‘ଫନୀ’ର ପ୍ରଭାବ : ଉପୁଡିଲା ଗଛ, ଆଶ୍ରୟ ସ୍ଥଳରେ ଲୋକଙ୍କ ଥଇଥାନ

ଓଡଗାଁ, ୩।୫(ସ୍ବ.ପ୍ର.): ଗୁରୁବାର ଅପରାହ୍ନରୁ ‘ଫନୀ’ର ପ୍ରଭାବରେ ସ୍ଥାନୀୟ ଅଞ୍ଚଳରେ ହାଲୁକା ପବନ ସାଙ୍ଗକୁ ଲଗାତର ବର୍ଷା ଲାଗିରହିଛି । ଶୁକ୍ରବାର ଭୋରରୁ ବର୍ଷାର ପରିମାଣ ବୃଦ୍ଧି ପାଇଛି । ସେହିପରି ପବନର ଗତିରେ ମଧ୍ୟ ପରିବର୍ତ୍ତନ ହୋଇଛି । ହାଡାଝୋଲା ପଞ୍ଚାୟତ ସାହିରେ ଏକ ଗଛ ଉପୁଡିବାରୁ ନାରାୟଣ ବେହେରାଙ୍କ ପରିବାର ଗୃହବନ୍ଦୀ ହୋଇ ରହିଛନ୍ତି । ଓଡଗାଁ ଏନ୍‌ଏସି ଓ ବ୍ଳକର ବିଭିନ୍ନ ପଞ୍ଚାୟତରେ କେତେକ ଆଶ୍ରୟ ସ୍ଥଳରେ ଲୋକମାନଙ୍କୁ ରଖାଯାଇଛି । ସେମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଥିବା ସୂଚନା ମିଳିଛି। ସକାଳ ସୁଦ୍ଧା ଗୋତିସାହି ପଞ୍ଚାୟତରେ ଲୋକମାନେ ପହଞ୍ଚିଥିଲେ ହେଲେ ପଞ୍ଚାୟତ ରେ କେହିନଥିବାରୁ ସେମାନଙ୍କ ଥଇଥାନରେ ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଳି ମର୍ଡର କେସ୍‌: ସିନ୍‌ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍‌ ସହ ୩ ଅଭିଯୁକ୍ତ ଦେଖାଇଲେ…

ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ…

ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍‌ କରି ଏକାଠି ହେଲେ…

ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି…

ଦାବି ପୂରଣ ନ ହେଲେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା, ଚେତାବନୀ ଦେଇ…

କେସିଙ୍ଗା,୭ା୬(ତୁମେଶ୍ୱର ସାହୁ): ଅଲ ଓଡ଼ିଶା ରାଇସ୍‌ ମିଲର୍ସ ଆସୋସିଏଶନ ରାଜ୍ୟ ସରକାରଙ୍କୁ ୯ ଦଫା ସମ୍ବଳିତ ଦାବି ନେଇ ଦୀର୍ଘ ଦୁଇବର୍ଷରୁ ଦାବି କରି ଆସୁଛି। କିନ୍ତୁ…

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

ଚାନ୍ଦବାଲିରେ ପ୍ରଥମ ଅଂଶୁଘାତରେ ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୭ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲିରେ ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଭୁଁଇବୁର୍ତ୍ତି ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର…

ସ୍ତ୍ରୀ, ଶଳା ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ

ବ୍ରହ୍ମପୁର,୭।୬(ସୁବାସ ଚନ୍ଦ୍ର ପାଢ଼ୀ): ମୋ ପୁଅକୁ ତା’ ସ୍ତ୍ରୀ ଓ ସମ୍ପର୍କୀୟମାନେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ବୋଲି ପୋଡ଼ିହୋଇ…

ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ…

ଘରେ ଦାଦନ ଖଟିବାକୁ ଯାଉଛି କହି ବାହାରିଥିଲେ ଶବ ହୋଇ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମ ପଶ୍ଚିମ ସାହି ର କେଦାର ଜେନା ଙ୍କ ସାନ ପୁଅ ସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri