Posted inଖେଳ

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ପ୍ୟାରିସ, ୨୩ା୪ (ଏଏଫ୍‌ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍‌ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ ଅଧିକାର କରିଛନ୍ତି। ରବିବାର ଫାଇନାଲରେ ସେ ସର୍ବୀୟାର ଦୁସାନ ଲାଜୋଭିଚ୍‌ଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରି ତାଙ୍କର ପ୍ରଥମ ମାଷ୍ଟର୍ସ ଟ୍ରଫି ହାସଲ କରିଥିବାରୁ ତାଙ୍କୁ ଏହି ସଫଳତା ମିଳିଛି। ଫଗନିନି ୬ ସ୍ଥାନ ଉପରକୁ ଉଠି ଟପ୍‌ ୧୦ ନିକଟତର ହୋଇଥିବା ବେଳେ ଲାଜୋଭିଚ୍‌ ୨୪ସ୍ଥାନ ପଦୋନ୍ନତି ପାଇ ୨୪ତମ ସ୍ଥାନରେ ପହଞ୍ଚତ୍ଛନ୍ତି। ସର୍ବୀୟାର ନୋଭାକ ଜୋକୋଭିଚ୍‌ (୧୧,୧୬୦ ପଏଣ୍ଟ) ପୂର୍ବଭଳି ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିବା ସହ ଦ୍ୱିତୀୟ ସ୍ଥାନରେ ଥିବା ସ୍ପେନର ରାଫାଲ ନାଡାଲ (୮,୦୮୫) ଙ୍କଠାରୁ ପଏଣ୍ଟ ବ୍ୟବଧାନ ବୃଦ୍ଧି କରିପାରିଛନ୍ତି। ଗତ ସପ୍ତାହରେ ପ୍ରିନ୍ସିପାଲିଟିଠାରେ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଡାନିଲ ମେଦଭେଦେଭଙ୍କଠାରୁ ପରାଜିତ ହୋଇଥିଲେ ମଧ୍ୟ ତାଙ୍କ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ନାଡାଲଙ୍କଠାରୁ ୩୦୦୦ ପଏଣ୍ଟ ଆଗରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ହାଇକମିଶନରଙ୍କୁ ଭେଟିଲେ ବିରାଟ ବାହିନୀ

ଓ୍ବେଲିଂଟନ, ୨୦।୨- ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳ ଶୁକ୍ରବାରଠାରୁ ଘରୋଇ ଦଳ ବିପକ୍ଷରେ ୨ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏଥିପୂର୍ବରୁ ବିରାଟ...

ପ୍ରଥମ ଦେଖାରେ ମଡେଲଙ୍କୁ କିସ୍‌ କରିଥିଲେ ଲୋକପ୍ରିୟ ଭାରତୀୟ କ୍ରିକେଟର

ପ୍ରାୟତଃ ପ୍ରଥମ ଦେଖାରେ ଉଭୟ ଯୁବକ ଓ ଯୁବତୀ ଲାଜ କରନ୍ତି କଥା ହେବାକୁ। ଆଉ ଅନ୍ୟ ସବୁ ତ ଦୂର କଥା। କିନ୍ତୁ ଲୋକପ୍ରିୟ...

ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ,କେଉଁଠି ଆଉ କେତେବେଳେ ଦେଖିବେ ମ୍ୟାଚ୍‌..

ନୂଆଦିଲ୍ଲୀ,୨୩।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ରେ ରବିବାରଠାରୁ ନିଜର ମିଶନ୍‌ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ମେଲବୋର୍ନରେ ଭାରତ ପାକିସ୍ତାନ ସହ ସୁପର-୧୨ ମୁକାବିଲାର ପ୍ରଥମ ମ୍ୟାଚ୍‌...

ଖେଳ ପଡ଼ିଆ ପାଲଟିଲା ମୃତ୍ୟୁର ମଇଦାନ, ୧୭୪ ମୃତ, ୧୮୦ରୁ ଅଧିକ ଆହତ

ଜାକର୍ତ୍ତା,୨ ।୧୦: ଇଣ୍ଡୋନେସିଆରେ ଚାଲିଥିବା ଏକ ଫୁଟବଲ ମ୍ୟାଚ ସମୟରେ ଭୟଙ୍କର ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଦୁଇ ଦଳର ସମର୍ଥକଙ୍କ ମଧ୍ୟରେ ହୋଇଥିବା...

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଥରଙ୍ଗା

କଲମ୍ବୋ, ୨୪।୨(ପି.ଟି.)-ଶ୍ରୀଲଙ୍କାର ଭେଟେରାନ ଓପନର ଉପୁଲ ଥରଙ୍ଗା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ ତାଙ୍କ ୧୫ବର୍ଷ କ୍ୟାରିୟରରେ କିଛି ସମୟ...

କେ.ଏଲ୍‌. ରାହୁଲଙ୍କୁ ଉପ-ଅଧିନାୟକ ପଦରୁ ହଟାଯିବା ପରେ ଏଭଳି ପ୍ରତିକ୍ରିୟା ଦେଲେ ରୋହିତ

ନୂଆଦିଲ୍ଲୀ,୨୮।୨: ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ମ୍ୟାଚ୍‌ ମାର୍ଚ୍ଚ ୧ରୁ ଇନ୍ଦୋରରେ ଆରମ୍ଭ ହେବ। ଏହି ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ...

ପିତାଙ୍କ ମୃତ୍ୟୁର ୩ ଦିନ ପରେ ପଡିଆରେ ଏମିତି କରି ଦେଖାଇଲେ ପୁଅ, ସମସ୍ତେ କଲେ ସଲାମ୍‌

ଶାରଜା,୨୭।୧୦: ତିନି ଦିନ ପୂର୍ବେ ପିତାଙ୍କୁ ହରାଇଥିବା କିଙ୍ଗସ ଏକାଦଶ ପଞ୍ଜାବ ବ୍ୟାଟ୍ସମ୍ୟାନ ମନଦୀପ ସିଂ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)ବିପକ୍ଷ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଅପରାଜିତ...

ଜିମ୍ବାଓ୍ବେକୁ ହରାଇଲା ଆଫଗାନିସ୍ତାନ

ଢାକା, ୧୫ା୯ (ଏଏଫ୍‌ପି)-ନାଜିବୁଲ୍ଲା ଜାଡ୍ରାନଙ୍କ ଅପରାଜିତ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଆଫଗାନିସ୍ତାନ ଏଠାରେ ଚାଲିଥିବା ଅନ୍ତର୍ଜାତୀୟ ଟି୨୦ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଜିମ୍ବାଓ୍ବେକୁ ୨୮ରନରେ ପରାସ୍ତ କରିଛି।...

Advertisement
Archives

Model This Week