ଫାଦର୍ସ ଡେ’ରେ ବାପାଙ୍କ ମାର୍ଗଦର୍ଶନକୁ ମନେପକାଇଲେ ଗଞ୍ଜାମ ଜ଼ିଲାପାଳ

ଛତ୍ରପୁର, ୨୧।୬(ଡି.ଏନ୍‌.ଏ.)- ରବିବାର ଫାଦର୍ସ ଡେ’ ଅର୍ଥାତ୍‌ ପିତୃ ଦିବସ। ଏହି ଦିବସରେ ବାପା ଦେଇଥିବା ମାର୍ଗ ଦର୍ଶନ ଓ ଉପଦେଶକୁ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ମନେ ପକାଇ ଟୁଇଟ କରିଛନ୍ତି। ଆନା ସବୁବେଳେ ଆବଶ୍ୟକୀୟ ଓ ଅଣ ଆବଶ୍ୟକୀୟ ବିଷୟ ମଧ୍ୟରେ ଥିବା ପାର୍ଥକ୍ୟ ସମ୍ବନ୍ଧରେ ମାର୍ଗ ଦର୍ଶନ ଦେଉଥିଲେ। ଫଳରେ ମୋ ଜୀବନରେ କଦାପି ଆବଶ୍ୟକୀୟ ବିଷୟର ଅଭାବ ପଡିନି ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ବୋଝେଇ ଟ୍ରକକୁ ପିଟିଲା ପିକ୍‌ଅପ୍‌:ମାଛ ବୋହିନେଲେ ଲୋକେ

ସୋର, ୬ା୨(ଡି.ଏନ.ଏ)-ଗୁରୁବାର ଭୋର ସମୟରେ ସୋର ଥାନା ୧୬ ନଂ. ଜାତୀୟ ରାଜପଥ ତଳନଗର ବ୍ରିଜ୍‌ ନିକଟରେ ରାଜପଥ ପାର୍ଶ୍ୱରେ ଏକ ମାଛ ବୋଝେଇ ଟ୍ରକ୍‌...

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ: ପୁଣି ୬ ଅଧିକାରୀ ବରଖାସ୍ତ, ୫ ଜଣଙ୍କ ପେନ୍‌ସନ ସ୍ଥାୟୀଭାବେ ବନ୍ଦ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଦୁର୍ନୀତି ବିକାର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ରାଜ୍ୟ ସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ

ସମ୍ବଲପୁର,୨୫।୩(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କରିଛନ୍ତି। ଏନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

ଏନ୍‌ଜିଟିରେ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ମାମଲା: ୨୦ କୋଟି ଟଙ୍କା ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୧ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ସୁକିନ୍ଦା-ଅନୁଗୋଳ ରେଳପଥ ନିର୍ମାଣରେ ବିପୁଳ ପରିମାଣର ଲଘୁ ଖଣିଜ ଦ୍ରବ୍ୟ ମୋରମ ଓ ମାଟି ବେଆଇନ ଭାବେ...

ସ୍ବଳ୍ପ ବୃଷ୍ଟି, ଚାଷଜମି ଶୁଖିଲା: ମୁଣ୍ଡରେ ହାତଦେଇ ବସିଛି ଚାଷୀ

ରଣପୁର,୨୩ା୭ (ସ୍ବ.ପ୍ର.): ବର୍ଷା ଅଭାବରୁ ରଣପୁର ବ୍ଲକ ଅଞ୍ଚଳରେ ଜମି ଫାଟି ଆଁ କଲାଣି। କେଉଁଠି ବର୍ଷା ପାଇଁ ବେଙ୍ଗ ବିବାହ ତ ଆଉ କେଉଁଠି...

ଟୋକନ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ପ୍ରତିବାଦ

କଲମପୁର,୧୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀଙ୍କ ଆନ୍ଦୋଳନ ବୃଦ୍ଧି ପାଇବାରେ ଲାଗିଛି । ଟୋକନ ଦାବିରେ ଶୁକ୍ରବାର ସକାଳୁ...

ବୈଷ୍ଣବ ପୋଖରୀ ପୁନରୁଦ୍ଧାର ମାମଲାର ରାୟ: ‘ଏପ୍ରିଲ ସୁଦ୍ଧା ମାଟି ଉଠା କାର୍ଯ୍ୟ ସାର’

ଢେଙ୍କାନାଳ ଅଫିସ, ୨୭।୯-ଐତିହ୍ୟସମ୍ପନ୍ନ ବୈଷ୍ଣବ ପୋଖରୀ ପୁନରୁଦ୍ଧାର କାର୍ଯ୍ୟରେ ବିଳମ୍ବ ଯୋଗୁ ଉଦ୍‌ବେଗ ବ୍ୟକ୍ତ କରିଛନ୍ତି ଅଦାଲତ। ୨୦୨୦ ଏପ୍ରିଲ ସୁଦ୍ଧା ମାଟିଉଠା କାର୍ଯ୍ୟ ଶେଷ...

ତଳିଆ ଅଞ୍ଚଳରେ ଜଳମଗ୍ନ: ପରିଦର୍ଶନ କଲେ ବଲାଙ୍ଗୀର ଜିଲାପାଳ

ବଲାଙ୍ଗୀର ଅଫିସ,୧୪।୯: ତିନି ଦିନର ଲଗାଣ ବର୍ଷାରେ ବଲାଙ୍ଗୀର ସହରର ବିଭିନ୍ନ ଗାଁର ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ଲୋକଙ୍କ ଘର...

Advertisement
Archives

Model This Week