Posted inଖେଳ

ଫାଇନାଲରେ ଲକ୍ଷ୍ୟ

ଲେଉଭେନ(ବେଲଜିୟମ),୧୪।୯(ପିଟି)- ଉଦୀୟମାନ ଭାରତୀୟ ଶଟଲର ଲକ୍ଷ୍ୟ ସେନ ଏଠାରେ ଚାଲିଥିବା ବେଲଜିୟମ ଅନ୍ତର୍ଜାତୀୟ ଚ୍ୟାଲେଞ୍ଜ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୧୮ ବର୍ଷୀୟ ଲକ୍ଷ୍ୟ ଡେନମାର୍କର କିମ ବ୍ରୁନଙ୍କୁ ହରାଇ ଦେଇଛନ୍ତି। ଶୁକ୍ରବାର ରାତିରେ ଅନୁଷ୍ଠିତ ମ୍ୟାଚ୍‌କୁ ସେ ୨୧-୧୮, ୨୧-୧୧ ଗେମ୍‌ରେ ଜିତି ନେଇଥିଲେ। ସିଧାସଳଖ ବିଜୟ ପାଇଁ ତାଙ୍କୁ ୪୮ ମିନିଟ୍‌ ଲାଗିଥିଲା। ଏସିଆନ ଜୁନିୟର ଚାମ୍ପିୟନ ଲକ୍ଷ୍ୟ ଫାଇନାଲରେ ଦ୍ୱିତୀୟ ସିଡ୍‌ ଭିକ୍ଟର ସ୍ବେଣ୍ଡସେନଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧାରଣାରେ ବସିଥିବା ରେସଲରଙ୍କୁ ଭେଟିଲେ ପ୍ରିୟଙ୍କା, ମୋଦିଙ୍କୁ କଲେ ଟାର୍ଗେଟ

ନୂଆଦିଲ୍ଲୀ,୨୯।୪: କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜଭୂଷଣଙ୍କ ବିରୋଧରେ ରେସଲରଙ୍କ ଧାରଣା ଲଗାତାର ବଡ ରୂପ ନେବାରେ ଲାଗିଛି। ଶନିବାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା...

ଆର୍ମିରେ କ୍ରିକେଟର୍‌: ଧୋନୀ, କଟ୍ରେଲଙ୍କ ପରେ ପେରେରା

କଲମ୍ବୋ, ୧।୧- ଶ୍ରୀଲଙ୍କା କ୍ରିକେଟ୍‌ ଦଳର ବରିଷ୍ଠ ଅଲ୍‌ରାଉଣ୍ଡର ଥିସାରା ପେରେରା ଜଣେ ‘ମେଜର’ ଭାବେ ଶ୍ରୀଲଙ୍କା ଆର୍ମିରେ ଯୋଗ ଦେଇଛନ୍ତି। ୩୦ ବର୍ଷୀୟ ପେରେରା...

ହାଇତି, ପର୍ତ୍ତୁଗାଲକୁ ପ୍ରଥମ ଥର ଯୋଗ୍ୟତା

ଅକ୍‌ଲାଣ୍ଡ, ୨୩ା୨(ଏପି): ହାଇତି ଓ ପର୍ତ୍ତୁଗାଲ ପ୍ରଥମ ଥର ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ବୁଧବାର ଉଭୟ ଦଳ ନ୍ୟୁଜିଲାଣ୍ଡରେ...

ମୋହନବାଗାନ, ଇଷ୍ଟବେଙ୍ଗଲ କୋଚ୍‌ ଓ ଖେଳାଳିଙ୍କ ଘରବାହୁଡ଼ା

କୋଲକାତା, ୬ା୫ (ପି.ଟି.)-ଦେଶବ୍ୟାପୀ ଲକ୍‌ଡାଉନ୍‌ ଯୋଗୁ ମାସାଧିକ ଅଟକି ରହିଥିବା ମୋହନ ବାଗାନ ଓ ଇଷ୍ଟବେଙ୍ଗଲର କୋଚ୍‌ ଏବଂ ଖେଳାଳିମାନେ ଶେଷରେ ଘରବାହୁଡ଼ା କରିଛନ୍ତି। ଏଠାରେ...

କୋରେ ଆଣ୍ଡରସନଙ୍କ ଅବସର

ଖ୍ରୀଷ୍ଟଚର୍ଚ୍ଚ, ୬ା୧୨ (ପି.ଟି.)-ବାରମ୍ବାର ଆଘାତଜନିତ ସମସ୍ୟାରେ ରହିବାପରେ ନ୍ୟୁଜିଲାଣ୍ଡ ଅଲରାଉଣ୍ଡର କୋରେ ଆଣ୍ଡରସନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ)ର...

ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ଦଳ ଚୟନ ଆଜି: ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ଓହରିଲେ ଧୋନୀ; ୨ମାସ କ୍ରିକେଟରୁ ଦୂରେଇ ରହିବେ

ନୂଆଦିଲ୍ଲୀ,୨୧।୭ (ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ଓହରିଯାଇଛନ୍ତି ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ। ରବିବାର ଏହି ଗସ୍ତ ପାଇଁ ମୁମ୍ବାଇରେ ଚୟନକର୍ତ୍ତା ବୈଠକରେ...

ଏକ ସପ୍ତାହ ଘୁଞ୍ଚତ୍ଲା ଫ୍ରେଞ୍ଚ୍‌ ଓପନ୍‌

ପ୍ୟାରିସ୍‌, ୯ା୪ (ଏପି)- କରୋନା ଭାଇରସ ମହାମାରୀ ଯୋଗୁ ଫ୍ରେଞ୍ଚ ଓପନ ଟେନିସ୍‌ ଟୁର୍ନାମେଣ୍ଟକୁ ଏକ ସପ୍ତାହ ବିଳମ୍ବ କରାଯାଇଛି। ଆୟୋଜକଙ୍କ ପକ୍ଷରୁ ଗୁରୁବାର ଏ...

୭ ୱିକେଟରେ ଜିତିଲା ଡିସି…

ନୂଆଦିଲ୍ଲୀ,୬।୫ : ଆଇପିଏଲ୍‌ ୨୦୨୩ର ୫୦ ତମ ମ୍ୟାଚରେ ଶନିବାର ନିଜ ଘରୋଇ ଗ୍ରାଉଣ୍ଡ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)...

Advertisement
Archives

Model This Week