କଣିହାଁ,୫।୬(ଡି.ଏନ.ଏ.)-କଣିହାଁ ବ୍ଲକ ସମଲ ଥାନା ବୁଲାଝର ନିକଟରେ ସୋମବାର ଜଣେ ଫାଇନାନ୍ସ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତମାନେ ୯୮ ହଜାର ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି।
ସମଲ ଥାନା ଏସ୍ଆଇ ବିକ୍ରମ ବିହାରୀ ଜୟପୁରିଆ କହିଛନ୍ତି, ପବିତ୍ରନଗର ଅଞ୍ଚଳରେ ଥିବା ଅନେକ ସ୍ବୟଂସହାୟକ ଗୋଷ୍ଠୀକୁ ଅନ୍ନପୂର୍ଣ୍ଣା ଫାଇନାନ୍ସ ତରଫରୁ ଋଣ ପ୍ରଦାନ କରାଯାଇଛି। ସୋମବାର ସଂସ୍ଥାର ଫିଲ୍ଡ ଅଫିସର ଜ୍ୟୋତିରଞ୍ଜନ ରାଉତ ଓ କର୍ମଚାରୀ ପ୍ରଶାନ୍ତ କୁମାର ପୃଷ୍ଟି ଋଣ ଅର୍ଥ ଆଦାୟ ପାଇଁ ଆସିଥିଲେ। ବିଭିନ୍ନ ଗ୍ରୁପ୍ଠାରୁ ୯୮ ହଜାର ୭୦ ଟଙ୍କା ଆଦାୟ କରି ଫେରୁଥିବାବେଳେ ବୁଲାଝର ଗ୍ରାମ ନିକଟରେ ୨ଟି ନମ୍ବର ବିହୀନ ବାଇକ୍ରେ ୫ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ଆଦାୟ ଅର୍ଥ ସହ କାଗଜପତ୍ର ଲୁଟି ନେଇ ଫେରାର ହୋଇଯାଇଥିଲେ। ଜ୍ୟୋତିରଞ୍ଜନଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ନଂ. ୮୫/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର View All
କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…
ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…
ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ
ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…
ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ
ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…
ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ
ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…
ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ
ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…
ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର
ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…
ରାସ୍ତା, ଷ୍ଟ୍ରିଟ୍ ଲାଇଟ୍ ସମସ୍ୟା ସମାଧାନ ଦାବି
ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…
ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ
ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…
Archives

