ପ୍ରୋଷ୍ଟେଟ୍‌ କ୍ୟାନ୍‌ସରରୁ ଦୂରେଇ ରହିବା ପାଇଁ ଦିନରେ ୩ ଥର ପିଅନ୍ତୁ ଏହାକୁ…

ନିୟମିତ ଗ୍ରୀନ୍‌ ଟି ପିଇବା ଦ୍ୱାରା ଶରୀର ସୁସ୍ଥ ରହିଥାଏ। ଦିନକୁ ୩ ଥର ଗ୍ରୀନ୍‌ ଟି ପିଇବା ଦ୍ୱାରା ପୁରୁଷମାନଙ୍କଠାରେ ଦେଖା ଦେଉଥିବା ପ୍ରୋଷ୍ଟେଟ୍‌ କ୍ୟାନ୍‌ସର ଦୂର ହୋଇଥାଏ ା ଇଟାଲୀର ମିଲାନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏହା ଜଣାପଡିଛି। ତେବେ ଏକା ଥରକେ ୨-୩ କପ୍‌ ଗ୍ରୀନ୍‌ ଟି ପିଇବା ଠିକ୍‌ ନୁହେଁ ା ଯେଉଁ ମହିଳାମାନେ ଗ୍ରୀନ୍‌ ଟି ପିଅନ୍ତି ସେମାନଙ୍କର ଧମନୀ ସଙ୍କୁଚିତ ହେବା ଆଶଙ୍କା ୫୦ ପ୍ରତିଶତ କମିଥାଏ ା ସେହିପରି ଏହା ୬୦ ପ୍ରତିଶତ ବ୍ରେନ୍‌ ଷ୍ଟ୍ରୋକରୁ ମୁକ୍ତି ଦେଇଥାଏ ା ଚିକିତ୍ସକମାନେ ମଧ୍ୟ ମତ ଦିଅନ୍ତି ଗ୍ରୀନ୍‌ ଟି ହୃଦ୍‌ ରୋଗର ଉପଶମ କରିବା ସହ ସ୍ନାୟୁବିକରୋଗ ତଥା ମସ୍ତିଷ୍କ ରୋଗ ଆଶଙ୍କାକୁ କମାଇଥାଏ। ଗ୍ରୀନ୍‌ ଟି ମେମୋରୀ ବଢାଇବା ସହ ପଢିବାରେ ଆଗ୍ରହ ସୃଷ୍ଟି କରି ଶରୀରକୁ ଶକ୍ତି ଦେଇଥାଏ ା ବୟସ୍କ ମହିଳାମାନଙ୍କ କ୍ଷେତ୍ରରେ ଗ୍ରୀନ୍‌ ଟି ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri