ପ୍ଲାଷ୍ଟିକ ବର୍ଜନ ଶୋଭାଯାତ୍ରାର ଶୁଭାରମ୍ଭ କଲେ ଜିଲାପାଳ

କେନ୍ଦୁଝର,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟରେ ପ୍ଲାଷ୍ଟିକ ବର୍ଜନ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, କେନ୍ଦୁଝର ଶାଖା ପକ୍ଷରୁ ଏହି ଶୋଭାଯାତ୍ରା ଆୟୋଜିତ ହୋଇଥିବାବେଳେ ଏହାକୁ ଜିଲାପାଳ ଆଶିଷ ଥାକ୍‌ରେ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି। ଏଥିରେ ବିଭିନ୍ନ ବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର, ବୁଦ୍ଧିଜୀବୀ ତଥା ପରିବେଶବିତ୍‌ ସାମିଲ ହୋଇଛନ୍ତି। ପ୍ଲାଷ୍ଟିକ ହଟାଅ ପୃଥିବୀ ବଞ୍ଚାଅ, ପ୍ଲାଷ୍ଟିକ ବର୍ଜନ କରନ୍ତୁ, ପରିବେଶକୁ ସୁରକ୍ଷା ରଖନ୍ତୁ, ପ୍ଲାଷ୍ଟିକ ବ୍ୟାଗ ବ୍ୟବହାର କରନ୍ତୁ ନାହିଁ ଆଦି ସଚେତନତା ବାର୍ତ୍ତା ଦିଆଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ପୁଷ୍କର ବେହେରା, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସଞ୍ଜୀବ ବାରିକ, ସହକାରୀ ପରିବେଶ ଯନ୍ତ୍ରୀ ନିବେଦିତା ଦାସ ବେବର୍ତ୍ତା, ଅନିଲ କୁମାର ବାରିକ ପ୍ରମୁଖ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri