Posted inଜାତୀୟ

ଫାରୁକ୍‌ଙ୍କ ଗିରଫ ହେବା ନେଇ ଶାହଙ୍କୁ ପ୍ରଶ୍ନ କଲେ ସିବଲ୍‌

ନୂଆଦିଲ୍ଲୀ,୧୭।୯: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲାଙ୍କ ଗିରଫ ନେଇ କଂଗ୍ରେସ ବରିଷ୍ଠ ସଦସ୍ୟ କପିଲ୍‌ ସିବଲ୍‌ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ମଙ୍ଗଳବାର ଟୁଇଟ୍‌ କରି ପ୍ରଶ୍ନ କରିଛନ୍ତି। ଯଦି ଜମ୍ମୁ-କଶ୍ମୀର ସ୍ଥିତିରେ ସୁଧାର ଆସିଛି ତେବେ ଫାରୁକ୍‌ଙ୍କୁ କାହିଁକି ଗିରଫ କରାଯାଇଛି ବୋଲି ସେ କହିଛନ୍ତି। ସରକାର ଜାଣିଶୁଣି ମିଛ କହୁଥିବା ସେ ଅଭିଯୋଗ କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ୪୩ ଦିନ ଧରି ସାଧାରଣ ସ୍ଥିତି ସୃଷ୍ଟି ହୋଇ ପାରି ନ ଥିବା ସିବଲ୍‌ କହିଛନ୍ତି। ଏହାଦ୍ୱାରା ସ୍ଥାନୀୟ ଲୋକେ ହଇରାଣ ହରକତ ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଦବହୁଳତାରୁ ଦୂରେଇ ରହିବା ପାଇଁ ନିତି ଏହି ରସରୁ ଚାମୁଚେ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମେଦବହୁଳତାର ଶିକାର ହୋଇଥାନ୍ତି। ତେବେ ଏହାର ସଫଳ ଚିକିତ୍ସା ଆମ ଘରବାଡ଼ିରେ ଥିବା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ।...

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ଟପିଲା ୫ ଶହ…

ନୂଆଦିଲ୍ଲୀ,୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି...

ସାରା ଭାରତରେ କରୋନା ଆତଙ୍କ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୨ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ୬୦ରେ ପହଞ୍ଚତ୍ଛି। କର୍ନାଟକର କଳାବୁର୍‌ଗୀରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କୁ କରୋନା ସଂକ୍ରମଣ...

ଦିନ ଦ୍ୱିପ୍ରହରରେ ଶିବସେନା ନେତାଙ୍କୁ ଗୁଳି: ମନ୍ଦିର ବାହାରେ ଦେଇଥିଲେ ଧାରଣା

ଚଣ୍ଡିଗଡ଼,୪।୧୧: ପଞ୍ଜାବ ଅମୃତସରରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଏକ ଅଭାବନୀୟ ଘଟଣା ଘଟିଛି। ଶିବସେନାର ଜଣେ ନେତାଙ୍କୁ ଦିନ ଦ୍ୱିପ୍ରହରରେ ଗୁଳି କରାଯାଇଛି। ଏହି ଘଟଣା...

ଗଣବଳାତ୍କାର ପରେ ମହିଳାଙ୍କ ଜିଭ କାଟିଦେଲେ

ଲକ୍ଷ୍ନୌ୍‌,୨୭।୯: ପଶ୍ଚିମ ଉତ୍ତରପ୍ରଦେଶର ହଥରାସ୍‌ରେ ଜଣେ ଅନୁସୂଚିତ ଜାତିର ମହିଳା(୨୦)ଙ୍କୁ ଗ୍ରାମର ୪ ଜଣ ଉଚ୍ଚଜାତିର ଯୁବକ ଅମାନୁଷିକ ଭାବେ ଗଣବଳାତ୍କାର କରିବା ପରେ ଜିଭ...

ବାୟୁ ସେନାକୁ ବଡ଼ ସଫଳତା

ନୂଆଦିଲ୍ଲୀ,୨୯।୧୦: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଦୂରଗାମୀ ବୋମା (ଏଲ୍‌ଆର୍‌)କୁ ସଫଳତାର ସହ ପରୀକ୍ଷା କରିଛି ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ...

ଭାଜପାରେ ଯୋଗ ଦେବା ନେଇ କ’ଣ କହିଲେ ସଚିନ

ଜୟପୁର/ନୂଆଦିଲ୍ଲୀ,୧୫।୭: ରାଜସ୍ଥାନ କଂଗ୍ରେସ ଅଧ୍ୟକ୍ଷ ଏବଂ ଉପମୁଖ୍ୟମନ୍ତ୍ରୀ ପଦରୁ ସଚିନ ପାଇଲଟଙ୍କୁ ହଟାଇ ଦିଆଯାଇଛି। ଏବେ ସେ ଭାଜପାରେ ଯୋଗ ଦେବା ନେଇ ଚର୍ଚ୍ଚା ଚାଲିଛି।...

କଂଗ୍ରେସର ବିଜ୍ଞାପନ ବିବାଦ: ପୋଷ୍ଟରରେ ମୌଲାନା ଆଜାଦଙ୍କ ଫଟୋ ନାହିଁ…

ରାୟପୁର,୨୬।୨ : ରାୟପୁରରେ ୮୫ ତମ କଂଗ୍ରେସ ସମ୍ମିଳନୀର ଏକ ବିଜ୍ଞାପନ ନେଇ ବିବାଦ ସୃଷ୍ଟି ହୋଇଛି। ପାର୍ଟିର ଏହି ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ...

Advertisement
Archives

Model This Week