ଫଲ୍‌ ଅଫ୍‌ ବର୍ଲିନ ଓ୍ବାଲ: ୩୦ ବର୍ଷ ପୂର୍ବେ କାହିଁକି ଭଙ୍ଗା ଯାଇଥିଲା ବର୍ଲିନ ପ୍ରାଚୀର

ନୂଆଦିଲ୍ଲୀ,୯।୧୧: ଆଜିକୁ ଠିକ୍‌ ୩୦ ବର୍ଷ ପୂର୍ବେ ବର୍ଲିନ ପ୍ରାଚୀରକୁ ଭାଙ୍ଗି ଦିଆଯାଇଥିଲା। ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଥିବା ଏହି ଆନ୍ଦୋଳନକୁ ୩୦ ବର୍ଷ ପୂରଣ ହୋଇଛି। ଏହି ପ୍ରାଚୀର ଭଙ୍ଗା ଯିବା କାରଣରୁ ଯୁଦ୍ଧ ସମୟରେ ପୂର୍ବ ୟୁରୋପର କମ୍ୟୁନିଷ୍ଟ ପଶ୍ଚିମ ୟୁରୋପରେ ପ୍ରବେଶ କରିପାରି ନ ଥିଲେ। ଆଉ ଏହି ପ୍ରାଚୀର ଭଙ୍ଗାଯିବା ପରେ କମ୍ୟୁନିଷ୍ଟ ଶାସନର ଅନ୍ତ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଳିରେ ନରସଂହାର: ୧୦୦ମୃତ

ବମାକୋ,୧୧।୬: ଆଫ୍ରିକୀୟ ଦେଶ ମାଳିରେ ନରସଂହାରର ଏକ ବଡ ମାମଲା ସାମ୍ନାକୁ ଆସିଛି। ରାତି ସମୟରେ ଏକ ବିସ୍ଫୋରଣ ଘଟାଇ ଗୋଟିଏ ଗାଁର ପାଖାପାଖି ଶହେ...

ଭାରତ, ଚାଇନା ସେନା ମଧ୍ୟରେ ସମ୍ପର୍କ ମଜଭୁତ ହେଉଛି: ପିଏଲ୍‌ଏ

ବେଜିଂ, ୨୭।୧୨: ଭାରତ ଏବଂ ଚାଇନା ସେନା ମଧ୍ୟରେ ସମ୍ପର୍କ ମଜଭୁତ ହେଉଛି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି.ଜିନପିଙ୍ଗ୍‌ଙ୍କ ଯୋଗୁ...

ତିମି ମାଛ ପେଟରୁ ବାହାରିଲା ୧୦୦ କିଲୋ ପ୍ଲାଷ୍ଟିକ୍‌

ସ୍କଟଲାଣ୍ଡ,୪।୧୨: ଏକ ତିମି ମାଛ ପେଟରୁ ୧୦୦ କିଲୋ ପ୍ଲାଷ୍ଟିକ ବାହାରିଛି। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସ୍କଟଲାଣ୍ଡରେ ଏଭଳି ଘଟଣା ଘଟିଛି। ଲୁସକେନଟାୟାର...

ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୧୫ ପ୍ରତିଶତ କମିଛି: ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌

ଓ୍ବାଶିଂଟନ,୨୩।୧୧: ପୃଥିବୀରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୨୦୧୭ ତୁଳନାରେ ୨୦୧୮ରେ ୧୫ ପ୍ରତିଶତ କମିଛି। ଏନେଇ ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌-୨୦୧୯ରେ ରିପୋର୍ଟ ପ୍ରକାଶ ପାଇଛି। ତେବେ ଗୋଟିଏ...

ପ୍ରସ୍ତୁତ ହେଲା ସିଙ୍ଗଲ ଡୋଜ୍‌ କରୋନା ଟିକା

ଓ୍ବାଶିଂଟନ,୨୫।୨: କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏପରିସ୍ଥଳେ ଭାରତ ସମେତ କେତେକ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଆରମ୍ଭ ହୋଇସାରିଛି। ଏସବୁ ପ୍ରତିଷେଧକ...

ଫ୍ରାନ୍ସରେ ମୋଦିଙ୍କୁ ଜୋରଦାର ସ୍ବାଗତ କଲେ ମୁସଲମାନ: ଚିଡିଲା ପାକିସ୍ତାନ

ପ୍ୟାରିସ୍‌,୨୩।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ବିମାନବନ୍ଦରରେ ମୋଦିଙ୍କୁ ଗୁଜରାଟର ବୋହରା ମୁସଲମାନମାନେ ତ୍ରିରଙ୍ଗା ଧରି ଜୋରଦାର ସ୍ବାଗତ କରିଥିଲେ। ଏହାସହ ଭାରତ...

କରୋନା ସଂକ୍ରମଣ ରୋକିବା ଲାଗି ଆଫ୍ରିକାଠାରୁ ଶିକ୍ଷାଲାଭର ରହିଛି ଆବଶ୍ୟକତା: ଜାତିସଂଘ ମହାସଚିବ

ଜେନେଭା,୨୦।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି ଯେ, କରୋନା ସଂକ୍ରମଣ ରୋକିବା ପାଇଁ...

କରୋନା ତାଣ୍ଡବ: ମୃତ୍ୟୁ ସଂଖ୍ୟା ଟପିଲା ୫୯ ହଜାର; ୧୦ ଲକ୍ଷ ୯୮ ହଜାର ସଂକ୍ରମିତ

ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି । ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୯ ହଜାର ୧୪୧ ଲୋକଙ୍କ...

Advertisement


Archives

Model This Week