ଫାର୍ମାସିଷ୍ଟଙ୍କ ବଦଳି ବାତିଲ ଦାବି ନେଇ ସିଡିଏମଓଙ୍କୁ ଭେଟିଲେ ସ୍ଥାନୀୟ ବାସିନ୍ଦା

କେନ୍ଦୁଝର,୧୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟଙ୍କ ବଦଳିକୁ ନେଇ ଅସନ୍ତୋଷ ବଢୁଛି। ଏନେଇ ସ୍ଥାନୀୟ ଲୋକେ ଗୁରୁବାର ସିଡିଏମଓଙ୍କ ପାଖକୁ ଯାଇ ଦାବିପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଡାକ୍ତରଖାନା ଉପରେ ରାଇସୁଆଁ ଓ ଗୋପୀନାଥପୁର ପଞ୍ଚାୟତର ଲୋକେ ନିର୍ଭର କରିଥା’ନ୍ତି। ଦୀର୍ଘବର୍ଷ ହେଲା ଡାକ୍ତର ଅଭାବ ଥିବାରୁ ଫାର୍ମାସିଷ୍ଟ ପ୍ରଦୀପ ଚନ୍ଦ୍ର ମହାନ୍ତି ସ୍ଥାନୀୟ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଆସୁଛନ୍ତି। ସେ ଥିବାରୁ ଉକ୍ତ ଅଞ୍ଚଳର ଲୋକମାନେ କେନ୍ଦୁଝରକୁ ଚିକିତ୍ସା ପାଇଁ ଆସିବାକୁ ପଡୁ ନ ଥିଲା। ଏଣୁ ତାଙ୍କ ବଦଳି ବାତିଲ କରିବାକୁ ସ୍ଥାନୀୟ ଜୟନୁଲ ଆବେଦିନ ଓ ଅନ୍ୟମାନେ ସିଡିଏମଓଙ୍କୁ ଭେଟି ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri