ଫିଜିଓ ପାଟ୍ରିକ ଫର୍ହାଟଙ୍କ କାର୍ଯ୍ୟକାଳ ଶେଷ

ମାଞ୍ଚେଷ୍ଟର,୧୧।୭(ପିଟି)- ଭାରତୀୟ ଦଳର ଫିଜିଓଥେରାପିଷ୍ଟ ପାଟ୍ରିକ ଫର୍ହାଟଙ୍କ କାର୍ଯ୍ୟକାଳ ବିଶ୍ୱକପ୍‌ ସେମିଫାଇନାଲ ପରାଜୟ ସହ ଶେଷ ହୋଇଛି। ଭାରତୀୟ ଦଳ ବୁଧବାର ଓଲ୍ଡ ଟ୍ରାଫୋର୍ଡଠାରେ ନ୍ୟୁଜିଲାଣ୍ଡଠାରୁ ହୃଦୟ ବିଦାରକ ପରାଜୟ ବରଣ କରିଛି। ଦଳ ସହ ଶେଷ ଦିନ ମୁଁ ଯେଉଁ ଭଳି ବିତାଇବାକୁ ଚାହୁଁଥିଲି, ତାହା ହେଲା ନାହିଁ। ଦଳ ସହ ୪ ବର୍ଷ କାର୍ଯ୍ୟ କରିବାକୁ ସୁଯୋଗ ଦେଇଥିବାରୁ ବିସିସିଆଇକୁ ଧନ୍ୟବାଦ୍‌ ଜଣାଉଛି। ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଭବିଷ୍ୟତ ଲାଗି ଶୁଭ କାମନା ଟୁଇଟର ଜରିଆରେ ଜଣାଇଛନ୍ତି ଫର୍ହାଟ। ସେ ୨୦୧୫ ଠାରୁ ଦାୟିତ୍ୱରେ ଥିଲେ। ଭାରତୀୟ ଦଳର କିଛି ସଦସ୍ୟ ସୋସିଆଲ ମିଡିଆରେ ଅଷ୍ଟ୍ରେଲିଆନ ଫିଜିଓଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲର ଆଲ୍‌ଭେସ୍‌ ସ୍ପେନ୍‌ରେ ଗିରଫ

ବାର୍ସିଲୋନା,୨୧।୧ (ଏପି): ବ୍ରାଜିଲ ଫୁଟ୍‌ବଲ ଖେଳାଳି ଡାନି ଆଲ୍‌ଭେସ୍‌ ଶୁକ୍ରବାର ଗିରଫ ହୋଇଛନ୍ତି। ସ୍ପେନ୍‌ରେ ସେ ଜଣେ ମହିଳାଙ୍କୁ ଟଣାଓଟରା କରିଥିବା ଅଭିଯୋଗ ହୋଇଛି। ଏହି...

ଏନସିଏ ମୁଖ୍ୟ ଭାବେ ଡ୍ରାଭିଡ଼ଙ୍କ ନିଯୁକ୍ତି ବୈଧ: ପ୍ରଶାସକ କମିଟି

ମୁମ୍ବାଇ, ୧୩ା୮ (ପି.ଟି.)-ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ)ର ମୁଖ୍ୟ ଭାବେ ରାହୁଲ ଡ୍ରାଭିଡଙ୍କୁ ନିଯୁକ୍ତି ଦିଆଯିବାରେ କୌଣସି ତ୍ରୁଟି ନ ଥିବା ପ୍ରଶାସକ କମିଟି(ସିଓଏ) କହିଛି।...

ଅନ୍‌ଲାଇନ୍‌ରେ ଲୁଡୁ ଖେଳୁଛନ୍ତି ଭାରତୀୟ ମହିଳା କ୍ରିକେଟର

ନୂଆଦିଲ୍ଲୀ, ୧୪ା୪ (ପି.ଟି.)-କରୋନା ଭାଇରସ୍‌ ମହାମାରୀ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଲାଗୁ କରାଯାଇଛି। ଏହି ସମୟରେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟାମାନେ ଅନ୍‌ଲାଇନ୍‌ରେ...

ରୁଟ୍‌, ବଟଲରଙ୍କ ଶତକ ଫିକା: ପାକିସ୍ତାନର ପ୍ରଥମ ବିଜୟ

ନଟିଂହାମ୍‌, ୪।୫-ଜୋ ରୁଟ୍‌ ଓ ଜୋସ୍‌ ବଟଲର ଦ୍ରୁତ ଶତକ ସତ୍ତ୍ୱେ ଇଂଲଣ୍ଡ ଚଳିତ ଆଇସିସି ବିଶ୍ୱକପର ସୋମବାର ଅନୁଷ୍ଠିତ ହାଇସ୍କୋରିଂ ମ୍ୟାଚରେ ପାକିସ୍ତାନଠାରୁ ୧୪...

ବାର୍ଟି ଜିତିଲେ ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ

ଆଡିଲେଡ୍‌, ୧୮ା୧ (ଏଏଫ୍‌ପି)-ଆଶ୍‌ଲେ ବାର୍ଟି ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ପ୍ରତିଯୋଗିତାରେ ଟାଇଟଲ ବିଜୟୀ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲରେ ସେ ୟୁକ୍ରେନର ଡାୟାନା ୟାସ୍ତ୍ରେମ୍‌ସ୍କାଙ୍କୁ ୬-୨,...

କଳିଙ୍ଗ ଷ୍ଟାଡିୟମ ପ୍ରକମ୍ପିତ

ଭୁବନେଶ୍ୱର, ୩୧।୫(କ୍ରୀଡ଼ା ପ୍ରତିନିଧି)-କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଶନିବାର ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନରେ କଳିଙ୍ଗ ଷ୍ଟାଡିୟମ ପ୍ରକମ୍ପିତ ହୋଇଛି। ହକି କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମରେ...

ମ୍ୟାଚ୍‌ ଜିତିବା ପରେ ମାଲିକଙ୍କୁ ବଡ ପାଟିରେ ଏମିତି କହିଲେ ଦୀନେଶ କାର୍ତ୍ତିକ

ଆଇପିଏଲ ୨୦୨୦ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଏକ ନିଶ୍ଚିତ ପରାଜୟ ମ୍ୟାଚ୍‌କୁ ଜିତିଛି କୋଲକାତା ନାଇଟ ରାଇଡର୍ସ। ଏହି ବିଜୟ ପରେ ଦଳର ମନୋବଳ...

ଝିଅ ହେବା ପରେ ଏମିତି ବଦଳିଯାଇଛନ୍ତି ବିରୁଷ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ନିକଟରେ କନ୍ୟା ସନ୍ତାନର ମାତାପିତା ହୋଇଛନ୍ତି। କୋହଲି ଏବେ ଆଇପିଏଲ୍‌ ଖେଳୁଥିବାବେଳେ...

Advertisement
Archives

Model This Week