Posted inଖେଳ

ଫାଇନାଲରେ ରାଙ୍କୀରେଡ୍ଡୀ-ଶେଟ୍ଟି

ବ୍ୟାଙ୍କକ୍‌,୩।୮(ପି.ଟି.)- ସାତ୍ୱିକସାଇରାଜ ରାଙ୍କୀରେଡ୍ଡୀ ଓ ଚିରାଗ ଶେଟ୍ଟି ଶନିବାର ଥାଇଲାଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ବର୍ଗର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ପ୍ରଥମ ଭାରତୀୟ ଯୋଡ଼ି ଭାବେ ରାଙ୍କୀରେଡ୍ଡୀ ଓ ଶେଟ୍ଟିଙ୍କ ଯୋଡ଼ି ବିଡବ୍ଲ୍ୟୁଏଫ୍‌ ସୁପର ୫୦୦ ଟୁର୍ନାମେଣ୍ଟ ଫାଇନାଲରେ ସ୍ଥାନ ପାଇଛି। ବିଶ୍ୱର ୧୬ତମ ର଼୍ୟାଙ୍କ୍‌ ଭାରତୀୟ ଯୋଡ଼ି ୨୨-୨୦, ୨୨-୨୪, ୨୧-୯ ଗେମ୍‌ରେ ୧୯ତମ ର଼୍ୟାଙ୍କ କୋରିଆନ ସୁଙ୍ଗ୍‌ ହ୍ୟୁନ ଓ ଶିନ ବେକ ଚେଓଲଙ୍କୁ ହରାଇ ଦେଇଛନ୍ତି। ଏହି ବିଜୟ ଲାଗି ରାଙ୍କୀରେଡ୍ଡୀ ଓ ଶେଟ୍ଟିଙ୍କୁ ଏକଘଣ୍ଟା ୩ ମିନିଟ୍‌ ଧରି କଡ଼ା ସଂଘର୍ଷର ସମ୍ମୁଖୀନ ହେବାକୁ ପଡ଼ିଥିଲା। ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରୌପ୍ୟ ପଦକ ବିଜେତା ଯୋଡ଼ି ଚଳିତ ବର୍ଷ ପ୍ରଥମ ଥର କୌଣସି ଟୁର୍ନାମେଣ୍ଟ ଟାଇଟଲ ମୁକାବିଲାରେ ସ୍ଥାନ ପକ୍କା କରିଛନ୍ତିି। ଅଣସିଡ୍‌ ଭାରତୀୟ ଯୋଡ଼ି ଚାଇନାର ଲି ଜୁନ୍‌ ହୁଇ ଓ ଲିଉ ୟୁ ଚେନ୍‌ଙ୍କୁ ଫାଇନାଲରେ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri