ଫିକା ପଡ଼ିଲା ଭୂଧାରଚଣ୍ଡୀଙ୍କ ପୀଠରେ ରଜ : ବିନା ଭକ୍ତରେ ଅନୁଷ୍ଠିତ ହେବ ନିଆଁପାଟ, ଉଡ଼ା ପର୍ବ

ସଜନାଗଡ଼, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରଠାରୁ ୫ କି.ମି. ଦୂର ସଜନାଗଡ଼ ଗ୍ରାମର ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୂଧାର ଚଣ୍ଡୀଙ୍କ ପୀଠରେ କାହିଁ କେଉଁ ଆବହମାନ କାଳରୁ ରଜ ସଂକ୍ରାନ୍ତିରେ ଉଡ଼ା ଯାତ୍ରା ପାଳିତ ହୋଇଆସୁଛି। ଏହି ଉଡ଼ା ପର୍ବ ଲାଗି ଜୁନ୍‌ ୯ତାରିଖରୁ ପ୍ରସ୍ତୁତି ଆରମ୍ଭ ହୋଇ ୧୪ତାରିଖରେ ନିଆଁପାଟ, ୧୫ତାରିଖ ରାତିରେ ଆରମ୍ଭ ହୋଇଥାଏ ଉଡ଼ା ପର୍ବ। ଏଥିରେ ନୀଳଗିରି ବ୍ଲକ ସମେତ ମୟୂରଭଞ୍ଜ ଜିଲାର ହଜାର ହଜାର ଭକ୍ତ ମା’ଙ୍କ ପୀଠପ୍ରାଙ୍ଗଣକୁ ବୁଲି ଆସିଥାନ୍ତି। କିନ୍ତୁ କରୋନା ସଂକ୍ରମଣ ରୋକିବା ଉଦ୍ଦେଶ୍ୟରେ ଏହି ପାରମ୍ପରିକ ଉତ୍ସବ ସମ୍ପୂର୍ଣ୍ଣ ଫିକା ପଡ଼ିଛି। ଏତଦ୍‌ବ୍ୟତୀତ ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କର ରୋଜଗାର ନାହଁି। ତେଣୁ ଇଚ୍ଛା ଥିଲେ ବି ଲୋକେ ଏଥର ରଜପର୍ବକୁ ପାଳନ କରିପାରୁନାହାନ୍ତି। ପ୍ରଶାସନ ପକ୍ଷରୁ ସଜନାଗଡ଼ ଉଡ଼ା କମିଟିକୁ ବିନା ଶ୍ରଦ୍ଧାଳୁରେ କେବଳ ରୀତିନୀତି ଅନୁଯାୟୀ ସାମାଜିକ ଦୂରତ୍ୱ ମଧ୍ୟରେ ପାଳନ କରିବାକୁ କୁହାଯାଇଛି। ତେଣୁ ବିନା ଶ୍ରଦ୍ଧାଳୁରେ ମା’ଙ୍କ ନୀତିକାନ୍ତି ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri