Posted inଜାତୀୟ

ଫସଲ ସୁରକ୍ଷା ପାଇଁ ଜମିରେ ସାଉଣ୍ଡ୍‌ ବକ୍ସ୍‌ ଲଗାଉଛନ୍ତି କର୍ନାଟକ ଚାଷୀ

ବେଙ୍ଗାଲୁରୁ,୧୯।୧୧: ଫସଲକୁ ବନ୍ୟପ୍ରାଣୀ ଏବଂ ଅନ୍ୟ ବୁଲା ପ୍ରାଣୀଙ୍କଠାରୁ ସୁରକ୍ଷିତ ରଖିବା ପାଇଁ ଚାଷୀମାନେ ନାନା ପ୍ରକାର ଉପାୟ ଗ୍ରହଣ କରିଥାନ୍ତି। ତେବେ ବହୁ ସମୟରେ ସେ ସବୁ ଅସଫଳ ରହିଥାଏ। ତେବେ କର୍ନାଟକର ସୋରାବା ଅଞ୍ଚଳ ଚାଷୀ କମ୍‌ ଖର୍ଚ୍ଚରେ ନିଜ ଫସଲକୁ ସହଜରେ ସୁରକ୍ଷା ଦେଇପାରୁଛନ୍ତି। ସେମାନେ ନିଜର ସ୍ବର ସହିତ କୁକୁରଙ୍କ ଭୁକିବା ଶବ୍ଦକୁ ରେକର୍ଡିଂ କରି ସାଉଣ୍ଡ ବକ୍ସ୍‌ ଦ୍ୱାରା ରାତିରେ ଚାଷ ଜମି ନିକଟରେ ବଜାଉଛନ୍ତି। ଏହାଦ୍ୱାରା ବନ୍ୟ ତଥା ବୁଲା ପ୍ରାଣୀ ଜମିରେ ପଶୁ ନାହାଁନ୍ତି। ଏଠାକାର ଚାଷୀଙ୍କ ଏଭଳି ନିଆରା ପ୍ରୟୋଗକୁ ଅନ୍ୟ ଅଞ୍ଚଳର ଚାଷୀମାନେ ଗ୍ରହଣ କରିବାକୁ ଇଛା ପ୍ରକାଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୬ ମହିଳା କଏଦୀଙ୍କୁ କରୋନା

ଚଣ୍ଡିଗଡ,୩୦।୩: ପଞ୍ଜାବରେ କରୋନା ଦ୍ରୁତ ଗତିରେ ବ୍ୟାପିଛି। ମଙ୍ଗଳବାର ପଟିଆଲାର ନଭା ଜିଲା ଜେଲରେ ୪୬ ଜଣ ମହିଳା କଏଦୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ମହାରାଷ୍ଟ୍ରରେ ସର୍ବାଧିକ  କରୋନା ସଂକ୍ରମିତ: କର୍ନାଟକରେ ୪ ନୂଆ ଘଟଣା

ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ସାଧାରଣ ଜୀବନଯାତ୍ରା ଥମି ଯାଇଛି। କରୋନା ସଂକ୍ରମଣ ଘଟଣା ମହାରାଷ୍ଟ୍ରରେ ସର୍ବାଧିକ ରହିଛି। ଏଠାରେ ୧୦୧ ଜଣ ସଂକ୍ରମିତଙ୍କୁ...

ବର୍ଷା, ଶୀତ ବଢ଼ାଉଛି ଲା ନିନା

ନୂଆଦିଲ୍ଲୀ, ୨୯।୧୨ : କ୍ରମାଗତ ଦୁଇବର୍ଷ ହେଲା ଭାରତର ପାଣିପାଗକୁ ପ୍ରଭାବିତ କରିବାରେ ଲା ନିନା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସୁଛି। ଫଳରେ ଏଠାରେ ସ୍ବାଭାବିକଠାରୁ...

ନିର୍ଭୟା ମାମଲା: ତୃତୀୟ ଡେଥ୍‌ ଓ୍ବାରେଣ୍ଟ ଜାରି କରିବାକୁ ମନା କଲେ କୋର୍ଟ

ନୂଆଦିଲ୍ଲୀ,୭।୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଶୀଘ୍ର ଫାଶୀ ଦେବା ଲାଗି ତିହାର ଜେଲ ପ୍ରଶାସନ ପଟିଆଲା ହାଉସ କୋର୍ଟ ଯାଇଥିଲେ। ଶୁକ୍ରବାର...

ନିଯୁକ୍ତି ମାଗୁଛନ୍ତି ଆଶାୟୀ

ନୂଆଦିଲ୍ଲୀ, ୨୮ା୨ : ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟର୍‌ରେ ଏବେ ନମ୍ବର ଓ୍ବାନ ଟ୍ରେଣ୍ଡ ପାଲଟିଛି ହାଶଟ୍ୟାଗ୍‌ ମୋଦି ଜବ୍‌ ଦୋ, ହାଶଟ୍ୟାଗ୍‌ ମୋଦି ରୋଜଗାର ଦୋ।...

ବିଚାରପତି ରାକେଶ ଜୈନ୍‌ କରିବେ ଲଖିମପୁର ଘଟଣାର ଯାଞ୍ଚ୍‌…

ନୂଆଦିଲ୍ଲୀ,୧୭।୧୧: ଉତ୍ତରପ୍ରଦେଶର ଲଖିମପୁର ଖେରିରେ ଘଟିଥିବା ହିଂସା ଘଟଣାର ଯାଞ୍ଚ୍‌ ପାଇଁ ସୁପ୍ରିମକୋର୍ଟ  ଏସଆଇଟି ଗଠନ କରିଛନ୍ତି। ଯାଞ୍ଚ୍‌ର ତଦାରଖ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ପଞ୍ଜାବ-ହରିୟାଣା...

୧୫ ଦିନ ଧରି ଦେଶବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୫।୧୦: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ନଭେମ୍ବର ୧୪ରୁ ୨୯ ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ କରାଯିବ। କଂଗ୍ରେସ ସାଧାରଣ ସମ୍ପାଦକ କେ.ସି....

ଆମେରିକାରେ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୨ ତାରିଖରେ ସେ ଆମେରିକାର ହୌଷ୍ଟନରେ ୫୦ ହଜାରରୁ ଊର୍ଦ୍ଧ୍ୱ...

Advertisement
Archives

Model This Week