ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨୬।୭: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଖଗେଶ୍ବର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ବେହେରାଙ୍କ ବୁଡେନସ୍ଥିତ ଅଫିସ, ଘର, ପଦ୍ମପୁରର ଦୁଇଟି ଘର, ବେଲପଡ଼ା ଥାନା ଅନ୍ତର୍ଗତ ତିହିନିସ୍ଥିତ ଶ୍ବଶୁର ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଏହି ଚଢ଼ାଉ ଚାଲିଛି। ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ବୀରେନ୍ଦ୍ର କୁମାର ନାୟକଙ୍କ ତତ୍ତ୍ୱାବଧାନରେ ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରଖିଛନ୍ତି। ଚଢ଼ାଉ ସରିବା ପରେ ସମ୍ପତ୍ତି ଆକଳନ କରାଯିବ ବୋଲି ଡିଏସ୍‌ପି ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବଦଳରେ ୨୭ ବେଡ୍‌ରେ ଚିକିତ୍ସା

ସମ୍ବଲପୁର,୪।୧(ବ୍ୟୁରୋ): ବହୁ ବାଦବିବାଦ ପରେ ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ କୋଭିଡ-୧୯ ମେଡିକାଲ କରାଯାଇଥିଲା। ତେବେ କୋଭିଡ ମେଡିକାଲ ଗତ ନଭେମ୍ବର ୧୯ରୁ ଭିମ୍‌ସାର ସ୍ଥାନାନ୍ତର ହେବା...

ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ବ୍ରଜରାଜନଗର,୨୩।୫: ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ରହିଛନ୍ତି। କିଶୋର ୧୦୬୬୩ ଭୋଟ ପାଇଥିବାବେଳେ...

ସାନିଟାଇଜ ହେଲା ପରିବା ବଜାର

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ସହରରେ ଅସ୍ଥାୟୀ ଭାବେ ପରିବା ବଜାର ବସୁଛି । ଏହାକୁ ପର୍ଯ୍ୟାୟକ୍ରମେ ମହାନଗର ନିଗମ ଓ ଅଗ୍ନିଶମ ବିଭାଗ ପକ୍ଷରୁ...

ଶହେ ପରତିଶତ ଅକ୍ଷମ ଯୋଗେଶ୍ୱର:ଭତାରେ ସୀମିତ ସରକାରୀ ସାହାଯ୍‌

ଡୁଙ୍ଗୁରିପାଲି, ୯ । ୭ (ଡି.ଏନ୍‌.ଏ.): ଦିବ୍ୟାଙ୍ଗମାନେ କେନ୍‌ଥେଇ ସମାଜର ମୁଖିଆ ଧାରରେ ସାମିଲ ହେଇପାରବେ ସେଥିରଲାଗି ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଯୋଜନା...

ଜେଲରେ ନୂଆ କଏଦୀଙ୍କ ପାଇଁ କ୍ୱାରାଣ୍ଟାଇନ ଓ୍ବାର୍ଡ

ସମ୍ବଲପୁର,୧୩।୪(ବ୍ୟୁରୋ)-କରୋନା ସଂକ୍ରମଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ରାଜ୍ୟ ଓ ଦେଶ ବାହାରୁ ଆସିଥିବା ଲୋକଙ୍କୁ କ୍ବାରାନଣ୍ଟାଇନରେ ରଖିବାକୁ ବ୍ୟବସ୍ଥା କରାଯାଉଛି। ଏହାସହ ଅନେକ ଲୋକଙ୍କୁ...

ଭିସୁଟରେ ରାଗିଂ ଅଭିଯୋଗ: ଭିଡିଓ ଭାଇରାଲ କରି ଅଭିଯୋଗ କଲେ ପ୍ରଥମ ବର୍ଷ ଛାତ୍ର

ସମ୍ବଲପୁର, ୧୩।୨(ବ୍ୟୁରୋ)- ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟୀକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଜଣେ ପ୍ରଥମ ବର୍ଷ  ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ର ଭିଡିଓ...

ବିଜିଆର୍‌ ଠିକାକର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି

ଲଖନପୁର,୧।୫(ଡି.ଏନ୍‌.ଏ.)- ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌)ଲଖନପୁର କୋଇଲାକ୍ଷେତ୍ର ସମ୍ପ୍ରସାରଣରେ ନିୟୋଜିତ ହୋଇଛି ବିଜିଆର୍‌ ମାଇନିଂ ଆଣ୍ଡ୍‌ ଇନ୍‌ଫ୍ରା ଲିଃ ନାମକ ଠିକାସଂସ୍ଥା| ଏହି ଠିକାସଂସ୍ଥାରେ କାର୍ଯ୍ୟରତ କର୍ମଚାରୀମାନେ...

ସହାୟତା ଦାବି କଲେ ଘରୋଇ ଗାଡି ଚାଳକ

ସମ୍ବଲପୁର,୧୯ା୪(ବ୍ୟୁରୋ)-ଲକ୍‌ଡାଉନର ପ୍ରଭାବ ଘରୋଇ ବସ୍‌, ଟ୍ରକ, କାର ଓ ସମସ୍ତ ଚାରିଚକିଆ ଯାନ ଚଲାଇଥିବା ଡ୍ରାଇଭରମାନଙ୍କ ଉପରେ ପଡିଛି । ଗାଡି ଚଳାଚଳ ବନ୍ଦ ହେବାରୁ...

Advertisement
Archives

Model This Week