ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବହଳଦା,୧୫।୬((ଡି.ଏନ୍‌.ଏ): ରଜ ନେଇ ସମସ୍ତେ ବ୍ୟସ୍ତ ଥିବାବେଳେ ମୟୂରଭଞ୍ଜ ଜିଲା ସୀମାନ୍ତ ତିରିଙ୍ଗ ଥାନା ଅନ୍ତର୍ଗତ ଗୀତିଲତା ଗାଁ ମୁଣ୍ଡ ଏକ ଗଛରୁ ପୋଲିସ ସୋମବାର ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତକଦ୍ୱୟ ରାମେଶ୍ବର ପାତ୍ର (୨୪) ଓ ସାବିତ୍ରୀ ଦେଓଗାମ (୨୦) ବୋଲି ଜଣାପଡିଛି । ଗୋଟିଏ ଶାଢ଼ୀରେ ସେମାନେ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ି ନ ଥିବା ବେଳେ ଏହା ପ୍ରେମଜନିତ ଘଟଣା ବୋଲି ପୋଲିସ ଅନୁମାନ କରୁଛି। ଏ ନେଇ ପୋଲିସ ତନାଘନା ଆରମ୍ଭ କରି ଥିବାବେଳେ ରାଇରଙ୍ଗପୁର ଡାକ୍ତରଖାନାକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠି ଜଗିଛି ପୋଲିସ: ବାଇକ୍‌, ୪ ଚକିଆ ଯାନ ଉପରେ ନଜର

ବନ୍ତ, ୧୦।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ସରକାର ଦିନକୁଦିନ ଲକଡାଉନ୍‌ ଆଇନକୁ କଡାକଡି କରୁଛନ୍ତି ା ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ...

ଗୋବିନ୍ଦଙ୍କ କୋଭିଡ୍‌ ରିପୋର୍ଟକୁ ନେଇ ବଢିଲା ଦ୍ୱନ୍ଦ୍ୱ

ଟିଟିଲାଗଡ଼, ୨୫।୧୦(ଡି.ଏନ.ଏ.): ମମିତା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଟିଟିଲାଗଡ ପୋଲିସ ବାରାକରୁ ଗତ ୧୭ ତାରିଖ ରାତିରେ ଫେରାର ହେବା ଦିନଠାରୁ...

ଆମେରିକା ଯାତ୍ରା କଲେ ଜିଲାପାଳ ଶୁଭମ ସକସେନା : ଅନ୍ତର୍ଜାତୀୟ ସମ୍ମିଳନୀରେ ଦେବେ ଯୋଗ

ସମ୍ବଲପୁର,୧୬।୧୦(ବ୍ୟୁରୋ): ସମ୍ବଲପୁର ଜିଲାପାଳ ଶୁଭମ ସକ୍‌ସେନା ଆମେରିକାର ନାସଭିଲ୍ଲେ ଆଣ୍ଡ୍‌ ହଷ୍ଟେନଠାରେ ଇଣ୍ଟରନ୍ୟାଶନାଲ ସିଟି/ କଣ୍ଟ୍ରି ମ୍ୟାନେଜର୍ସ ଆସୋସିଏଶନ୍‌ (ଆଇସିଏମ୍‌ଏ)ର ସମ୍ମିଳନୀରେ ଯୋଗଦେବାକୁ ଯାତ୍ରା କରିଛନ୍ତି...

ବ୍ୟାଟେରି ଚୋରି ରାକେଟ ସକ୍ରିୟ

ବନ୍ତ,୬।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଏବେ ବ୍ୟାଟେରି ଚୋରି ରାକେଟ ସକ୍ରିୟ ହୋଇଛନ୍ତି। ବିଭିନ୍ନ ସ୍ଥାନରୁ ବ୍ୟାଟେରି ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ...

ଆଜିଠାରୁ ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡିଖୋଲ,୧୮ା୧(ଡି.ଏନ.ଏ.): ଓଡ଼ିଶାର ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ବୁଧବାର ଭୋର ସମୟରୁ ଆରମ୍ଭ ହେବ। ଏଥି ପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାଘ...

ଏକାଧିକ ବିଲ୍‌ କରି ଅର୍ଥ ଆତ୍ମସାତ୍‌

ଯାଜପୁର ସଦର,୧୦ା୧୦(ଡି.ଏନ୍‌.ଏ): ଯାଜପୁର ଜିଲା ଦଶରଥପୁର ବ୍ଲକ ଖଣ୍ଡରା ପଞ୍ଚାୟତ ପରିସର କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟରେ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି...

କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ ୧୬ ଭରି ସୁନା, ୩୦ ହଜାର

ପାରଳାଖେମୁଣ୍ଡି,୧୩।୫(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ମଡେଲ ପୋଲିସ ଥାନା ଅଧୀନ ବିଶ୍ବନାଥ ନଗରରୁ ଚୋରି ହୋଇଛି। ଅଞ୍ଚଳର ପ୍ରଭାତ ମିଶ୍ରଙ୍କ ଘରୁ ୧୬ ଭରି ସୁନା...

ବ୍ୟାଙ୍କକ୍‌ରେ ଚମକିଲେ ଓଡ଼ିଆ ଝିଅ ସଂଯୁକ୍ତା

ବେଗୁନିଆପଡ଼ା,୧୦।୪(ଡି.ଏନ.ଏ): ଓଡ଼ିଶୀ ନୃତ୍ୟରେ ସଫଳତା ଅର୍ଜନ କଲେ କେ ବରିଡା ଗ୍ରାମର ସଂଯୁକ୍ତା ରାଉତରାୟ। ଭାରତ ସଂସ୍କୃତି ମହୋତ୍ସବରେ ଓଡ଼ିଶୀ ନୃତ୍ୟ ପରିବେଷଣ କରି ଉଚ୍ଚ...

Advertisement
Archives

Model This Week