Posted inଖେଳ

ପ୍ଲିସ୍‌କୋଭାଙ୍କୁ ଇଟାଲିଆନ ଓପନ ଟାଇଟଲ

ରୋମ୍‌, ୧୯ା୫ (ଏଏଫ୍‌ପି)- ଚତୁର୍ଥ ସିଡ୍‌ ତଥା ଚେକ୍‌ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭା ଡବ୍ଲ୍ୟୁଟିଏ ଇଟାଲିଆନ ଓପନ ମହିଳା ସିଙ୍ଗଲ୍ସ୍ସ ଟାଇଟଲ ଜିତିଛନ୍ତି। ରବିବାର ଫାଇନାଲରେ ସେ ବ୍ରିଟେନର ଜୋହାନା କୋଣ୍ଟାଙ୍କୁ ୬-୩, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ୨୦୧୭ ଫ୍ରେଞ୍ଚ ଓପନ ସେମିଫାଇନାଲିଷ୍ଟଙ୍କର ଏହା ହେଉଛି କ୍ୟାରିୟର ୧୩ତମ ଟାଇଟଲ। ଆସନ୍ତା ୨୬ ତାରଖରେ ଆରମ୍ଭ ହେବାକୁ ଥିବା ରୋଲାଣ୍ଡ ଗ୍ୟାରୋସ ପୂର୍ବରୁ ଏହାଥିଲା ତାଙ୍କର ଅନ୍ତିମ ତଥା ପ୍ରମୁଖ ଓ୍ବାର୍ମଅପ୍‌ ଟୁର୍ନାମେଣ୍ଟ। ପୂର୍ବତନ ରୋମ୍‌ ଚାମ୍ପିୟନ କୋଞ୍ଚତ୍ତା ମାର୍ଟିନେଜଙ୍କଠାରୁ କୋଚି ନେଉଥିବା ୨୭ ବର୍ଷୀୟା ଟେନିସ୍‌ ଖେଳାଳି କହିଛନ୍ତି, ମୋ ପାଇଁ ଏହି ସପ୍ତାହଟି ଖୁବ୍‌ ଭଲ ଥିଲା। କାରଣ ଏହି ସମୟ ମଧ୍ୟରେ ମୋତେ କେତୋଟି କଠିନ ମ୍ୟାଚ ଖେଳିବାକୁ ହୋଇଥିଲା। ମୁଁ ଲଢେଇ କରି ସେଥିରେ ବିଜୟ ଲାଭ କରିପାରିଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri