Posted inଖେଳ

ଫାଇନାଲ ପାଇଁ ୭୫ ହଜାର ଟିକେଟ୍ ବିକ୍ରି

ମୁମ୍ବାଇ,୭।୩- ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍ସିଜି)ରେ ରବିବାର ଆୟୋଜକ ତଥା ୪ ଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ମହିଳା ଟି୨୦ ବିଶ୍ୱକପ୍ ଫାଇନାଲ ମ୍ୟାଚ୍ ଖେଳାଯିବ। ମ୍ୟାଚ୍ର ୪୮ ଘଣ୍ଟା ପୂର୍ବରୁ ୭୫ ହଜାର ଟିକେଟ ବିକ୍ରି ହୋଇସାରିଛି। ଏ ନେଇ ଟି୨୦ ବିଶ୍ୱକପର  ଟୁଇଟର ପୃଷ୍ଠାରେ ଶେୟାର କରାଯାଇଛି। ଏହା ଯେକୌଣସି ମହିଳା କ୍ରିକେଟ ମ୍ୟାଚ୍ବେଳେ ଯୋଗ ଦେଇଥିବା ଦର୍ଶକଙ୍କ ସଂଖ୍ୟାଠାରୁ ଅଧତ୍କ। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମହିଳା କ୍ରିକେଟ ସମ୍ପର୍କିତ କାର୍ୟକ୍ରମର ମୁଖ୍ୟ ସାରା ଷ୍ଟାଇଲ ଟୁଇଟ୍ କରିଛନ୍ତି, କେବଳ ଶୁକ୍ରବାର ପ୍ରଶଂସକମାନେ ୧୫ ହଜାର ଟିକେଟ କିଣିଛନ୍ତି। ଭାରତ ଆର୍ମି ପକ୍ଷରୁ ମଧ୍ୟ ଅଧିକ ସଂଖ୍ୟକ ଟିକେଟ୍ କିଣାଯାଇଛି। ଏହି ଲୋକପ୍ରିୟ ଗ୍ରୁପ ବିଶ୍ୱର ବିଭିନ୍ନ ଦେଶରେ ଯାଇ ଭରତୀୟ ପୁରୁଷ ଦଳକୁ ସମର୍ଥନ କରନ୍ତି। ଏବେ ଭାରତ ଆର୍ମି ମହିଳା ଦଳକୁ ସମର୍ଥନ କରିବା ପାଇଁ ମେଲବୋର୍ନରେ ଉପସ୍ଥିତ ରହିବେ। ମହିଳା ଟି୨୦ ବିଶ୍ୱକପ୍ ପୂର୍ବରୁ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଫାଇନାଲରେ ଅଧିକ ସଂଖ୍ୟାରେ ଯୋଗଦେବାକୁ ପ୍ରଶଂସକଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?