Posted inଖେଳ

ପ୍ରୋ କବାଡ଼ି ଲିଗ୍‌: ପ୍ଲେଅଫ୍‌ରେ ବୁଲ୍ସ, ୟୁ ମୁମ୍ବା

ପଞ୍ଚକୂଲା, ୩।୧୦ (ପି.ଟି.)- ଡିଫେଣ୍ଡିଂ ଚାମ୍ପିୟନ ବେଙ୍ଗାଲୁରୁ ବୁଲ୍ସ ଓ ୟୁ ମୁମ୍ବା ସହଜ ବିଜୟ ସହ ପ୍ରୋ କବାଡ଼ି ଲିଗ୍ର ପ୍ଲେଅଫ୍‌ରେ ପ୍ରବେଶ କରିଛନ୍ତି। ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ବୁଲ୍ସ ପଓ୍ବନ ଶେରାଓ୍ବତ୍‌ଙ୍କ ପ୍ରଭାବୀ ପ୍ରଦର୍ଶନ ବଳରେ ୫୬-୩୯ ପଏଣ୍ଟରେ ଘରୋଇ ହରିୟାଣା ଷ୍ଟିଲର୍ସକୁ ପରାସ୍ତ କରିଛି। ଶେରାଓ୍ବତ୍‌ ଏକାକୀ ରେକର୍ଡ ୩୯ ପଏଣ୍ଟ ସ୍କୋର କରିଥିଲେ। ପୂର୍ବରୁ ଗୋଟିଏ ମ୍ୟାଚ୍‌ରେ ସର୍ବାଧିକ ପଏଣ୍ଟ କରିବା ରେକର୍ଡ ପ୍ରଦୀପ ନରଓ୍ବାଲ (୩୪ ପଏଣ୍ଟ)ଙ୍କ ନାମରେ ରହିଥିଲା। ୨୦ ମ୍ୟାଚ୍‌ରୁ ୧୧ତମ ବିଜୟ ସହ ୬୩ ପଏଣ୍ଟ ପାଇ ବୁଲ୍ସ ଟେବୁଲର ୫ମ ସ୍ଥାନରେ ରହି ପ୍ଲେଅଫ୍‌ରେ ସ୍ଥାନ ପକ୍କା କରିଛି। ଅପରପକ୍ଷରେ ୟୁ ମୁମ୍ବା ୩୦-୨୬ ପଏଣ୍ଟରେ ପାଟନା ପାଇରେଟ୍ସକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ସୁରକ୍ଷିତ କରିନେଇଛି। ମୁମ୍ବା ୨୦ ମ୍ୟାଚ୍‌ରୁ ୬୪ ପଏଣ୍ଟ ପାଇ ଟେବୁଲ ତାଲିକାର ୪ର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଗଲା ନୂଆ ‘ଓ୍ବାଲ୍‌’

ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିଛି ଭାରତୀୟ ମହିଳା ହକି ଟିମ । ତିନି ଥର ଚାମ୍ପିଅନ ହୋଇଥିବା ଅଷ୍ଟ୍ରେଲିଆକୁ ପରାସ୍ତ କରି...

ଅଲିମ୍ପିକ୍ସ ସ୍ଥଗିତ ପାଇଁ ଗ୍ଲୋବାଲ ଆଥ୍‌ଲେଟ ଗ୍ରୁପ୍‌ର ଆହ୍ବାନ

ଟୋକିଓ, ୨୨ା୩ (ଏପି)- ମହାମାରୀ କରୋନା ଭାଇରସ୍‌ ଯେପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ନ ଆସିଛି, ସେ ପର୍ଯ୍ୟନ୍ତ ଟୋକିଓ ଅଲିମ୍ପିକ୍ସକୁ ସ୍ଥଗିତ ରଖିବା ଲାଗି ଗ୍ଲୋବାଲ୍‌...

ଅନ୍ତିମ ଦିନିକିଆ: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୧୯।୧(ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମ ରବିବାର ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ସିରିଜ ୧-୧...

ହାର୍ଦ୍ଦିକ ପାଣ୍ଡ୍ୟା ଟି୨୦ ଅଧିନାୟକ

ନୂଆଦିଲ୍ଲୀ, ୨୮ା୧୨ (ପି.ଟି.): ଆଗାମୀ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭାରତୀୟ ଦଳର ଅଧିନାୟକ...

ସିଲେକ୍ଟ କାଉଣ୍ଟି ଏକାଦଶ ସହ ଓ୍ବାର୍ମଅପ୍‌ ମ୍ୟାଚ୍‌ ଖେଳିବ ଭାରତ

ଲଣ୍ଡନ,୨।୭: କୋଭିଡ୍‌-୧୯ ନିୟମକୁ ପାଳନ କରିବା ସହିତ ଭାରତୀୟ ଦଳକୁ ଅଭ୍ୟାସ ପାଇଁ ଏକ ଓ୍ବାର୍ମଅପ୍‌ ମ୍ୟାଚ୍‌ ଦେବା ଦିଗରେ କାମ କରୁଛି ଇଂଲଣ୍ଡ ଓ...

କ୍ୟାରିୟର ଶେଷ କରି ଦେଇଥିଲା ଦୁର୍ଘଟଣା, ବର୍ଷକ ପରେ ଜିତିଲେ ଟ୍ରଫି

ଡେନପାସାର(ଇଣ୍ଡୋନେସିଆ),୨୨।୧୧: ନେଦରଲାଣ୍ଡର ଆଣ୍ଡେର୍ସ ଆଣ୍ଟୋସେନଙ୍କୁ ହରାଇ ଇଣ୍ଡୋନେସିଆ ମାଷ୍ଟର୍ସ ଟାଇଟଲ ହାତେଇଛନ୍ତି ବିଶ୍ୱ ଚାମ୍ପିୟନ କେଣ୍ଟୋ ମୋମୋଟା। ଗତବର୍ଷ କାର ଦୁର୍ଘଟଣାରେ ଆହତ ହେବା ପରେ...

ବାୟୋ-ବବଲ ନିୟମ ଉଲ୍ଲଂଘନ: ୧କୋଟି ଜରିମାନା, ୨ପଏଣ୍ଟ କାଟ୍‌ ବ୍ୟବସ୍ଥା

ନୂଆଦିଲ୍ଲୀ, ୨ା୧୦ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ବାୟୋ-ବବଲ (କ୍ରିକେଟ ଟିମ୍‌କୁ ଅନ୍ୟମାନଙ୍କଠାରୁ ଦୂରରେ ରଖିବା) ନିୟମକୁ କଡ଼ାକଡ଼ି ପାଳନ କରାଯାଉଛି। ଏହାର ଉଲ୍ଲଂଘନ କଲେ ଦଳକୁ...

ଆଇପିଏଲ୍‌ ପୂର୍ବରୁ ଆର୍‌ସିବିକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୩: ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଦଳଗୁଡିକରୁ ଅନେକ ଖେଳାଳି ବାଦ୍‌ ପଡ଼ୁଛନ୍ତି। ଟୁର୍ନାମେଣ୍ଟର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ଦୁଇଥର ଚାମ୍ପିଅନ...

Advertisement
Archives

Model This Week