Posted inଫୁରସତ

ପ୍ରେମୀଯୁଗଳଙ୍କ ମଧ୍ୟରେ ସମ୍ପର୍କ ଅତୁଟ ରଖେ ଏହି ଓ୍ବାଟର ଫଲ୍‌…

ଭାରତରେ ରହିଛି ଅନେକ ଅଲୌକିକ ଗାଥା ବହନ କରୁଥିବା ଦର୍ଶନୀୟ ସ୍ଥାନ। ସେଥିମଧ୍ୟରୁ ମଧ୍ୟପ୍ରଦେଶର ଶିବପୁରାରେ ରହିଛି ଭଦୈୟା କୁଣ୍ଡ ଓ୍ବାଟର ଫଲ୍‌। ବିଶ୍ୱାସ ରହିଛି ଏଠାରେ ସ୍ନାନ କରୁଥିବା ଦମ୍ପତ୍ତି ତଥା ପ୍ରେମୀଯୁଗଳଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଅତୁଟ ରହିଥାଏ । ସେଥିପାଇଁ ଏଠାରେ ବର୍ଷସାରା ପର୍ଯ୍ୟଟକଙ୍କ ଗହଳି ଲାଗିଥାଏ । ତେବେ ଏଠାରେ ବର୍ଷା ଦିନେ ଅଧିକ ଗହଳି ହୋଇଥାଏ । ଦାମ୍ପତ୍ୟ ଜୀବନରେ ବିବାଦ ଲାଗିରହିଥିବା ଅନେକ ଦମ୍ପତ୍ତିି ଏଠାରେ ସ୍ନାନ କରି ସୁଫଳ ପାଇଥିବା ସ୍ଥାନୀୟ ବାସିନ୍ଦା କୁହନ୍ତି। ପଥର ଚଟାଣ ତଳୁ ଆସୁଥିବା ଏକ ପାହାଡ଼ି ଝରଣାରୁ ଏହି ଓ୍ବାଟରଫଲ୍‌ ସୃଷ୍ଟି ହୋଇଛି। ଖରାଦିନେ ଏଥିରେ ଖୁବ୍‌ କମ୍‌ ପାଣିଥାଏ। ମାତ୍ର ବର୍ଷା ଦିନେ ଝରଣାର ଜଳ ସ୍ରୋତ ଅଧିକ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଡ୍ରାଇଭରଙ୍କୁ ବିବାହ କଲେ ପ୍ରେମିକା: ଏଭଳି ଉପାୟରେ ପ୍ରତିଶୋଧ ନେଉଥିଲେ ପ୍ରେମିକ…

ମୁମ୍ବାଇ, ୨୬।୮: ପ୍ରେମିକା ଧୋକା ଦେଲେ। ଏଥିରେ ମର୍ମାହତ ହୋଇ ପ୍ରେମିକ ଏକ ନିଆରା ଉପାୟରେ ପ୍ରତିଶୋଧ ନେଉଥିଲେ। ଏହାର ପର୍ଦ୍ଦାଫାଶ୍‌ ମୁମ୍ବାଇ ପୋଲିସ କରିଛି।...

ଭିନ୍ନ ଏହି କ୍ୟାମ୍ପିଙ୍ଗ୍‌ ସାମଗ୍ରୀ

ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି କିଛି ରୋମାଞ୍ଚକର ଅନୁଭୂତି ପାଇବା ପାଇଁ କେତେ ଲୋକ କ୍ୟାମ୍ପିଙ୍ଗ୍‌ରେ ଯିବାକୁ ପସନ୍ଦ କରିଥାନ୍ତି। ତେବେ ଏହି କ୍ୟାମ୍ପିଙ୍ଗ୍‌କୁ...

ସୁନ୍ଦରୀ ହେବାକୁ ବାହାନା

ସୁନ୍ଦରୀ ଦିଶିବା ସବୁ ନାରୀର ଇଚ୍ଛା। ସେମିତି ବି ଇଚ୍ଛା ରଖିଥିଲେ ଜାମୀ ଲାଇନ୍‌ ଟୋଲେର ନାମ୍ନୀ ଜନୈକା ମହିଳା। ସେ ଦେଖିବାକୁ ସେମିତି ସୁନ୍ଦରୀ...

କାର୍‌ ନମ୍ବର କୋଭିଡ୍‌-୧୯

୨୦୨୦ ସବୁଠାରୁ ଖରାପ ବର୍ଷ କହିଲେ କିଛି ଭୁଲ ହେବ ନାହିଁ। କାରଣ ଏହି ବର୍ଷ କରୋନା (କୋଭିଡ୍‌-୧୯) ସଂକ୍ରମଣ ଯୋଗୁ ଲକ୍ଷ ଲକ୍ଷ ଲୋକଙ୍କ...

ବୃଷଭ ବିଚାର

ଆଜି ଆମ ଏରିଆର ଷଣ୍ଢମାନଙ୍କ ଏକ ମିଟିଂ ବସିଥିଲା । ବୁଲା ଫାଙ୍କାରେ ବୁଲୁଥିବା ଷଣ୍ଢମାନଙ୍କ ଚିନ୍ତାର କାରଣ ହେଲା ଆସନ୍ତା ରାଖୀ ପୂନେଇଁ ।...

ପ୍ରଥମ ଦେଖାରେ ସୋନିଆଙ୍କ ପ୍ରେମରେ ପଡ଼ିଥିଲେ ରାଜୀବ ଗାନ୍ଧୀ, ଜାଣନ୍ତୁ କେମିତି ଆରମ୍ଭ ହୋଇଥିଲା ପ୍ରେମ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ। ସେ ୨୦ ଅଗଷ୍ଟ ୧୯୪୪ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୧୯୯୧ ନିର୍ବାଚନ...

ଲଞ୍ଚ ହେଲା ବିଶ୍ୱର ପ୍ରଥମ ଫ୍ଲାଏ ଆଣ୍ଡ ଡ୍ରାଇଭ୍‌ କାର୍‌

ଓ୍ବାଶିଂଟନ: ବିଶ୍ୱର ପ୍ରଥମ ଫ୍ଲାଏ ଆଣ୍ଡ ଡ୍ରାଇଭ୍‌ କାର୍‌ ବୁଧବାର ପ୍ରଥମ କରି ମିଆମିରେ ଏକ ଇଭେଣ୍ଟରେ ଲଞ୍ଚ ହୋଇଛି। ଏହାକୁ ପାୟନିୟର ପର୍ସନାଲ ଏୟାର...

ଏହି ବିଭାଗ ଡାକ୍ତରଙ୍କୁ କରୋନା ଭୟ ଅଧିକ, ଗାଇଡ୍‌ଲାଇନ୍‌ ଜାରି କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଓ୍ବାଶିଟନ୍‌,୧୭ା୮: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଡାକ୍ତରମାନେ ରାତିଦିନ ଏକ କରି କରୋନା ରୋଗୀଙ୍କୁ ସେବା ଯୋଗାଇ ଆସୁଛନ୍ତି। ଏପରିକି କରୋନା...

Advertisement
Archives

Model This Week