Posted inଖେଳ

ଫାଇନାଲରେ ହାରିଲେ ଫୋଗତ୍‌

ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଭାରତର ଶୀର୍ଷ ମହିଳା କୁସ୍ତି ଯୋଦ୍ଧା ଭିନେଶ ଫୋଗତ୍‌ ବେଲାରୁଷର ମିନସ୍କଠାରେ ଚାଲିଥିବା ମେଦ୍‌ଭେଦ୍‌ ଇଭେଣ୍ଟର ୫୩ କେଜି ଶ୍ରେଣୀ ଫାଇନାଲରେ ପରାଜିତ ହୋଇଯାଇଛନ୍ତି। ରୁଷିଆର ଏନ୍‌. ମାଲିସେଭା ତାଙ୍କୁ ୧୦-୧ରେ ବୈଷୟିକ ଶ୍ରେଷ୍ଠତା ଭିତ୍ତିରେ ହରାଇ ଦେଇଥିଲେ। ଫଳରେ ଏସିଆନ ଗେମ୍ସ ଏବଂ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ ଏହି ୨୪ ବର୍ଷୀୟା କୁସ୍ତିଯୋଦ୍ଧା କ୍ରମାଗତ ଚତୁର୍ଥ ସ୍ବର୍ଣ୍ଣ ପଦକ ଜିତିବାରେ ସମର୍ଥ ହୋଇପାରି ନାହାନ୍ତି। ଭିନେଶ ନିକଟରେ ସ୍ପେନ୍‌ ଗ୍ରଁା ପ୍ରି, ୟାସାର ଡୋଗୁ ଇଣ୍ଟରନ୍ୟାଶନାଲ ଏବଂ ପୋଲାଣ୍ଡ ଓପନ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ପୁରୁଷ ଜୁନିୟର ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ

ଭୁବନେଶ୍ୱର,୨୮।୧୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ହକି ପୁରୁଷ ଜୁନିୟର ବିଶ୍ୱକପ୍‌ରୁ ବିଦାୟ ନେଇଛି ପାକିସ୍ତାନ। ରବିବାର ଅନୁଷ୍ଠିତ ପୁଲ୍‌ ‘ଡିି’ ମ୍ୟାଚରେ ଆର୍ଜେଣ୍ଟିନା...

୮୮ ବର୍ଷରେ ଆଖିବୁଜିଲେ ଦେଶର ପ୍ରଥମ ମହିଳା କ୍ରିକେଟ ଭାଷ୍ୟକାର

ଭାରତର ପ୍ରଥମ ମହିଳା କ୍ରିକେଟ ଭାଷ୍ୟକାର ଚନ୍ଦ୍ରା ନାଏଡୁଙ୍କର ୮୮ ବର୍ଷ ବୟସରେ ଇନ୍ଦୋରରେ ପରଲୋକ ଘଟିଛି। ବିଗତ କିଛି ବର୍ଷ ହେବ ସେ ଅସୁସ୍ଥ...

ଅର୍ଜୁନ ପୁରସ୍କାର: ପ୍ରଣବ, ଶିବନାଥଙ୍କ ନାମ ସୁପାରିସ

କୋଲକାତା, ୨୧ା୫ (ପି.ଟି.)-ସମ୍ମାନଜନକ ଅର୍ଜୁନ ପୁରସ୍କାର ପାଇଁ ବ୍ରିଜ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ ଏସିଆନ ଗେମ୍ସ ଦୁଇ ସ୍ବର୍ଣ୍ଣ ପଦକ ବିଜେତା ଶିବନାଥ ସରକାର ଓ...

ସୌଦି ଆରବରୁ ଆସିଲା ବର୍ଷର ପ୍ରଥମ ଦୁଃଖଦ ଖବର: କୋମାକୁ ଚାଲିଗଲେ ଜଣାଶୁଣା ଭାରତୀୟ ବାଇକ୍‌ ରାଇଡର

ନୂଆଦିଲ୍ଲୀ,୭।୧- ଜଣାଶୁଣା ଭାରତୀୟ ମୋଟରସାଇକେଲ ରେସର ସି. ଏସ୍‌. ସନ୍ତୋଷ ସୌଦି ଆରବରେ ଚାଲିଥିବା ଡାକରା ରାଲିରେ ମର୍ମନ୍ତୁଦ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏୟାରଲିଫ୍ଟ ଯୋଗେ...

କୋପା ଆମେରିକା: ପଏଣ୍ଟ ଖାତା ଖୋଲିଲା ଆର୍ଜେଣ୍ଟିନା

ବେଲୋ ହରାଇଜଣ୍ଟ,୨୦।୬(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଆର୍ଜେଣ୍ଟିନା ପଏଣ୍ଟ ଖାତା ଖୋଲିବାକୁ ସକ୍ଷମ ହୋଇଛି। ପ୍ରଥମ ମ୍ୟାଚ୍‌ରେ କଲମ୍ବିଆଠାରୁ ପରାଜୟ ବରଣ କରିଥିବା...

ଧୋନୀଙ୍କ ହେଲମେଟ୍‌ରେ ତ୍ରିରଙ୍ଗା ଚିହ୍ନ ନ ଥାଏ କାହିଁକି

ଭାରତୀୟ କ୍ରିକେଟ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ୍‌ ହେଲମେଟ୍‌ରେ ତ୍ରିରଙ୍ଗା ଚିହ୍ନ ଲଗାଇ ବ୍ୟାଟିଂ କରୁଥିବାର ଦେଖାଯାଏ। ଏହି ଟ୍ରେଣ୍ଡ୍‌ ପ୍ରଥମେ ଆରମ୍ଭ କରିଥିଲେ ମାଷ୍ଟରବ୍ଲାଷ୍ଟର ସଚିନ...

ଆଇପିଏଲ୍‌ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୭: ଆଇପିଏଲ-୧୪’ର ବଳକା ମ୍ୟାଚ୍‌ ପୂର୍ବରୁ ପ୍ରଶଂସକଙ୍କୁ ମିଳିଛି ଖୁସି ଖବର। ଅଷ୍ଟ୍ରେଲିଆ ଦିନିକିଆ ଓ ଟି୨୦ ଦଳର ଅଧିନାୟକ ଆରୋନ ଫିଞ୍ଚଙ୍କ ସମାଲୋଚନା ସତ୍ତ୍ୱେ...

ଟୋକିଓ ଅଲିମ୍ପିକ୍ସ: ଜାପାନରେ ଟିକେଟ କ୍ରେତା ମୂଲ୍ୟ ଫେରିପାଇବେ

ଟୋକିଓ, ୩୧ା୧୦ (ଏପି): ଜାପାନରେ ଟୋକିଓ ଅଲିମ୍ପିକ୍ସର ଟିକେଟ କ୍ରେତାମାନେ ଚାହିଁଲେ ସେମାନଙ୍କ ମୂଲ୍ୟ ଫେରିପାଇବେ। ଏଥିପାଇଁ ସ୍ଥାନୀୟ ଆୟୋଜକ ଶୁକ୍ରବାର ଗ୍ୟାରେଣ୍ଟି ପ୍ରଦାନ କରିଛି।...

Advertisement
Archives

Model This Week