ପ୍ଲାଜମା ଦାନ ପାଇଁ ଅନୁରୋଧ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମଣ ଏବେ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଥିବାରୁ ସମସ୍ତେ ଏବେ ଏଥିରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରୁଛନ୍ତି। ରାଜଧାନୀ ଦିଲ୍ଲୀ ଓ ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହେବାରୁ ଏହା ସେଠାକାର ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି। ତେବେ ଦିଲ୍ଲୀରେ ପ୍ରଥମ କରି ପ୍ଲାଜମା ଥେରାପି ଆରମ୍ଭ କରାଯାଇଥିବା ବେଳେ ଏହା ସୁଫଳ ପ୍ରଦାନ କରିଛି ବୋଲି ଡାକ୍ତରମାନେ କହିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କୁ ପ୍ଲାଜମା ଦାନ କରିବାକୁ କହିଛନ୍ତି। ଶନିବାର କେଜରିଓ୍ବାଲ ସୂଚନା ଦେଇ କହିଛନ୍ତି ଏଲ୍‌ଏନ୍‌ଜେପି ହସ୍ପିଟାଲରେ ଜଣେ କରୋନା ସଂକ୍ରମିତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ତାଙ୍କୁ ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯାଇଥିଲା। ଏହାପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ଏହା ଦେଖିବା ପରେ ଏବେ କେଜରିଓ୍ବାଲ କରୋନା ସଂକ୍ରମଣ ପରେ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ପ୍ଲାଜମା ଦାନ କରିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶରୀରର ସମସ୍ତ ଅଙ୍ଗକୁ ଅକାମୀ କରିପାରେ କରୋନା…

ନୂଆଦିଲ୍ଲୀ, ୨୭।୮: କରୋନା ମହାମାରୀ ସଂକ୍ରମଣ କେବଳ ଫୁସଫୁସ୍‌ ନୁହେଁ ଏହା ଶରୀରର ସମସ୍ତ ଅଙ୍ଗକୁ ଅକାମୀ କରିଦେଇ ପାରେ ବୋଲି ଏମ୍ସ୍‌ର ବିଶେଷଜ୍ଞମାନେ ମତପୋଷଣ...

କ୍ରୀଡ଼ା ମନ୍ତ୍ରୀ ଖେଳିବେ ରଣଜୀ ଟ୍ରଫି

କୋଲକତା,୪।୧:ଚଳିତ ବର୍ଷର ରଣଜୀ ଟ୍ରଫି ପାଇଁ ପଶ୍ଚିମବଙ୍ଗ ନିଜର ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମନୋଜ ତିୱାରୀଙ୍କ ନାମ ମଧ୍ୟ ୨୧ ସଦସ୍ୟ ବିଶିଷ୍ଟ...

ବାପା ସାଇକେଲ କିଣି ନ ଦେବାରୁ ଅଦ୍ଭୁତ ସାଇକେଲ ତିଆରି କଲେ ଅଷ୍ଟମ ଶ୍ରେଣୀର ଛାତ୍ର

ଲଧିଆନା,୨୫।୮: ଆବଶ୍ୟକତା ହିଁ ଆବିଷ୍କାରର ଜନନୀ। କରୋନା ଭାଇରସ୍‌ ଲକ୍‌ଡାଉନ ଓ ଆର୍ଥିକ ଅନାଟନ ଯୋଗୁ ଜଣେ ପିତା ନିଜ ପୁଅ ପାଇଁ ନୂଆ ସାଇକେଲ...

ଗୋଆରେ ଚିହ୍ନଟ ହେଲେ ପ୍ରଥମ ଓମିକ୍ରନ୍ ସଂକ୍ରମିତ: ସଂକ୍ରମଣ ସଂଖ୍ୟାରେ ମହାରାଷ୍ଟ୍ରକୁ ପଛରେ ପକାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୨୭ ।୧୨: ବେଳକୁ ବେଳ କାୟା ବିସ୍ତାର କରି ଚାଲିଛି ଓମିକ୍ରନ୍ । କରୋନାର ଏହି ନୂଆ ଭାରିଏଣ୍ଟ ଏବେ ୧୯ ରାଜ୍ୟ ଓ କେନ୍ଦ୍ର...

ସୋନିଆଙ୍କ ଜୋତା ଫିତା ବାନ୍ଧିଲେ ରାହୁଲ

ବେଙ୍ଗାଲୁରୁ,୬।୯: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଦୁଇ ଦିନର ବିରତି ପରେ ଗୁରୁବାର କର୍ନାଟକର ମାଣ୍ଡ୍ୟା ଜିଲାରେ ପୁଣି ଆରମ୍ଭ ହୋଇଛି।...

ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍‌

ବୁଗୁଡ଼ା,୧୨ା୭(ଡି.ଏନ୍‌.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨୦ ମୃତ

ଚେନ୍ନାଇ, ୨୦।୨: ତାମିଲନାଡୁର ତିରୁପୁର ଜିଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କେରଳ ରାଜ୍ୟ ପରିବହନ ବସ୍‌ ଏବଂ ଏକ ଟ୍ରକ ମଧ୍ୟରେ ଧକ୍କା...

ଦିଲ୍ଲୀ ରଣକ୍ଷେତ୍ର: ଟେକାମାଡ଼ କଲେ ଛାତ୍ର, ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ,୧୬ା୧୨ : ଦିଲ୍ଲୀରେ ସିଏଏ ବିରୋଧୀ ଆନ୍ଦେଳାନ ରବିବାର ମଧ୍ୟରାତ୍ରିରେ ଉଗ୍ରରୂପ ଧାରଣ କରିଛି। ଜେଏମ୍‌ଆଇୟୁରୁ ଆରମ୍ଭ ହୋଇଥିବା ବିକ୍ଷୋଭଜନିତ ହିଂସା ବିଭିନ୍ନ ଅଞ୍ଚଳକୁ ବ୍ୟାପିବା...

Advertisement
Archives

Model This Week