ଫିଲିପାଇନ୍ସରେ ବାତ୍ୟା: ୨୦ ମୃତ

ମାନିଲା, ୨୭-୧୨:କେନ୍ଦ୍ରୀୟ ଫିଲିପାଇନ୍ସରେ ଭୟଙ୍କର ଝଡ଼ବାତ୍ୟା ‘ଫନ୍‌ଫୋନ’ ତାଣ୍ଡବ ରଚିଛି। ଏଥିରେ ୨୦ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ ହଜାର ହଜାର ଲୋକ ବାସହରା ହୋଇଛନ୍ତି। ଝଡ଼ବାତ୍ୟା ଯୋଗୁ ଅନେକ ସ୍ଥାନରେ ବନ୍ୟା ସ୍ଥିତି ଦେଖାଦେଇଛି। ଭୂସ୍ଖଳନ ଓ ଜଳବନ୍ଦୀ ଯୋଗୁ ଲୋକମାନଙ୍କୁ ଦୁର୍ଦ୍ଦଶା ଭୋଗିବାକୁ ପଡ଼ିଛି। ବିଦ୍ୟୁତ ସରବରାହ ବନ୍ଦହୋଇ ଯାଇଥିବାବେଳେ ରାସ୍ତାରେ ଗଛ ପଡ଼ିରହିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଉପକୂଳ ସହର ବତାଡ୍‌ ଓ ଇଷ୍ଟର୍ନ ସମର ପ୍ରଦେଶରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ପ୍ରଶାସନ ପକ୍ଷରୁ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରୁ କରୋନା ଟିକା ରପ୍ତାନୀ କରିବ ଭାରତ, ଡବ୍ଲ୍ୟୁଏଚ୍‌ଓର ସ୍ବାଗତ…

ଜେନେଭା/ନୂଆଦିଲ୍ଲୀ, ୨୨।୯: ଭାରତ ଅକ୍ଟୋବରରୁ ପୁଣି କରୋନା ଟିକା ରପ୍ତାନୀ କରିବ। ଭାରତର ନିଷ୍ପତ୍ତିକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସ୍ବାଗତ କରାଯାଇଛି। ଏନେଇ ଡବ୍ଲ୍ୟୁଏଚ୍‌ଓ...

ଇଣ୍ଟରଭ୍ୟୁ ନେବାବେଳେ ଏଚ୍‌ଆର୍‌ଙ୍କ ଚାକିରି ଚାଲିଗଲା

ଓ୍ବାଶିଂଟନ୍‌,୨୯।୧: ବିଭିନ୍ନ ଆଇଟି କମ୍ପାନୀ ଏବେ କର୍ମଚାରୀମାନଙ୍କୁ ଛଟେଇ କରିବାରେ ଲାଗିଛନ୍ତି। ତେବେ ଏହି ସୂଚୀରୁ ଗୁଗଲ୍‌ ବାଦ୍‌ ପଡ଼ିନାହିଁ । କମ୍ପାନୀରୁ ଗୁଗଲ୍‌ ପାଖାପାଖି...

ପାକିସ୍ତାନରେ ସୁରକ୍ଷିତ ନୁହେଁ ଚତୁର୍ଥ ସ୍ତମ୍ଭ: ୬ବର୍ଷରେ କାର୍ଯ୍ୟରତ ୩୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା

ଇସଲାମାବାଦ୍‌,୨୪।୧୧: ପାକିସ୍ତାନର ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ସୁରକ୍ଷିତ ନୁହେଁ। ଗତ ୬ ବର୍ଷରେ ଏଠାରେ କାର୍ଯ୍ୟରତ ୩୩ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା...

ଜାପାନ ଉପରେ ଚାଇନା ଆକ୍ରମଣ କଲେ ସୈନ୍ୟ ପଠାଇବ ବ୍ରିଟେନ: ଦୁଇଦେଶ ମଧ୍ୟରେ ପ୍ରତିରକ୍ଷା ଚୁକ୍ତି…

ଲଣ୍ଡନ/ଟୋକିଓ,୧୨।୧ : ବ୍ରିଟେନ ଏବଂ ଜାପାନର ନେତାମାନେ ଏକ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷର କରିଛନ୍ତି। ଚୁକ୍ତି ଅନୁସାରେ ଉଭୟ ଦେଶ ପରସ୍ପରର ସୈନ୍ୟମାନଙ୍କୁ ନିଜ ଦେଶରେ...

ମରିୟମଙ୍କ ଅଭିଯୋଗ, ସେନା ମୁଖ୍ୟ ନିଯୁକ୍ତିରେ ବାଧା ସୃଷ୍ଟି କରୁଛନ୍ତି ଇମ୍ରାନ୍‌…

ଇସଲାମାବାଦ,୨।୧୧ : ଶାସକ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ର ଉପାଧ୍ୟକ୍ଷା ମରିୟମ ନୱାଜ ପିଟିଆଇ ନେତା ଇମ୍ରାନ ଖାନଙ୍କୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ...

୧୫୦ ଗୋରୁଙ୍କୁ ମାରିବା ପାଇଁ ହେଲିକପ୍ଟର ପଠାଇବ ଆମେରିକା

ଓ୍ବାଶିଂଟନ,୧୮ା୨: ଆମେରିକାର ନ୍ୟୁ ମେକ୍ସିକୋରେ ବଣୁଆ ଗୋରୁଙ୍କୁ ମାରିବା ପାଇଁ ହେଲିକପ୍ଟର ପଠାଯିବ। ଦକ୍ଷିଣ ପଶ୍ଚିମ ନ୍ୟୁ ମେକ୍ସିକୋରେ ଚାରି ଦିନିଆ ଅପରେଶନରେ ଆମେରିକୀୟ ଶୁଟରମାନେ...

ଟ୍ରମ୍ପ୍‌ ପୁଣି କହିଲେ ମିଛ: ଆମେରିକାରେ କରୋନା ମୃତକଙ୍କ ସଂଖ୍ୟା ନୁହେଁ ଅଧିକ

ଓ୍ବାଶିଂଟନ, ୨୦।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପୁଣି ଥରେ ମିଛ କହିଛନ୍ତି। ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା କମ୍‌ ଥିବା ସେ କହିଛନ୍ତି।...

ଇମ୍ରାନଙ୍କୁ କଡ଼ା ସମାଲୋଚନା କଲେ ମରିୟମ

ଇସଲାମାବାଦ,୨ା୫: ପିଏମ୍‌ଏନ୍‌-ଏଲ୍‌ ନେତା ତଥା ଜାତୀୟ ସଭାର ସଦସ୍ୟ ମରିୟମ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ନୀତିକୁ କଡ଼ା ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି,...

Advertisement
Archives

Model This Week