ଫିଟ୍‌ନେସ୍‌ ପାଇଁ ଏବେ ପୋଲ୍‌ ଡ୍ୟାନ୍ସ ଶିଖୁଛନ୍ତି ଅକ୍ଷୟ

ଖୀଲାଡି କିଙ୍ଗ୍‌ ଅକ୍ଷୟ କୁମାର ନିଜ ଫିଟ୍‌ନେସ୍‌କୁ ନେଇ ସବୁବେଳେ ସଚେତନ। ସୁସ୍ଥ ରହିବା ପାଇଁ ସର୍ବଦା ସେ ନୂଆ ନୂଆ ଶୈଳୀ ଆପଣାଇ ଥାନ୍ତି। କେତେବେଳେ କିକ୍‌, ବକ୍ସିଂ, ମାର୍ସଲ ଆର୍ଟସ୍‌ ଶିଖନ୍ତି ତ ଆଉ କେତେବେଳେ ସେ ଭଲିବଲ୍‌, ସାଇକେଲିଂ ସୁଇମିଙ୍ଗ୍‌ କରୁଥିବାର ଦେଖିବାକୁ ମିଳିଥାଏ । ଓ୍ବାର୍କଆଉଟ୍‌ ସମୟର ଅନେକ ଫଟୋ ଅକ୍ଷୟ ନିଜ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଏବେ ସେ ଫିଟ୍‌ ରହିବା ପାଇଁ ପୋଲ୍‌ ଡ୍ୟାନ୍ସ ଶିଖୁଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେ କହିଛନ୍ତି, ମୁଁ ପୋଲ୍‌ ଡ୍ୟାନ୍ସ ଶିଖୁଛି। ଏହାକୁ ମୁଁ ବହୁତ ଉପଭୋଗ ମଧ୍ୟ କରୁଛି। ୨୦୧୧ରେ ଅକ୍ଷୟଙ୍କୁ ଫିଲ୍ମ ‘ଦେସି ବଏଜ୍‌’ର ଏକ ଗୀତ ‘ସୁବହ ହୋନେ ନ ଦେ’ରେ ପୋଲ୍‌ ଡ୍ୟାନ୍ସ କରୁଥିବାର ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରୀ ଶାଢ଼ି ପିନ୍ଧି ଏମିତି କହିଲେ ଅଭିନେତ୍ରୀ ବିଦ୍ୟା ବାଲାନ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିଦ୍ୟା ବାଲାନ ଏବେ ସମ୍ବଲପୁରୀ ଶାଢ଼ି ପ୍ରେମରେ ପଡ଼ିଛନ୍ତି। ଫିଲ୍ମ ‘ଶକୁନ୍ତଳା ଦେବୀ’ର ଇ-ପ୍ରମୋଶନ ଅବସରରେ ଏକ ସ୍ବତନ୍ତ୍ର ସମ୍ବଲପୁରୀ ଶାଢ଼ି...

ଧର୍ମେନ୍ଦ୍ର ଅସୁସ୍ଥ

ମୁମ୍ବାଇ: ବଲିଉଡ୍‌ର ବିଗତ ଦିନର ନାୟକ ଧର୍ମେନ୍ଦ୍ର ଏବେ ଅସୁସ୍ଥ ହୋଇ ପଡିଛନ୍ତି। ନିକଟରେ ସେ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଡେଙ୍ଗୁରେ...

ଓଟିଟିରେ ଡେବ୍ୟୁ କରିବେ ଭାଗ୍ୟଶ୍ରୀଙ୍କ ଝିଅ

ମୁମ୍ବାଇ: ଓଟିଟି ପ୍ଲାଟ ଫର୍ମରେ ପୁଣିଥରେ ଧମାଲ ମଚେଇବାକୁ ଆସୁଛନ୍ତି ହୁମା କୁରେସି । ତାଙ୍କର ନୂଆ ୱେବ ସିରିଜ ‘ମିଥ୍ୟା’ ଖୁବଶୀଘ୍ର ଫ୍ଲୋରକୁ ଶୁଟ୍...

ନୀଲଙ୍କୁ ବିବାହ କରିବେ ଐଶ୍ୱର୍ଯ୍ୟା

ବମ୍ବେ: ରିଲ୍‌ ନାୟିକାରୁ ରିଅଲ୍‌ ନାୟିକା। ଏପରି କିଛି ଘଟିଛି ଟେଲି ଧାରାବାହିକ ‘ଗୁମ୍‌ ହେ କିସି କେ ପ୍ୟାର୍‌ ମେ’ର ଅଭିନେତ୍ରୀ ଐଶ୍ୱର୍ଯ୍ୟା ଶର୍ମାଙ୍କ...

କାର୍ତ୍ତିକ-କିଆରାଙ୍କ ଅଭିନୀତ ‘ଭୁଲ ଭୁଲୈୟା-୨’ର ସୁଟିଂ ଆରମ୍ଭ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ ଏବଂ ଅଭିନେତ୍ରୀ କିଆରା ଆଡଓ୍ବାନୀଙ୍କ ଆଗାମୀ ଫିଲ୍ମ ‘ଭୁଲ ଭୁଲୈୟା-୨’ର ସୁଟିଂ ଆରମ୍ଭ ହୋଇଛି। କାର୍ତ୍ତିକ ନିଜେ ଇଷ୍ଟାଗ୍ରାମ୍‌ରେ ଏକ...

ହଲିଉଡ୍‌ରେ ସୁପରହିଟ୍‌ ଏହି ଅଭିନେତ୍ରୀ

ମୁମ୍ବାଇ: କିଛି ଅଭିନେତ୍ରୀ ଖାଲି ବଲିଉଡ୍‌ ନୁହେଁ, ହଲିଉଡ୍‌ରେ ମଧ୍ୟ ବେଶ୍‌ ଦମଦାର ଅଭିନୟ କରି ଦର୍ଶକଙ୍କ ଦୃଦୟ ଜିଣିଛନ୍ତି। ଐଶ୍ୱର୍ଯ୍ୟା ରାୟ: ନିଜର ସୌନ୍ଦର୍ଯ୍ୟ...

୧୩ ବର୍ଷରେ ଏତେ ବଦଳିଗଲେଣି କଙ୍ଗନା

ମୁମ୍ବାଇ: ବଲିଉଡ୍‌ର କୁଇନ କହିଲେ କଙ୍ଗନା ରାଣାଓ୍ବତଙ୍କ ବୁଝାଏ। ଏପରି କହିବା ପଛର ବଡ଼ କାରଣ ହେଲା ଅଭିନୀତ ଚଳଚ୍ଚିତ୍ରଗୁଡ଼ିକରେ କଙ୍ଗନାଙ୍କ ଚରିତ୍ର। ସେ ଚରିତ୍ରଗୁଡ଼ିକୁ...

ବନାରସରେ ଅଛନ୍ତି ଓଡ଼ିଆ ଫ୍ୟାନ୍‌

ଡିଆଇଡି ଲିଟିଲ ମାଷ୍ଟର ରିଅଲିଟି ଶୋ’ରେ ଚମତ୍କାର ଡ୍ୟାନ୍ସ କରି ନିଜ ପ୍ରତିଭା ଦେଖାଇଥିଲେ କଟକର ଶୈଳେନ୍ଦ୍ର ସାମନ୍ତରାୟ। ସଞ୍ଜୟ ଓ ମନୋରମା ସାମନ୍ତରାୟଙ୍କ ସାନପୁଅ...

Advertisement
Archives

Model This Week