ଫଟୋ ଶେୟାର କରି ପିତାଙ୍କୁ ମନେ ପକାଇଲେ ଅମିର

ମୁମ୍ବାଇ: ଆଗାମୀ ଫିଲ୍ମ ‘ଲାଲ୍‌ ସିଂହ ଚଢ଼ା’କୁ ନେଇ ଅମିର ଆଜିକାଲି ବହୁ ବ୍ୟସ୍ତ ରହୁଛନ୍ତି। ଏବେ ଏଥିରୁ କିଛି ସମୟ ବାହାର କରି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ସେ ତାଙ୍କ ପିତା ତଥା ଫିଲ୍ମ ନିର୍ମାତା ତାହିର ହୁସେନ୍‌ଙ୍କୁ ମନେ ପକାଇଛନ୍ତି। ଅମିର ରବିବାର ଫ୍ରି ହୋଇ ଏହି ଫଟୋଟିକୁ ତାଙ୍କ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ପିତାଙ୍କ କୋଳରେ ଅମିରଙ୍କ ପିଲାବେଳର ଫଟୋ ଦେଖି ଫ୍ୟାନ୍‌ମାନେ ଖୁସି ବ୍ୟକ୍ତ କରିଛନ୍ତି। ତାହିର ବଲିଉଡ୍‌ର ଜଣାଶୁଣା ବ୍ୟକ୍ତିତ୍ୱ। ସେହିପରି ଆଉ ଏକ ଫଟୋରେ ଅମିର ତାଙ୍କ ମା’ଙ୍କ ସହ ଥିବା ଦେଖିବାକୁ ମିଳିଛି। ୟୁଜରମାନେ ମଧ୍ୟ ଅମିରଙ୍କ ଫଟୋ ଦେଖି ଖୁବ୍‌ ଭଲ ମନ୍ତବ୍ୟ ଦେଇଛନ୍ତି।

View this post on Instagram

Remembering my father…

A post shared by Aamir Khan (@_aamirkhan) on


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡର ସବୁଠାରୁ ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଆଲିଆ ଅନ୍ୟତମ। ନିକଟରେ ସେ ୩୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ନିଜ ଜନ୍ମଦିନ ଲଣ୍ଡନରେ ସ୍ବାମୀ ରଣବୀର...

କାହିଁକି ସଲ୍‌ମାନଙ୍କ ଫାର୍ମ ହାଉସ୍‌ ଛାଡିଲେ ଜ୍ୟାକଲିନ

ମୁମ୍ବାଇ: କରୋନା ଲକ୍‌ଡାଉନ ଆରମ୍ଭ ହେବା ପରଠାରୁ ବଲିଉଡ୍‌ ଦବଙ୍ଗ ସଲମାନ ଖାଁଙ୍କ ନିଜ ପରିବାରଙ୍କ ସହ ପନଓ୍ବେଲ ସ୍ଥିତ ଫାର୍ମ ହାଉସ୍‌ରେ ରହି ସମୟ...

ହୋଲି ଲୁକ୍‌ରେ ନେହା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ସବୁଠୁ ସୁନ୍ଦର ଗାୟିକା ଭାବେ ପରିଚିତ ନେହା କକ୍କରଙ୍କ ହୋଲି ଲୁକ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ...

ରଣବୀର କପୁରଙ୍କୁ କାମୁଡ଼ିଲା ପୋଷା କୁକୁର: ଯିବାକୁ ପଡିଲା ମେଡିକାଲ

ରଣବୀର କପୁରଙ୍କ ପଶୁମାନଙ୍କ ପ୍ରତି ଭଲ ପାଇବା ଲୁଚା ଛପା ନୁହେଁ। ତାଙ୍କ ଘରେ ଅନେକ କୁକୁର ଏବଂ ବିଲେଇ ଅଛନ୍ତି। ଯାହାଙ୍କ ଫଟୋ ଅନେକ...

ଜାହ୍ନବୀଙ୍କ ଘରେ କରୋନା

ମୁମ୍ବାଇ: ସାରା ଦୁନିଆକୁ ବର୍ତ୍ତମାନ ହଇରାଣ କରୁଛି କୋଭିଡ୍‌-୧୯ ଭୂତାଣୁ। ଭାରତକୁ ବି ଏଥିରୁ ତ୍ରାହି ମିଳିନି। ଗତ ୨ମାସ ହେଲା ଦେଶରେ ଲକ୍‌ଡାଉନ୍‌ ଚାଲିଥିବାବେଳେ...

ବାୟୋପିକ୍‌ ‘୮୩’ରେ ସୁନିଲ ଗାଭାସ୍କରଙ୍କ ଭୂମିକାରେ ନଜର ଆସିବେ ତାହିର

ମୁମ୍ବାଇ: କ୍ରିକେଟର କପିଲ ଦେବଙ୍କ ବାୟୋପିକ୍‌ ‘୮୩’ରେ ମୁଖ୍ୟ ଭୂମିକାରେ ରଣବୀର ସିଂ ନଜର ଆସୁଛନ୍ତି। ୧୯୮୩ରେ ଭାରତ ଓ୍ବାର୍ଲଡ କପ୍‌ ଜିତିବା ବେଳର କାହାଣୀକୁ...

ଭୁଲ୍‌ ଇଂରାଜୀ ସ୍ପେଲିଙ୍ଗ୍‌ ଲେଖି ଚର୍ଚ୍ଚାରେ ଅମିତାଭ ବଚ୍ଚନ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ସର୍ବଦା ପ୍ରଶଂସକଙ୍କ ସହ ଯୋଡି ରହିବାକୁ ପସନ୍ଦ କରନ୍ତି। ପ୍ରତିଦିନ ସେ ନିଜର ଭାବନାକୁ ସୋସିଆଲ ମିଡିଆରେ ଶେୟାର କରନ୍ତି।...

ଏକଦା ମହେଶ ଭଟ୍ଟ-ପୂଜା ଭଟ୍ଟଙ୍କ ଝିଅ ଆଲିଆ ବୋଲି ଉଠିଥିଲା କଥା; କିଛି ଏଭଳି…

ବମ୍ବେ: ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ସୁକନ୍ୟା ହେଉଛନ୍ତି ଆଲିଆ। ତାଙ୍କର ଅନ୍ୟଜଣେ ଝିଅ ପୂଜା ମଧ୍ୟ ଅଛନ୍ତି। ହେଲେ ଏକାଧିକ ବାର ମହେଶ...

Advertisement
Archives

Model This Week