Posted inଖେଳ

ପ୍ରୋ କବାଡ଼ି ଲିଗ୍‌: ଷ୍ଟିଲର୍ସ, ଦବଙ୍ଗ ବିଜୟୀ

ନୂଆଦିଲ୍ଲୀ, ୨୯।୮ (ପି.ଟି.)- ପ୍ରୋ କବାଡ଼ି ଲିଗ୍‌ର ୭ମ ସଂସ୍କରଣରେ ବୁଧବାର ଖେଳାଯାଇଥିବା ୨ଟି ମ୍ୟାଚ୍‌ରେ ହରିୟାଣା ଷ୍ଟିଲର୍ସ ଓ ଦବଙ୍ଗ ଦିଲ୍ଲୀ ବିଜୟୀ ହୋଇଛି। ବିକାଶ କାଣ୍ଡୋଲିଆଙ୍କ ଦମ୍‌ଦାର ରାଇଡ୍‌ ବଳରେ ହରିୟାଣା ୪୧-୨୪ ପଏଣ୍ଟରେ ଗତ ସଂସ୍କରଣର ରନର୍ସଅପ୍‌ ଗୁଜରାଟ ଫର୍‌ଚ୍ୟୁନଜିଆଣ୍ଟସକୁ ପରାସ୍ତ କରି ପଏଣ୍ଟ ଟେବୁଲର ୩ୟ ସ୍ଥାନକୁ ଲମ୍ଫ ପ୍ରଦାନ କରିଛି। ବିକାଶ ଓ ପ୍ରଶାନ୍ତ କୁମାର ରାଇ ୮ ପଏଣ୍ଟ ଲେଖାଏ ସ୍କୋର କରିଥିଲେ। ସେହିଭଳି ଅନ୍ୟ ଏକ ମ୍ୟାଚ୍‌ରେ ଦବଙ୍ଗ ଦିଲ୍ଲୀ ୪୦-୨୪ ପଏଣ୍ଟରେ ୟୁ ମୁମ୍ବାକୁ ପରାସ୍ତ କରି ଶୀର୍ଷ ସ୍ଥାନରେ ଅପରିବର୍ତ୍ତିତ ରହିଛି। ଜୟପୁର ପିଙ୍କ ପାନ୍ଥର୍ସ, ବେଙ୍ଗଲ ଓ୍ବାରିୟର୍ସ ଓ ବେଙ୍ଗାଲୁରୁ ବୁଲ୍ସ ଯଥାକ୍ରମେ ଟେବୁଲର ୨ୟ, ୪ର୍ଥ ଓ ୫ମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୀପକ ଚହରଙ୍କୁ ବିସିସିଆଇ କ୍ଲିୟରାନ୍ସ

ଦୁବାଇ, ୧୨ା୯ (ପି.ଟି.):ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ଠାରୁ ଆବଶ୍ୟକ କ୍ଲିୟରାନ୍ସ ହାସଲ କରିବା ପରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପେସ୍‌ ବୋଲର ଦୀପକ...

ଏଭଳି ଭାବେ ପାଇପାରିବେ ଟି୨୦ ବିଶ୍ୱକପ୍‌ ଫାଇନାଲ ଲାଗି ମାଗଣା ଟିକେଟ୍‌; ଜାଣନ୍ତୁ…

ମେଲବର୍ନ,୨।୯: ଚଳିତ ବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ପ୍ରଶଂସକଙ୍କ କ୍ରେଜ୍‌ କାହିଁରେ କେତେ। ଅଷ୍ଟ୍ରେଲିଆରେ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାଗ ନେବାକୁ...

ଦ୍ୱିତୀୟ ଟେଷ୍ଟରେ ଦଳକୁ ଫେରିବେ କି ରୋହିତ ଶର୍ମା: ରାହୁଲ ଦେଲେ ଅପ୍‌ଡେଟ୍‌

ଚଟ୍ଟଗ୍ରାମ,୧୮।୧୨: ଦୁଇ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶକୁ ୧୮୮ ରନ୍‌ରେ ପରାସ୍ତ କରିଛି। ଚଟ୍ଟଗ୍ରାମରେ ପ୍ରଥମ ଟେଷ୍ଟ ମ୍ୟାଚରେ ବିଜୟ ସହ ଭାରତ ବର୍ତ୍ତମାନ...

ସବିତା ଖେଳିଲେ ୨୦୦ତମ ମ୍ୟାଚ୍‌

ମାର୍ଲୋ(ୟୁକେ),୪।୧୦(ପି.ଟି.)- ଇଂଲଣ୍ଡ ଗସ୍ତର ଶୁକ୍ରବାର ଅନୁଷ୍ଠିତ ଅନ୍ତିମ ମହିଳା ହକି ମ୍ୟାଚରେ ଭାରତୀୟ ଗୋଲକିପର ସବିତା କ୍ୟାରିୟରର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ମ୍ୟାଚ ପୂର୍ବରୁ...

ମୌରିସିଓଙ୍କ ଡବଲ ଗୋଲ ସମ୍ମାନ ରଖିଲା: ଓଡ଼ିଶା ଏଫସି-ଜାମସେଦପୁର ଏଫସି ମ୍ୟାଚ ଡ୍ର

ଭାସ୍କୋ, ୩୦।୧୧-  ଡିଏଗୋ ମୌରିସିଓଙ୍କ ଡବଲ ଗୋଲ ଚଳିତ ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ)ର ରବିବାର ମ୍ୟାଚରେ ଓଡ଼ିଶା ଏଫସିର ସମ୍ମାନ ରଖିଛି। ପ୍ରଥମାର୍ଦ୍ଧରେ ୦-୨ ଗୋଲରେ ପଛୁଆ...

ଗର୍ଲଫ୍ରେଣ୍ଡଙ୍କୁ ଘରୁ ଉଠାଇ ନେଇ ବିବାହ କରିଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ଗାଙ୍ଗୁଲି ହେଉଛି ଭାରତୀୟ କ୍ରିକେଟ ପରିବର୍ତ୍ତନର ବଡ ଚେହେରା।...

ଶୁଟିଂରେ ଆଉ ଏକ ପଦକ ଜିତିଲା ଭାରତ: ୨୨ରେ ପହଞ୍ଚିଲା ପଦକ ସଂଖ୍ୟା

ହାଙ୍ଗଝୋ,୨୭।୯: ଏସୀୟ ଗେମ୍ସ ୨୦୨୩ରେ ଭାରତ ଭଲ ପ୍ରଦର୍ଶନ କରୁଛି। ବୁଧବାର ଶୁଟିଂରେ ଅନନ୍ତଜିତ୍‌ ସିଂ ୫୮ ସ୍କୋର ସହ ପୁରୁଷ ସ୍କିଟ ଇଭେଣ୍ଟରେ ରୌପ୍ୟ...

‘ଯେମିତି କରିଥିଲେ, ସେମିତି ପାଇଲେ’

ନୂଆଦିଲ୍ଲୀ,୧୪।୧୦: ଯେମିତି କରିଥିଲେ, ସେମିତି ପାଇଲେ। କିଛି ଏଭଳି କଥାକୁ ନେଇ ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ...

Advertisement
Archives

Model This Week