ଫିଲ୍ମରେ ଅଭିନୟ ପାଇଁ ନିଜ ଓଜନ କମାଇଥିଲେ ସୋନମ୍‌ କପୁର

ମୁମ୍ବାଇ,୯।୬: ବଲିଉଡ୍‌ ନାୟିକା ସୋନମ୍‌ କପୁର ରବିିବାର ୩୪ ବର୍ଷରେ ପାଦ ଥାପିଛନ୍ତି। ୧୯୮୫ ଜୁନ୍‌ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ। ଫିଲ୍ମ ସାବରିୟା ମାଧ୍ୟମରେ ସୋନମ୍‌ ବଲିଉଡ୍‌ରେ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ। ଏହି ଫିଲ୍ମରେ ତାଙ୍କ ଓଜନ କମାଇବା ପାଇଁ ନିର୍ଦ୍ଦେଶକ ସଞ୍ଜୟଲୀଲା ଭସାଂଲୀ ପରାମର୍ଶ ଦେଇଥିଲେ। ସୋନମ ଫିଲ୍ମରେ ଅଭିନୟ କରିବା ଲାଗି ନିଜ ଓଜନ ୩୫ କିଗ୍ରା ପର୍ଯ୍ୟନ୍ତ କମାଇଥିଲେ। ପରେ ବଲିଉଡ୍‌ରେ ରାତାରାତି ସେ ଷ୍ଟାର୍‌ ଡମ୍‌ ହାସଲ କରିଥିଲେ। ୨୦୧୮ରେ ଆନନ୍ଦ ଆହୁଜାଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତମନ୍ନାଙ୍କ ଘରକୁ ପଶିଲା କରୋନା: ପୋଷ୍ଟ ଲେଖି ପ୍ରଶଂସକଙ୍କୁ କଲେ ଏଭଳି ନିବେଦନ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ସିନେମାର ଭେଟେରାନ ଅଭିନେତ୍ରୀ ତମନ୍ନା ଭାଟିଆଙ୍କ ମାତାପିତା କରୋନା ପଜିଟିଭ୍‌ ହୋଇଛନ୍ତି। ତାଙ୍କ ପିତାମାତାଙ୍କଠାରେ କରୋନାଙ୍କର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା।...

‘ଜବାନୀ ଜାନେମନ୍‌’ ଲାଗି ୧୧ କିଲୋ ଓଜନ କମ୍‌ କଲେ ସୈଫ୍‌, ଚର୍ଚ୍ଚାରେ ଲୁକ୍‌

ମୁମ୍ବାଇ: ନିଜକୁ ଫିଟ୍‌ ରଖିବା ଲାଗି ଅଭିନେତା ତଥା ଅଭିନେତ୍ରୀମାନେ ନିଜର ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଇଥାନ୍ତି। ବିଶେଷକରି ଶର୍କରା ଜାତୀୟ ଖାଦ୍ୟଠାରୁ ଦୂରରେ...

ଅମିରଙ୍କ ଫିଲ୍ମରେ ଅତିଥି ଭୂମିକାରେ ଅଭିନୟ ପାଇଁ ଶାହରୁଖ ରଖିଥିଲେ ଏମିତି ସର୍ତ୍ତ

ବଲିଉଡ୍‌ର ବାଦଶାହ ଶାହରୁଖ ଖାନ ଏବଂ ମିଷ୍ଟର ପରଫେକ୍ସନିଷ୍ଟ ଅମିର ଖାନଙ୍କ ମଧ୍ୟରେ ଭଲ ବନ୍ଧୁତା ଥିବା କଥା କାହାକୁ ଅଛପା ନାହିଁ। ନିକଟରେ ଅମିର...

ଅପ୍ରେଲରେ ବିବାହ କରିବେ ରିଚା ଚଢ଼ା-ଅଲ୍ଲୀ ଫାଜଲ୍‌: ୩ ସ୍ଥାନରେ ଦେବେ ରିସେପ୍‌ସନ୍‌ ପାର୍ଟି

ବଲିଉଡ୍‌ରେ ଏବେ ବିବାହ ଋତୁ ଚାଲିଛି। ନିକଟରେ ଅଭିନେତ୍ରୀ କରିସ୍ମା ଏବଂ କରୀନା କପୁରଙ୍କ ଭାଇ ଅରମାନ ଜୈନ୍‌ ବିବାହ କରିଥିଲେ। ଏବେ ଆଉ ଏକ...

ସଫଳ ଅଭିନେତା ହେବାର ଲକ୍ଷ୍ୟ

ତୁଳସୀ ଦୁଇପତ୍ରରୁ ବାସିଲା ପରି ତାଙ୍କ ପ୍ରତିଭାର ବିକାଶ ହୋଇଥିଲା ପିଲାଦିନୁ। ମଞ୍ଚ ନାଟକ ପ୍ରତି ଥିବା ତାଙ୍କର ଦୁର୍ବଳତା ବୟସ ବଢିବା ସହିତ ଏକ...

ସୁଶାନ୍ତଙ୍କ ମୃତ୍ୟୁ ପରେ କାହିଁକି ଚୁପ୍‌ ଥିଲେ ଧୋନୀ

ମହେନ୍ଦ୍ର ସିଂ ଧୋନୀ, ଏହି ନାମରୁ ପରିଚୟ ବାରି ହୋଇପଡେ॥ ଧୋନୀ ମାନସିକ ସ୍ତରରେ କେତେ ଶକ୍ତିଶାଳୀ ତାହା ମଧ୍ୟ ତାଙ୍କ କ୍ରିକେଟ ନେତୃତ୍ୱରୁ ଜଣାପଡେ।...

ବିବାହ ପୂର୍ବରୁ ଗର୍ଭବତୀ ହୋଇଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ନାୟିକା ନାୟକଙ୍କ ପ୍ରେମ କାହାଣୀ ସବୁବେଳେ ଥାଏ ଚର୍ଚ୍ଚାରେ। ପୁଣି ବ୍ରେକ୍‌ଅପ୍‌ ବି କିଛି କମ୍‌ ଚର୍ଚ୍ଚିତ ବିଷୟ ବସ୍ତୁ ନୁହେଁ ବଲିଉଡ୍‌୍‌...

ବଲିଉଡ୍‌ରେ ଡେବ୍ୟୁ କରିବେ ଇସାବେଲ

ମୁମ୍ବାଇ: ବଲିଉଡ୍‌ର ହିଟ୍ ନାୟିକା କ୍ୟାଟ୍ରିନା କୈଫ ଲକ୍ଷେ ଦିଲ୍‌କି ଧଡକନ । ଏବେ ତାଙ୍କ ଭଉଣୀ ଇସାବେଲ କୈଫ ବଲିଉଡ୍‌ରେ ଡେବ୍ୟୁ କରିବେ ବୋଲି...

Play 250+ Trending Games
Archives

Model This Week

Why Dharitri