Posted inଖେଳ

ପ୍ୟାରିସ ମାଷ୍ଟର୍ସ: ପ୍ରି-କ୍ୱାର୍ଟରରେ ଜୋକୋଭିଚ୍‌, ନାଡାଲ

ପ୍ୟାରିସ, ୩୧।୧୦ (ଏଏଫ୍‌ପି)- ଦୁଇ କିମ୍ବଦନ୍ତୀ ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ଓ ରାଫାଲ ନାଡାଲ ଏଠାରେ ଚାଲିଥିବା ପ୍ୟାରିସ ମାଷ୍ଟର୍ସର ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ରାଉଣ୍ଡ-୩୨ର ଏକ ମ୍ୟାଚ୍‌ରେ ଟପ୍‌ ସିଡ୍‌ ସର୍ବିୟାର ଜୋକୋଭିଚ୍‌ ୭-୬ (୭/୨), ୬-୪ ସେଟ୍‌ରେ ଫ୍ରାନ୍ସର କୋରେଣ୍ଟିନ ମାଉଟେଙ୍କୁ ପରାସ୍ତ କରିଛନ୍ତି। ପ୍ରି-କ୍ୱାର୍ଟର ଫାଇନାଲରେ ଜୋକୋଭିଚ୍‌ଙ୍କ ମୁକାବିଲା ବ୍ରିଟେନର କାଏଲ୍‌ ଏଡ୍‌ମୁଣ୍ଡଙ୍କ ସହ ହେବ। ଯଦି ଏଠାରେ ଜୋକୋଭିଚ୍‌ ଚାମ୍ପିୟନ ହୁଅନ୍ତି ତେବେ ରେକର୍ଡ ୫ମ ଥର ପାଇଁ ଏଠାରେ ଟାଇଟଲ୍‌ ଜିତିବାର ସୌଭାଗ୍ୟ ଲାଭ କରିବେ। ଅପରପକ୍ଷରେ ରାଉଣ୍ଡ-୩୨’ର ଅନ୍ୟ ଏକ ମ୍ୟାଚ୍‌ରେ ସ୍ପାନିଶ ଟେନିସ ତାରକା ନାଡାଲ ୭-୫, ୬-୪ ସେଟ୍‌ରେ ଘରୋଇ ଖେଳାଳି ଆଡ୍ରିଆନ ମାନାରିନୋଙ୍କୁ ହରାଇଛନ୍ତି। କ୍ୱାର୍ଟର ଫାଇନାଲ ଟିକେଟ୍‌ ପାଇଁ ନାଡାଲଙ୍କୁ ୩ଥର ଗ୍ରାଣ୍ଡସ୍ଲାମ ବିଜେତା ଷ୍ଟାନ୍‌ ଓ୍ବାରିଙ୍କାଙ୍କ ସହ ମ୍ୟାଚ୍‌ ଖେଳିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ପୂର୍ବରୁ ଜୀବନର ନୂଆ ଇନିଂସ ଆରମ୍ଭ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୯।୩: ଅଷ୍ଟ୍ରେଲିୟ ଷ୍ଟାର ଅଲରାଉଣ୍ଡର ଗ୍ଲେନ୍‌ ମାକ୍ସଓ୍ବେଲ ତାଙ୍କ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏକ ବ୍ୟକ୍ତିଗତ ସମାରୋହରେ ଭାରତୀୟ ମୂଳ...

ଟିଭି ଉପସ୍ଥାପକ ହେଲେ କୋହଲି

ଆଣ୍ଟିଗୁଆ, ୨୨।୮: ଏକ ଭିନ୍ନ ଅନ୍ଦାଜ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। କ୍ରିକେଟ ଛାଡି ତାଙ୍କୁ ଏବେ ଟିଭି ଉପସ୍ଥାପକ ଭୂମିକାରେ ଦେଖିବାକୁ...

ବୋଲରଙ୍କୁ କ୍ଷମା ଦେଲେନି ମ୍ୟାକ୍ସଓ୍ବେଲ

ବେଲବୋର୍ନ,୧୯।୧: ଚଳିତ ବିଗ୍‌ ବାଶ ଲିଗ୍‌ (ବିବିଏଲ୍‌)ରେ ବୁଧବାର ହୋବାର୍ଟ ହରିକେନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୧୫୪ ରନ୍‌ର ବିସ୍ଫୋରକ ପାଳି ଖେଳି ଅପରାଜିତ ରହିଛନ୍ତି...

ପୁଣି ପଡ଼ିଆକୁ ଫେରିବେ ଡି ଭିଲର୍ସ

ଜୋହାନ୍ସବର୍ଗ, ୧୯।୬- ବିସ୍ଫୋରକ ଦକ୍ଷିଣ ଆଫ୍ରିକା କ୍ରିକେଟର୍‌ ଏବି ଡି ଭିଲର୍ସ ପୁଣିଥରେ କ୍ରିକେଟ୍‌ ମୈଦାନକୁ ଫେରିବେ। ମହାମାରୀ କରୋନା ଭାଇରସ୍‌ ଲାଗି କ୍ରିକେଟ୍‌ ଦକ୍ଷିଣ...

ଶ୍ରୀଲଙ୍କା ଲାଗି କର ବା ମର ସ୍ଥିତି

ଚେଷ୍ଟର-ଲି-ଷ୍ଟ୍ରିଟ୍‌,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଗାଣିତିକ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଶ୍ରୀଲଙ୍କାର ସେମିଫାଇନାଲ ଆଶା ଏବେ ମଧ୍ୟ ଉଜ୍ଜୀବିତ ରହିଛି। ସୋମବାର ଶ୍ରୀଲଙ୍କା ତା’ର ପରବର୍ତ୍ତୀ...

ପୂର୍ବତନ ଓ୍ବେଷ୍ଟଇଣ୍ଡିଜ କ୍ରିକେଟର୍‌ ବାସିଲଙ୍କ ପରଲୋକ

ଫ୍ଲୋରିଡା, ୧୮।୧୨- ପୂର୍ବତନ ଓ୍ବେଷ୍ଟଇଣ୍ଡିଜ କ୍ରିକେଟର୍‌ ବାସିଲ ବାଉଚରଙ୍କ ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ...

ଅବସର ଘୋଷଣା କଲେ ଘରୋଇ କ୍ରିକେଟ୍‌ର ସଙ୍କଟମୋଚକ

ନୂଆଦିଲ୍ଲୀ,୨୯।୭(ପି.ଟି.): ଅଭିଜ୍ଞ ଘରୋଇ କ୍ରିକେଟର ରଜତ ଭାଟିଆ ବୁଧବାର କ୍ରିକେଟର ସବୁ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଏ ନେଇ ତାଙ୍କର କୌଣସି ଅବସୋସ ନାହିଁ...

ରୋହିତଙ୍କୁ ଦିନିକିଆ କ୍ରିକେଟର ପୁରସ୍କାର; କୋହଲିଙ୍କୁ ‘ସ୍ପିରିଟ୍‌ ଅଫ୍‌ ଦି କ୍ରିକେଟ’ ସମ୍ମାନ

ଦୁବାଇ,୧୬।୧(ପି.ଟି.)- ଭାରତୀୟ ତାରକା ଓପନର ରୋହିତ ଶର୍ମା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ‘୨୦୧୯ ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର’ ବିବେଚିତ ହୋଇଛନ୍ତି। ଗତବର୍ଷ...

Advertisement
Archives

Model This Week