Posted inଜାତୀୟ

ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍‌ କରୁଛି କୁକୁର: ଭିଡ଼ିଓ ଭାଇରାଲ

ଚେନ୍ନାଇ,୧୯।୧୧: ପ୍ଲାଟଫର୍ମର ସୁରକ୍ଷା ଦାୟିତ୍ୱ ଆର୍‌ପିଏଫ୍‌ ଉପରେ ନ୍ୟସ୍ତ ରହିଥାଏ। ତେବେ ଚେନ୍ନାଇରେ ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍‌ କରୁଛି ଏକ କୁକୁର। କୁକୁର ଭୁକିବା ଶୁଣି ସେଠାରେ ତତ୍‌କ୍ଷଣାତ୍‌ ଆର୍‌ପିଏଫ୍‌ ପହଞ୍ଚି ଟ୍ରାଫିକ୍‌ ନିୟନ୍ତ୍ରଣ କରୁଛନ୍ତି। ଚେନ୍ନାଇର ପାର୍କ ଟାଉନ୍‌ ଷ୍ଟେଶନରେ ଏଭଳି କାର୍ଯ୍ୟ କରୁଛି ଏକ କଳା ରଙ୍ଗର କୁକୁର। ଟ୍ରେନ୍‌ ଲାଇନ୍‌ ପାର ହୋଇ ଅସୁରକ୍ଷିତ ଭାବେ ଆସୁଥିବା ଯାତ୍ରୀ ଏବଂ ଟ୍ରେନ୍‌ରେ ଝୁଲି ରହିଥିବା ଯାତ୍ରୀଙ୍କୁ କୁକୁରଟି ଗୋଡ଼ାଇ ଗୋଡ଼ାଇ ଭୁକୁଛି। କୌଣସି କାରଣରୁ ମାଲିକ ଘରୁ ତଡ଼ା ଖାଇବା ପରେ କୁକୁରଟି ପ୍ଲାଟଫର୍ମରେ ଆର୍‌ପିଏଫ୍‌ଙ୍କୁ ଏପରି ସହାୟତା କରୁଛି। ଏବେ ସୋସିଆଲ୍‌ ମିଡ଼ିଆରେ ଏହି କୁକୁରର ଫଟୋ ଏବଂ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri