ଫନୀ କ୍ଷତିଗ୍ରସ୍ତଙ୍କ ଜୋରଦାର ଆନ୍ଦୋଳନ: ଆତ୍ମାହୁତି ଧମକକୁ ନେଇ ପ୍ରଶାସନ ସଜାଗ

ସାକ୍ଷୀଗୋପାଳ,୧।୬(ଡି.ଏନ୍‌.ଏ.): ଫନୀ ବାତ୍ୟାକୁ ବର୍ଷେ ବିତିଯାଇଥିଲେ ସୁଦ୍ଧା ମିଳିନି ସରକାରୀ ସହାୟତା। ଏ ନେଇ ୭ ଦଫା ଦାବିରେ ଗତ ସପ୍ତାହ ବ୍ୟାପୀ ସାକ୍ଷୀଗୋପାଳ ଓଭରବ୍ରିଜ୍‌ ତଳେ ଧାରଣାଦେଇ ବସି ରହିଥିବା ଶତାଧିକ ମହିଳା ଓ ପୁରୁଷ ସୋମବାର ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଫନୀ କ୍ଷତିଗ୍ରସ୍ତ କ୍ରିୟାନୁଷ୍ଠାନ କମିଟିର ପୁରୀ ଜିଲା ଆବାହକ ଗୋବିନ୍ଦ ମହାପାତ୍ର ସୋମବାର ଆତ୍ମାହୁତି ଧମକ ଦେବାରୁ ଜିଲା ପ୍ରଶାସନ ସେଠାରେ ସଜାଗ ରହିଛି। ପୋଲିସ ଫୋର୍ସ, ଅଗ୍ନିଶମ କର୍ମଚାରୀଙ୍କ ସହ ଆମ୍ବୁଲାନ୍ସ ଧାରଣା ସ୍ଥଳରେ ପହଞ୍ଚତ୍ଛନ୍ତି। ଆନ୍ଦୋଳନକାରୀଙ୍କ ସହିତ ସତ୍ୟବାଦୀ ତହସିଲଦାର କସ୍ତୁରୀ ପ୍ରଧାନ, ଆଇଆଇସି ଦେବୀ ପ୍ରସାଦ ପାତ୍ର ଆଲୋଚନା କରି ବୁଝାଇାକୁ ଉଦ୍ୟମ ଚଳାଇଥିଲେ। ଅଧିକାରୀମାନଙ୍କ ପ୍ରତିଶ୍ରୁତିରେ ଆନ୍ଦୋଳନକାରୀମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ମାତ୍ର ଜିଲା ପ୍ରଶାସନିକ ଅଧିକାରୀ ସେମାନଙ୍କ ସହ ଆଲୋଚନା କରିବାକୁ ଦାବି କରିଥିଲେ।
ମାତ୍ର ଆବାହକ ମହାପାତ୍ର ଦେଇଥିବା ଆତ୍ମାହୁତି ଧମକରୁ ଓହରି ଯାଇଥିଲେ ମଧ୍ୟ ଧାରଣା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ଖାତିର ନ କରି…

ଦାରିଙ୍ଗବାଡ଼ି,୧୩ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଶନିବାର ହର ଘର ତ୍ରିରଙ୍ଗା ଜୋରଦାର କରାଯାଇଛି। ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଅଞ୍ଚଳର ସମସ୍ତ ଘରେ...

ମାର୍ଶାଘାଇରେ ପୂର୍ବାହ୍ନ ସୁଦ୍ଧା ୧୬ ପ୍ରତିଶତ ମତଦାନ

ଡେରାବିଶ,୧୮ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ମାର୍ଶାଘାଇ ବ୍ଲକରେ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରେ ଆରମ୍ଭ ହୋଇଥିବା ଏହି...

ସୂର୍ଯ୍ୟମନ୍ଦିରକୁ ବିକୃତ କରୁଥିବା ଏଲ୍‌ଇଡି ଲାଇଟ୍‌ ବନ୍ଦ

ପୁରୀ ଅଫିସ/ କୋଣାର୍କ,୧୩।୧୨(ଡି.ଏନ୍‌.ଏ.):କୋଣାର୍କ ସୂର୍ଯ୍ୟମନ୍ଦିରରେ ଧାଡ଼ି କରି ଏଲ୍‌ଇଡି ଲାଇଟ୍‌ ଲଗାଯାଇଥିବାରୁ ବିକୃତ ଭାବେ ଦୂରରୁ ଆଲୋକୀକରଣ ହେଉଥିଲା। ଏ ନେଇ ବାଲୁକା ଶିଳ୍ପୀ ପଦ୍ମଶ୍ରୀ...

ରାତିସାରା ଷ୍ଟେଶନରେ ଶୋଉଛନ୍ତି ଯାତ୍ରୀ

କେନ୍ଦୁଝର,୧୪ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଏକ ଗରିବ ଓ ଆଦିବାସୀ ବହୁଳ ଜିଲା। ଜିଲାବାସୀ ବିଭିନ୍ନ ସ୍ଥାନକୁ ସ୍ବଳ୍ପ ଖର୍ଚ୍ଚରେ ଯିବା ଆସିବା ପାଇଁ ରେଳ ଉପରେ ଭରସା...

ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ଅଟକ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି...

ଆବର୍ଜନାର ପୁରୀ

ପୁରୀ ଅଫିସ,୧୫-୧:ପୁରୀ ହେବ ବିଶ୍ୱର ଐତିହ୍ୟ ସହର। ବଦଳିବ ଏହାର ରୂପରେଖ। ବିଭିନ୍ନ କ୍ଷେତ୍ରରେ ଭିତ୍ତିଭୂମିର ବିକାଶ କରାଯିବ। ବହୁତଳ ପାର୍କିଂ, ନୂଆ ମାର୍କେଟ କମ୍ପ୍ଲେକ୍ସ,...

ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ

ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ...

ବ୍ରହ୍ମଗିରି ଥାନା ମହିଳା ଏସ୍‌ଆଇ କରୋନା ଆକ୍ରାନ୍ତ

ପୁରୀ ଅଫିସ,୧୮ା୬ : ପୁରୀ ଜିଲା ବ୍ରହ୍ମଗିରି ଥାନାର ଜଣେ ମହିଳା ଏସ୍‌ଆଇ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂପୃକ୍ତା ଏସ୍‌ଆଇ କରୋନା ସଂକ୍ରମିତ ଜଣେ...

Advertisement
Archives

Model This Week