ଫିଟ୍‌ନେସ ପାଇଁ ୨୩ ଘଣ୍ଟା ଉପାସରେ ରହିଲେ ହ୍ରିତିକ

ସାରାଦେଶରେ ଜାରି ରହିଛି ଲକଡାଉନ। ସାଧାରଣ ଲୋକଙ୍କ ପରି ବଲିଉଡ କଳାକାରମାନେ ମଧ୍ୟ ଲକଡାଉନରେ ଘରେ ରହି ସମୟ ବିତାଉଛନ୍ତି। ଏହି ସମୟରେ ଅଧିକାଂଶ କଳାକାର ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବାବେଳେ ନିଜ ଫଟୋ ଓ ଭିଡିଓ ପୋଷ୍ଟ କରି ପ୍ରଶଂସକଙ୍କୁ ନିଜ ବିଷୟରେ ସୂଚନା ଦେଉଛନ୍ତି। ଏଥିରୁ ବାଦ ପଡ଼ିନାହାନ୍ତି ଅଭିନେତା ହ୍ରିତିକ ରୋଶନ। ସେ ଲକଡାଉନର ସଦୁପଯୋଗ କରୁଛନ୍ତି। ନିଜ ଫିଟନେସ ପାଇଁ ସେ ୨୩ ଘଣ୍ଟା କିଛି ନ ଖାଇ ପିଇ ଉପବାସରେ ରହୁଛନ୍ତି। ଏ ନେଇ ହ୍ରିତକ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ପୋଷ୍ଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?