Posted inଜାତୀୟ

ଫାରୁକ୍‌ଙ୍କ ମୁକ୍ତି ପାଇଁ ସୁପ୍ରିମକୋର୍ଟ ଗଲେ ଭାଇକୋ

ନୂଆଦିଲ୍ଲୀ,୧୨ା୯(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଗୃହବନ୍ଦୀ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ମୁକ୍ତ କରିବା ପାଇଁ ବୁଧବାର ରାଜ୍ୟ ସଭା ସଦସ୍ୟ ତଥା ଏମ୍‌ଡିଏମ୍‌କେ ଅଧ୍ୟକ୍ଷ ଭାଇକୋ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ର ସରକାର ଓ ଜମ୍ମୁ-କଶ୍ମୀର ପ୍ରଶାସନ ଅବ୍‌ଦୁଲ୍ଲାଙ୍କୁ ବେଆଇନ ଭାବେ ଗୃହବନ୍ଦୀ ରଖିଥିବା ଦର୍ଶାଇ ତାଙ୍କୁ କୋର୍ଟରେ ହାଜର କରିବା ପାଇଁ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି। ଚେନ୍ନାଇରେ ଆସନ୍ତା ୧୫ରେ ହେବାକୁ ଥିବା ତାମିଲନାଡ଼ୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସି.ଏନ୍‌. ଆନ୍ନାଦୁରାଇଙ୍କ ଜୟନ୍ତୀ ଅବସରରେ ହେବାକୁ ଥିବା ଶାନ୍ତିପୂର୍ଣ୍ଣ ଓ ଗଣତାନ୍ତ୍ରିକ ବାର୍ଷିକ ସମ୍ମିଳନୀରେ ଯୋଗଦେବା ପାଇଁ ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଅବ୍‌ଦୁଲ୍ଲାଙ୍କୁ ଅନୁମତି ପ୍ରଦାନ କରାଯାଉ ବୋଲି ଭାଇକୋ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri