ଫାଟିଲାଣି ଜୀରା ନଦୀ ବ୍ରିଜ୍‌

ଭେଡ଼େନ,୨୧।୪ (ଡ଼ି.ଏନ.ଏ.) ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଧୁବେନପାଲି ଓ ଜାଣ୍ଡୋଲ ମଝିରେ ଜୀରା ନଦୀରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମିତ ବିଜୁ ସେତୁରେ ଫାଟ ଦେଖା ଦେଇଛି। ୨୦୧୭ରେ ଏହି ବ୍ରିଜ ନିର୍ମାଣ ସମୟରେ କଂକ୍ରିଟ କରାଯାଉଥିବା ସମୟରେ ଭୁଷୁଡ଼ିପଡ଼ି ୭ ଜଣ ଶ୍ରମିକ ଆହତ ହୋଇଥିଲେ। ଏହାର ତଦନ୍ତ କରାଯାଇ ୨ ଜଣ ଯନ୍ତ୍ରୀଙ୍କୁ ନିଲମ୍ବନ କରାଯାଇଥିଲା। ପରେ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତରେ ବ୍ରିଜର ପୁନଃ ନିର୍ମାଣ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ ସମୟରେ ଏହାକୁ ୨୦୧୯ରେ ମାର୍ଚ୍ଚରେ ଉଦ୍‌ଘାଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁର ବିକାଶ ପାଇଁ ଉଦ୍ୟମ ଆବଶ୍ୟକ

ଅନୁଗୋଳ ଅଫିସ, ୧୮।୧୨-ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣର ପରିପ୍ରକାଶ ପାଇଁ ୧୯୭୯ରୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ଶିଶୁ ଉତ୍ସବ ପାଳନ କରାଯାଉଛି।...

ପୁରୁଷୋତ୍ତମପୁରର ୩୩ ବୁଥ୍‌ ଅତି ସମ୍ବେଦନଶୀଳ

ପୁରୁଷୋତ୍ତପୁର,୨୦ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୨୬ଟି ପଞ୍ଚାୟତରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏହାକୁ...

ଖାଦ୍ୟ ଚାଖିବାକୁ କହିବାରୁ ରାଗିଗଲେ ବିଡ଼ିଓ

ବାମରା,୪।୪(ଡି.ଏନ.ଏ.)କରେନା ପାଇଁ ସମସ୍ତ ପଞ୍ଚାୟତରେ ଅସ୍ଥାୟୀ କେନ୍ଦ୍ର ଖୋଲି ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି । ବାମରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ମଧ୍ୟ ରନ୍ଧା ଖାଦ୍ୟ...

ବୃଦ୍ଧଙ୍କଠାରୁ ୫୦ ହଜାର ଟଙ୍କା ଛଡ଼ାଇନେଲେ ଦୁର୍ବୃତ୍ତ

ହାଟିଡିହି,୬।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଞ୍ଚୋ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଶାଖାରୁ ଶୁକ୍ରବାର ଅପରାହ୍ନରେ ଜଣେ ବୃଦ୍ଧ ୫୦ ହଜାର ଟଙ୍କା ଉଠାଣ କରି...

ପୋଲିସବାବୁଙ୍କ ଚୌକିରେ ପରିସ୍ରା

ଛେଣ୍ଡିପଦା,୨୩।୧୨(ସ୍ବ.ପ୍ର.) ତହସିଲ ପ୍ରଶାସନ ଅଭିଯୋଗ ନ ରଖିବାରୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ଫାଣ୍ଡିରେ ପଶି ଉନ୍ମତ୍ତକାଣ୍ଡ ଭିଆଇଛନ୍ତି ଖମାର ଗଁାର ଭାସ୍କର...

ପିପିଲିରେ ଚାଲିଲା ଅସ୍ଥାୟୀ ହାଟ

ପିପିଲି,୨୮ା୩(ସ୍ବ.ପ୍ର./ ଡି.ଏନ୍‌.ଏ.) ପିପିଲି ହାଟରେ ସାମାଜିକ ଦୂରତ୍ୱ ରହୁ ନ ଥିବାରୁ ଏହାକୁ ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। କିନ୍ତୁ ଶୁକ୍ରବାରଠାରୁ ସ୍ଥାନୀୟ ଇନ୍ଦିରା ମୈଦାନ...

ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୭।୧୦: ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ କରୋନା (କୋଭିଡ୍‌-୧୯)ରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌କରି ଏମ୍‌ପି ଆଚାର୍ଯ୍ୟଙ୍କ ଆଶୁ...

ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

କୋଣାର୍କ,୩୧।୧(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ...

Advertisement
Archives

Model This Week