Posted inଜାତୀୟ

ଫଡ଼ନବିଶଙ୍କୁ ସାମ୍‌ନାରେ ସମାଲୋଚନା: ମହାରାଷ୍ଟ୍ରରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ଜିରୋ ଭିଜିବିଲିଟିରେ ଦିଲ୍ଲୀ ବିମାନ ବନ୍ଦରରେ ଅବତରଣ ସଦୃଶ

ମୁମ୍ବାଇ,୫।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଛି। ରାଜ୍ୟ ସ୍ଥିତି ସମ୍ପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିଶ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସୋମବାର ଭେଟିଥିଲେ। ଏହାକୁ ନେଇ ଶିବସେନା ମୁଖପତ୍ର ସାମ୍‌ନାରେ ମଙ୍ଗଳବାର ଫଡ଼ନବିଶଙ୍କୁ କଡ଼ା ସମାଲୋଚନା କରାଯାଇଛି। ସାମ୍‌ନାରେ କଟାକ୍ଷ କରି କୁହାଯାଇଛି ଯେ, ମହାରାଷ୍ଟ୍ରରେ ଭାଜପା ସଂଖ୍ୟା ଗରିଷ୍ଠତା ହାସଲ କରିବା ଦିଲ୍ଲୀ ବିମାନ ବନ୍ଦରରେ ଜିରୋ ଭିଜିବିଲିଟିରେ ଅବତରଣ ସଦୃଶ। ଭାଜପା ଯାହା ଚାହୁଁଛି ତାହା ସମ୍ଭବ ନୁହେଁ ବୋଲି ସାମ୍‌ନାରେ ଲେଖା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri