Posted inଖେଳ

ଫକନର ଜଣେ ସମଲିଙ୍ଗୀ

ସିଡ୍‌ନୀ, ୩୦ା୪ (ପି.ଟି.)-ଅଷ୍ଟ୍ରେଲୀୟ କ୍ରିକେଟର ଜେମ୍ସ ଫକ୍‌ନର ତାଙ୍କ ୨୯ତମ ଜନ୍ମ ଦିନ ଅବସରରେ ନିଜକୁ ଜଣେ ସମଲିଙ୍ଗୀ ବୋଲି ଘୋଷଣା କରିଛନ୍ତି। ତାଙ୍କର ଜଣେ ପୁରୁଷ ବନ୍ଧୁଙ୍କ ସହ ଯୌନ ସମ୍ପର୍କ ଥିବା କଥା ମଧ୍ୟ ପ୍ରକାଶ କରିଛନ୍ତି। ନିଜକୁ ଖୋଲାଖୋଲି ଭାବେ ଜଣେ ସମଲିଙ୍ଗୀ ଭାବେ ଘୋଷଣା କରିବାରେ ଇଂଲଣ୍ଡର ଷ୍ଟିଭେନ ଡାଭିସ୍‌ ହେଉଛନ୍ତି ପ୍ରଥମ ଅନ୍ତର୍ଜାତୀୟ କ୍ରିକେଟର। ୨୦୧୧ରେ ଏକ ସାକ୍ଷାତ୍‌କାର ସମୟରେ ସେ ଏ ବିଷୟ ଘୋଷଣା କରିଥିଲେ। ବୋଲିଂ ଅଲରାଉଣ୍ଡର ଫକନର ଅଷ୍ଟ୍ରେଲିଆ ତରଫରୁ ଗୋଟିଏ ଟେଷ୍ଟ, ୬୯ ଅନ୍ତର୍ଜାତୀୟ ଦିନିକିଆ ଏବଂ ୨୪ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ସେ ଶେଷଥର ପାଇଁ ୨୦୧୭ ଅକ୍ଟୋବରରେ ନିଜ ଦେଶ ତରଫରୁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

ରୋହିତଙ୍କ ସନ୍ନ୍ୟାସକୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର: ଚୟନକର୍ତ୍ତାମାନେ ଦେଇଥିଲେ ଏମିତି ସୂଚନା

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟର ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ପ୍ରାୟ ଦୁଇ ମାସ ପୂର୍ବରୁ ରୋହିତଙ୍କ ସନ୍ନ୍ୟାସକୁ ନେଇ ଚର୍ଚ୍ଚା…

ବିଶ୍ୱକପ ୨୦୨୭ ପାଇଁ BCCIର ମାଷ୍ଟରପ୍ଲାନ୍‌! ବୁଝନ୍ତୁ ବଡ଼ ସମୀକରଣ

ନୂଆଦିଲ୍ଲୀ, ୩।୯: ଟିମ ଇଣ୍ଡିଆର ଆଗାମୀ ବଡ଼ ଲକ୍ଷ୍ୟ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ ଟ୍ରଫି ଜିତିବା। ଏହି ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri