Posted inଜାତୀୟ

ଫାଶୀ ପୂର୍ବର ୨୪ ଘଣ୍ଟା…

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦୋଷୀମାନଙ୍କୁ ଫେବୃୟାରୀ ୧ରେ ଫାଶୀ ଦେବାକୁ ତିହାର ଜେଲ ପକ୍ଷରୁ ସବୁ ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ଏବେ ଅନେକଙ୍କ ମନରେ ପ୍ରଶ୍ନ ଉଠୁଥିବ ଫାଶୀ ପୂର୍ବର ୨୪ ଘଣ୍ଟା କେମିତି କାଟିଥାଆନ୍ତି ଦୋଷୀ। ଜେଲ ଅଧିକାରୀଙ୍କ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଫାଶୀ ପୂର୍ବରୁ ଦୋଷୀମାନଙ୍କ ବ୍ୟବହାରରେ ପରିବର୍ତ୍ତନ ଆସିଥାଏ। କେହି କେହି ମନ ପସନ୍ଦର ଗୀତ ଗାଇଥାଆନ୍ତି ତ ଆଉ କେହି ପେଟ ପୁରାଇ ମନ ପସନ୍ଦର ଖାଦ୍ୟ ଖାଇଥାଆନ୍ତି। କୁହାଯାଏ ଆଉ କେହି କେହି ନିଜକୁ ନିର୍ଦ୍ଦୋଷ ବୋଲି କହିବା ସହ ଚିତ୍କାର ମଧ୍ୟ କରିଥାଆନ୍ତି। ତିହାର ଜେଲର ଜଣେ ପୂର୍ବତନ ଅଧିକାରୀ ସୁନିଲ ଗୁପ୍ତା କୁହନ୍ତି ପ୍ରଥମେ ଯେତେବେଳେ ତାଙ୍କର ଏଭଳି ଏକ ଅନୁଭୂତି ହୋଇଥିଲା ସେଦିନ ରାତିରେ ସେ ଖାଦ୍ୟ ଖାଇ ପାରି ନ ଥିଲେ। ସେହିପରି ଫାଶୀ ଦେବାର ସମୟ ବିଷୟରେ ଦୋଷୀଙ୍କୁ ଗୋଟିଏ ସପ୍ତାହ ପୂର୍ବରୁ ଜଣାଇ ଦିଆଯାଇଥାଏ। ଏହି ସମୟ ମଧ୍ୟରେ ସେ ତାଙ୍କର ପରିବାର ସହ ଦେଖା କରିବାର ସୁଯୋଗ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କ ଡିଜିଟାଲ ଷ୍ଟ୍ରାଇକ୍‌: ୨୯ ପ୍ରତିଶତକୁ କମିଲା ଚାଇନା ଆପ୍‌ ବଜାର

ନୂଆଦିଲ୍ଲୀ,୧୬।୨: କରୋନା ମହାମାରୀ ସଂକ୍ରମଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଚାଇନା ଉପରେ ଡିଜିଟାଲ ଷ୍ଟ୍ରାଇକ୍‌ କରିଥିଲେ। ୫୯ ଚାଇନା ଆପ୍‌କୁ ବ୍ୟାନ୍‌ କରାଯାଇଥିଲା।...

ଉଚ୍ଛେଦକୁ ବିରୋଧ କରି ଦେହରେ ଲଗାଇଲେ ନିଆଁ

ଚେନ୍ନାଇ,୧୦।୫: ଚେନ୍ନାଇର ରାଜା ଅନ୍ନାମଲାଇ ପୁରମ୍‌ ଅଞ୍ଚଳରେ ଜବରଦଖଲ ଉଚ୍ଛେଦକୁ ବିରୋଧ କରି ଜଣେ ୫୮ ବର୍ଷୀୟ ବ୍ୟକ୍ତି ଦେହରେ ନିଆଁ ଲଗାଇ ଦେଇଥିଲେ। ହେଲେ...

ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆତଙ୍କବାଦୀ ଶିବିରର ପର୍ଦ୍ଦାଫାଶ୍‌

ଶ୍ରୀନଗର, ୨୨।୭: ଭାରତରେ ଆକ୍ରମଣ ପାଇଁ ଆତଙ୍କବାଦୀମାନେ କରିଥିବା ଷଡ଼ଯନ୍ତ୍ର ପଣ୍ଡ ହୋଇଯାଇଛି। ରାଜୌରୀର ଥାନାମଣ୍ଡି ଅଞ୍ଚଳରେ ସର୍ଚ୍ଚ ଅପରେଶନ୍‌ ସମୟରେ ଏକ ଆତଙ୍କବାଦୀ ଶିବିରର...

ବ୍ଲାକ୍‌ ଫଙ୍ଗସ୍‌ ନେଲା ୮୯ ଜୀବନ: ଦିଲ୍ଲୀରେ ଏପର୍ଯ୍ୟନ୍ତ ହଜାରେରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ,୩।୬: ଗତ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ କାରୋନାର ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପଜିଟିଭ୍‌ ହାର ୧ପ୍ରତିଶତରୁ କମ୍‌...

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର...

ଆଲିଗଡ ବଳାତ୍କାର ଘଟଣାରେ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯାଉ: ପ୍ରିୟଙ୍କା

ଲକ୍ଷ୍ନୌ, ୭।୬: ଉତ୍ତର ପ୍ରଦେଶର ଆଲିଗଡରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଜଘନ୍ୟ ଭାବେ ହତ୍ୟା କରାଯିବା ଘଟଣାରେ ରାଜନୀତି ଜୋର ଧରିଛି। ଦେଶର ବଡ ବଡ...

ଥମୁଛି ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ନୌସେନାକୁ ମିଳିଲା ପ୍ରଥମ ପି୧୫ବି ଯୁଦ୍ଧଜାହାଜ

ନୂଆଦିଲ୍ଲୀ, ୧।୧୧: ଭାରତୀୟ ନୌସେନାକୁ ଅକ୍ଟୋବର ୨୮ରେ ପ୍ରଥମ ପି୧୫ବି ଗାଇଡେଡ୍‌-ମିଶାଇଲ ଡେଷ୍ଟ୍ରୟର ମିଳିଛି। ମାଜଗାଁଓ ଡକ୍‌ ଲିମିଟେଡ୍‌ରେ ଉକ୍ତ ଯୁଦ୍ଧଜାହାଜ ନିର୍ମାଣ କରାଯାଉଥିଲା। ପ୍ରୋଜେକ୍ଟ...

Advertisement
Archives

Model This Week