Posted inରାଜ୍ୟ

ଫନୀ ବିପନ୍ନଙ୍କୁ ସହାୟତା: ଶିକ୍ଷକ ସଂଘ ଦେଲା ୮୨,୨୦୦ ଟଙ୍କା

ଭୁବନ, ୧।୬(ଡି.ଏନ.ଏ.): ଭୁବନ ଶିକ୍ଷକ ସଂଘ ପକ୍ଷରୁ ‘ଫନୀ’ ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍‌ ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଆପତ୍‌କାଳୀନ ପାଣ୍ଠିଙ୍କୁ ପଠାଯାଇଇଛି।ଏହି ଅବସରରେ ଆଗାମୀ ଶିକ୍ଷାବର୍ଷରେ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ଏଥିସହ ବିଇଓ କାର୍ଯ୍ୟାଳୟର କର୍ମଚାରୀ ସନ୍ତୋଷ କୁମାର ଦାସଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ବିଇଓ ବ୍ରହ୍ମୋତ୍ରୀ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଏନ୍‌ଏସି ସିଆର୍‌ସିସି ଶତ୍ରୁଘ୍ନ ପାତ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସିଆର୍‌ସିସି ଯୁଧିଷ୍ଠିର ବେହେରା, ଉତ୍କଳମଣି ବେହେରା, ପ୍ରଜିତ କିଶୋର ସାହୁ, ନୃସିଂହ ଚରଣ ମିଶ୍ର, ଦୀପ୍ତିରଞନ ଦାସ, ରଞ୍ଜନ ବିଶ୍ୱାଳ, ତ୍ରିଲୋଚନ ଦଳେଇ, କିଶୋର ଚନ୍ଦ୍ର ସାହୁ, ପ୍ରଭାସ ବେହେରା, ଦୁଷ୍ମନ୍ତ ବେହେରା, ଅଜୟ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ସିଆର୍‌ସିସି ଅବନୀ କୁମାର ନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୧୨ ତାରିଖରେ ବାରବାଟୀରେ ଖେଳାଯିବାକୁ ଥିବା ଟି- ଟ୍ବେଣ୍ଟି ଆନ୍ତର୍ଜାତିକ ମ୍ୟାଚ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଆଜି ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ ଶୁକ୍ରବାରଠାରୁ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ୧୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ସୌରଶକ୍ତି ପ୍ରକଳ୍ପକୁ ଅଣଦେଖା: ପୂରଣ ହେଉନି ଆର୍‌ପିଓ ଲକ୍ଷ୍ୟ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ଚାହିଦା ଦିନକୁ ଦିନ ବଢୁଛି। ହେଲେ ସେହି ହାରରେ ଉତ୍ପାଦନ ବୃଦ୍ଧି ପାଉନାହିଁ। ତାପଜ ଭଳି ପାରମ୍ପରିକ ଶକ୍ତି ଉତ୍ସଗୁଡ଼ିକ ଉପରେ...

ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ୩ରୁ ୧୦ କୋଟି କରିବାକୁ ଦାବି

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅଣ୍ଟୁନି। କୋଭିଡ୍‌ ପରେ ସବୁ ଦରଦାମ୍‌ ବଢ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଉନ୍ନୟନ ପାଣ୍ଠିକୁ ୧୦ କୋଟିକୁ ବୃଦ୍ଧି...

୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ରାଜ୍ୟରେ ପୁଣି ହୋଇପାରେ ବର୍ଷା। ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି। ଏହାର ପ୍ରଭାବରେ ଆସନ୍ତା...

ହାଟରୁ ଫେରିଲା ବେଳେ ମହିଳାଙ୍କୁ ବଳାତ୍କାର

ଯୋଡ଼ା,୩୦।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଝାଡ଼ଖଣ୍ଡ ସୀମାନ୍ତରେ ହାଟରୁ ଫେରୁଥିବା ସମୟରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି।...

ଦୋଷ ଢାଙ୍କିଲେ ଅବକାରୀ ଅଧୀକ୍ଷକ

ପୁରୀ ଅଫିସ,୭ା୬:ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍‌ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଓ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ...

ମାଗଣା ଚାଉଳ ନେଇ ବିଜେଡି-ଭାଜପା ମୁହାଁମୁହିଁ

ଭୁବନେଶ୍ବର,୭ା୧(ବ୍ୟୁରୋ): ମାଗଣା ଚାଉଳକୁ ନେଇ ବିଜେଡି, ଭାଜପା ଭିତରେ ମୁହଁାମୁହିଁ ପରିସ୍ଥିତି ଜାରି ରହିଛି। କରୋନା ସମୟରୁ ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ...

Advertisement
Archives

Model This Week