ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ

ଲଇକେରା, ୧୪ା୯ (ଡି.ଏନ୍‌.ଏ.):
ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ ସହକାରୀ ଯନ୍ତ୍ରୀ ବିଶ୍ୱନାଥ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସହକାରୀ ଯନ୍ତ୍ରୀ ସମେତ ଅଫିସ୍‌ର ସମସ୍ତ କର୍ମଚାରୀ ମୁଖ୍ୟାଳୟର ବିଭିନ୍ନ ଛକରେ ରହି ଲୋକଙ୍କୁ ପ୍ଲାଷ୍ଟିକ୍‌ ବ୍ୟବହାର ବନ୍ଦ କରିବାକୁ ବୁଝାଇବା ସହିତ ପରିବେଶକୁ ସଫା ରଖିବାକୁ ପ୍ରବର୍ତ୍ତାଇଥିଲେ। ଅନ୍ୟପଟେ ବିଭାଗ ତରଫରୁ ଏକ ଡଷ୍ଟବିନ୍‌ ରଖି ସମସ୍ତ ପ୍ଲାଷ୍ଟିକ୍‌ ଜାତୀୟ ଆବର୍ଜନାକୁ ଏଣେତେଣେ ନ ଫୋପାଡ଼ି ପରିବେଶକୁ ସ୍ବଚ୍ଛ ରଖିବାକୁ ଅନୁରୋଧ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri