୁଭେଚ୍ଛା ଜଣାଇଛନ୍ତି। ଅଭିନେତ୍ରୀ ଏଥର ଜନ୍ମଦିନକୁ ପରିବାର...

ଏକଦା ଗୋଟିଏ ବଖରା ଘରେ ସ୍ତ୍ରୀ,ପିଲାଙ୍କ ସହ ରହୁଥିଲେ ଏହି ଅଭିନେତା; ଏବେ ଆମିରଙ୍କ ଘର ନିକଟରେ କିଣିଲେ ବଙ୍ଗଳା

ବମ୍ବେ: ବଲିଉଡ୍‌ର ଏପରି କିଛି କଳାକାର ଅଛନ୍ତି , ଯେଉଁମାନେ ନିଜର ଅଭିନୟ ଚାତୁରୀରେ ଦର୍ଶକଙ୍କୁ ବାନ୍ଧି ରଖନ୍ତି। ସେମାନଙ୍କ ମଧ୍ୟରୁ ଅଭିନେତା ପଙ୍କଜ ତ୍ରିପାଠୀ...

ଚଙ୍କି ପାଣ୍ଡେ କରିପାରି ନ ଥିବା କାମ କରି ଦେଖାଇଲେ ଝିଅ ଅନନ୍ୟା

ଅଭିନୟ କ୍ୟାରିୟରରେ ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେ ଯେଉଁ କାମ କରିପାରି ନାହାନ୍ତି ତାହା ତାଙ୍କ ଝିଅ ଅନନ୍ୟା କରି ଦେଖାଇଛନ୍ତି। ଏ କଥା ନିଜେ...

Advertisement
Archives

Model This Week