Posted inଜାତୀୟ

ଫାଶୀ ଭୟରେ ସେଲ୍‌ରେ ଚୁପ୍‌ଚାପ୍‌ ରହୁଛନ୍ତି ୪ ଦୋଷୀ: ବିନୟ ଅଧିକ ବିଚଳିତ

ନୂଆଦିଲ୍ଲୀ,୧୯।୨: ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ପାଇଁ ତୃତୀୟ ଥର ଡେଥ୍‌ ଓ୍ବାରେଣ୍ଟ୍‌ ଜାରି ହୋଇଛି। ଏହାକୁ ନେଇ ଭୟରେ ଅକ୍ଷୟ ସିଂ ଠାକୁର, ମୁକେଶ ସିଂ, ପଓ୍ବନ କୁମାର ଗୁପ୍ତା ଏବଂ ବିନୟ କୁମାର ଶର୍ମା ଚୁପ୍‌ଚାପ୍‌ ରହିବା ଆରମ୍ଭ କରିଛନ୍ତି। ସେମାନେ ନିଜ ନିଜ ସେଲ୍‌ରେ ଉଦାସ ମନରେ ବସି ରହୁଛନ୍ତି। କାହା ସହିତ ବିଶେଷ କଥାବାର୍ତ୍ତା ମଧ୍ୟ ହେଉ ନାହାଁନ୍ତି। ସେମାନଙ୍କ ମଧ୍ୟରୁ ବିନୟ ଅଧିକ ବିଚଳିତ ରହୁଥିବା କୁହାଯାଉଛି। ସେହିପରି ଡେଥ୍‌ ଓ୍ବାରେଣ୍ଟ୍‌ ଜାରି ପରେ ତିହାର ଜେଲ କର୍ତ୍ତୃପକ୍ଷ ମଧ୍ୟ ସକ୍ରିୟ ହେବାକୁ ଆରମ୍ଭ କରିଛନ୍ତି। ଫାଶୀର ପ୍ରସ୍ତୁତି ନେଇ ଜେଲ୍‌ ଅଧିକାରୀ ତତ୍ପର ହୋଇ ଉଠିଛନ୍ତି। ସୂଚନାଯୋଗ୍ୟ, ସେମାନଙ୍କୁ ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଦେବା ପାଇଁ ଡେଥ୍‌ ଓ୍ବାରେଣ୍ଟ୍‌ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ବିବାଦ: ସମାଧାନ ପାଇଁ ରାଜି ହେଲେ ଭାରତ-ଚାଇନା

ନୂଆଦିଲ୍ଲୀ, ୭।୬: ଭାରତ ଏବଂ ଚାଇନା ମଧ୍ୟରେ ଜାରି ରହିଥିବା ସୀମା ବିବାଦର ସମାଧାନ ପାଇଁ ଉଭୟ ପକ୍ଷ ରାଜି ହୋଇଛନ୍ତି। ଶନିବାର ପୂର୍ବ ଲଦାଖରେ...

ସବୁ ଶିକ୍ଷାନୁଷ୍ଠାନରେ ହିନ୍ଦୀ ବାଧ୍ୟତାମୂଳକ ହେଉ

ନୂଆଦିଲ୍ଲୀ,୧୦ା୧୦: କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ସମସ୍ତ ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନରେ ହିନ୍ଦୁକୁ ବାଧ୍ୟତାମୂଳକ ଭାବେ ପାଠପଢ଼ାର ମାଧ୍ୟମ କରାଯାଉ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ମୃତ

ଶ୍ରୀନଗର, ୨୨।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ମଙ୍ଗଳବାର ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ୯୨-ବେସ୍‌ ହସ୍ପିଟାଲରେ...

ବିଦେଶୀ ଛାତ୍ରୀଛାତ୍ରଙ୍କ ପାଇଁ ଆସିଲା ୟୁଜିସିର ନୂଆ ଗାଇଡ୍‌ଲାଇନ

ନୂଆଦିଲ୍ଲୀ,୧।୧୦: ବିଦେଶୀ ଛାତ୍ରୀଛାତ୍ରଙ୍କ ପାଇଁ ଦେଶର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ୨୫ ପ୍ରତିଶତ ପର୍ଯ୍ୟନ୍ତ ଅତିରିକ୍ତ ସିଟ୍‌ ସୃଷ୍ଟି କରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଅନୁମତି...

ଶପଥ ନେଲେ ନୂଆ ସିଆଇସି

ନୂଆଦିଲ୍ଲୀ,୮।୧୧: ନୂଆ ମୁଖ୍ୟ ସୂଚନା କମିଶନର(ସିଆଇସି) ଭାବେ ୟଶ୍‌ବର୍ଦ୍ଧନ ସିହ୍ନା ଶନିବାର ଶପଥଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ଉତ୍ସବରେ ରାଷ୍ଟ୍ରପତି ରାମନାଥ...

ରାଜ ଠାକରେଙ୍କୁ ପୋଲିସର ନୋଟିସ

ମୁମ୍ବାଇ,୨ ।୫: ମହାରାଷ୍ଟ୍ରରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଥମିବାର ନାଁ ନେଉନି । ଏବେ ନବନୀତ ରାଣାଙ୍କ ମାମଲା ସମାଧାନ ହୋଇ ନ...

ଲୋକପ୍ରିୟ ଟେଲି ଅଭିନେତାଙ୍କ ପରଲୋକ

ମୁମ୍ବାଇ,୧୧।୧୧: ଟେଲି ଇଣ୍ଡଷ୍ଟ୍ରିରୁ ବଡ ଦୁଃଖଦ ଖବର ସାମ୍ନାକୁ ଆସିଛି। ଲୋକପ୍ରିୟ ଟେଲି ଅଭିନେତା ସିଦ୍ଧାନ୍ତ ବିର ସୁର୍ଯ୍ୟବଂଶୀଙ୍କ ଶୁକ୍ରବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ...

ଏଲଏସିରେ ସ୍ଥିତି ଶାନ୍ତିପୂର୍ଣ୍ଣ, କହିଲେ ଚାଇନା ରାଷ୍ଟ୍ରଦୂତ…

ନୂଆଦିଲ୍ଲୀ/ବେଜିଂ, ୧୩।୮ : ପୂର୍ବ ଲଦାଖ ସୀମାରେ ଚାଇନାର କାର୍ଯ୍ୟକଳାନ ଉପରେ ଭାରତର ଆପତ୍ତି ପରେ ଚାଇନା ନିଜର ସ୍ଥିତି ସ୍ପଷ୍ଟ କରିଛି। ଭାରତୀୟ ବହିର୍ବ୍ୟାପାର...

Advertisement
Archives

Model This Week