ଫିଟ୍‌ ରଖେ ଅଁଳା

ପ୍ରତିଦିନ ଅଁଳା ଖାଇବା ଏକ ଭଲ ଅଭ୍ୟାସ। କାରଣ ଏଥିରେ ଭରି ରହିଛି ଅନେକ ଔଷଧିୟ ଗୁଣ ଯାହାକି ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାଠୁ ଦୂରେଇ ରଖିବାରେ ବେଶ୍‌ ସହାୟକ…

ଗ୍ୟାସ୍‌ କିମ୍ବା ଏସିଡିଟି ସମସ୍ୟା ଥିଲେ ଅଁଳା ଆପଣଙ୍କ ଲାଗି ବେଶ୍‌ ଉପକାରୀ। ପ୍ରତିଦିନ ଏକ ଗ୍ଲାସ୍‌ ପାଣି କିମ୍ବା କ୍ଷୀର ସହିତ ଏକ ଗ୍ରାମ୍‌ ଅଁଳା ପାଉଡର ଏବଂ ଅଳ୍ପ ଚିନି ମିଶାଇ ଖାଆନ୍ତୁ ଆରାମ ମିଳିବ।
ଶୀତଦିନେ ଅନେକଙ୍କୁ ଥଣ୍ଡା, କାଶ ଆଦି ଲାଗି ରହେ। ଯଦି ଆପଣ କିମ୍ବା ପରିବାରର କେହି ଏହି ସମସ୍ୟା ଦେଇ ଗତି କରୁଛନ୍ତି ତେବେ ପ୍ରତିଦିନ ଅଁଳା ଖାଆନ୍ତୁ ଉପକୃତ ହେବେ।
ଅଁଳା ରସରେ ମହୁ ମିଶାଇ ପିଇଲେ ମୋତିଆବିନ୍ଦୁ ସମସ୍ୟା ଦୂର ହୋଇଥାଏ।
ପ୍ରତିଦିନ ଅଁଳା ସେବନ ଦ୍ୱାରା ପାଚନତନ୍ତ୍ର ଏବଂ କିଡ୍‌ନୀ ସୁସ୍ଥ ରହିଥାଏ। ଫଳରେ ହଦହଜମୀ, କୋଷ୍ଟ କାଠିନ୍ୟ ଭଳି ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ।
କେବଳ ଏତିକି ନୁହେଁ ଅଁଳା ଖାଇବା ସହ କେଶରେ ଲଗାଇଲେ ମଧ୍ୟ କେଶ ଘନ ଏବଂ ମଜଭୁତ୍‌ ହୋଇଥାଏ। ଏହା କେଶ ପାଚିବା ସମସ୍ୟାଠାରୁ ବି ଦୂରେଇ ରଖେ।
ସକାଳୁ ଖାଲି ପେଟରେ ଅଁଳା ରସ ସହିତ ମହୁ ମିସାଇ ପିଇଲେ ମେଦହ୍ରାସ ହୋଇଥାଏ। ଏହା ମାଂସପେଶୀକୁ ମଜ୍‌ଭୁତ କରିବାରେ ବି ସାହାଯ୍ୟ କରିଥାଏ।
ଅଁଳାରେ କ୍ରୋମିୟମ୍‌ ରହିଛି ଯାହାକି ଠିକ୍‌ ଭାବେ ଇନ୍‌ସୁଲିନ୍‌ କ୍ଷରଣ ହେବାରେ ସାହାଯ୍ୟ କରିଥାଏ। ଫଳରେ ଏହା ବ୍ଳଡ୍‌ ସୁଗାର ସ୍ତର ମଧ୍ୟ ନିୟନ୍ତ୍ରଣରେ ରହିବାରେ ସାହାଯ୍ୟ କରୁଥିବାରୁ ଡାଇବେଟିସ୍‌ ହେବାର ଆଶଙ୍କା କମାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri