ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ଆରମ୍ଭ: ୨୦୨୧ ଭାଲେଣ୍ଟାଇନ୍‌ରେ ରିଲିଜ୍‌ ହେବ

ଅଭିନେତ୍ରୀ ସାରା ଅଲ୍ଲି ଖାନ୍‌, ଅଭିନେତା ଧନୁଷ ଏବଂ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଯାଇଛି। ନିର୍ମାତା ଭୂଷଣ କୁମାର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟକରି ଏହି ସୂଚନା ଦେଇଛନ୍ତି। ଏଥିରେ ଏ. ଆର ରେହମାନ ସଂଗୀତ ଦେଇଥିବା ବେଳେ କାହାଣୀ ଲେଖିଛନ୍ତି ହିମାଂଶୁ ଶର୍ମା। ଫିଲ୍ମଟି ୨୦୨୧ ଭାଲେଣ୍ଟାଇନ୍‌ ଦିବସରେ ରିଲିଜ୍‌ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ସଲମାନ, ଅକ୍ଷୟ କୁମାର

ମୁମ୍ବାଇ,୩ା୬: ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଶାଲିମାର-ଚେନ୍ନାଇ ସେଣ୍ଟ୍ରାଲ କରମଣ୍ଡଳ ଏକ୍ସପ୍ରେସ୍‌(୧୨୮୪୧) ଓ ବେଙ୍ଗାଲୁରୁ-ହାଓ୍ବଡ଼ା ସୁପରଫାଷ୍ଟ...

କାନ୍ଦିଲେ ଅକ୍ଷୟ କୁମାର

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଆଗାମୀ ଫିଲ୍ମ ‘ଭୁଜ: ଦି ପ୍ରାଇଡ ଅଫ ଇଣ୍ଡିଆ’ ଖୁବ ଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି। ଫିଲ୍ମର କାହାଣୀରେ ଭାରତୀୟ...

କନ୍ୟା ସନ୍ତାନର ମାଆ ହେଲେ ଆଲିଆ

ମୁମ୍ବାଇ: ବଲିଉଡ ନାୟିକା ଆଲିଅ ଭଟ୍ଟ କନ୍ୟା ସନ୍ତାନର ମାଆ ହୋଇଛନ୍ତି । ରଣବୀର କପୁର ଓ ଆଲିଆ ଭଟ୍ଟ ପିତାମାତା ହେବା ପରେ କପୁର...

ଶାହାରୁଖଙ୍କ ଷ୍ଟାଇଲ ସିକ୍ରେଟ୍‌ ଖୋଲିଲେ ଗୌରୀ

ମୁମ୍ବାଇ: ବଲିଉଡ୍‌ କିଙ୍ଗ ଖାନ୍‌ ଶାହାରୁଖ ଖାଁଙ୍କ ଷ୍ଟାଇଲିସ୍‌ ଲୁକ୍‌ ସମସ୍ତଙ୍କୁ ଦିଓ୍ବାନା କରେ। ନିକଟରେ ତାଙ୍କର ଏହି ଷ୍ଟାଇଲର ରାଜ ଖୋଲିଛନ୍ତି ତାଙ୍କ ପତ୍ନୀ...

ରାଧେ ପାଇଁ ଝାଳ ବୁହାଉଛନ୍ତି ଦିଶା: ସୋସିଆଲ ମିଡିଆରେ ଶେୟାର କଲେ ଭିଡିଓ

ନିକଟରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ମଲଙ୍ଗ’ର ସଫଳତା ନେଇ ଏହାର ଅଭିନେତ୍ରୀ ଦିଶା ପଟାନୀ ବହୁତ ଖୁସି ଅଛନ୍ତି। ଆଦିତ୍ୟ ରୟ କପୁର, ଅନିଲ କପୁର,...

ଦୁର୍ଘଟଣାପରେ ଏହି ଲୋକପ୍ରିୟ ଅଭିନେତ୍ରୀଙ୍କ ମୁହଁରୁ ବାହାରିଥିଲା ୬୮ଖଣ୍ଡ କାଚ: ଏବେ ଚିହ୍ନିବା କଷ୍ଟକର

ବଲିଉଡ୍‌ର ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ମହିମା ଚୌଧୁରୀ। ଦୀର୍ଘ ଦିନ ହେବ ସେ ଫିଲ୍ମ ଦୁନିଆ ସହ ଲୋକଲୋଚନରୁ ଦୂରରେ ରହିଥିଲେ।...

ଘର ବଦଳାଇବା ପରେ ବିଗ୍‌ ବି ଙ୍କ ସବୁଠୁ ବଡ଼ କ୍ଷତି: ଆଜିପର୍ଯ୍ୟନ୍ତ ହୋଇ ପାରିନି ପୂରଣ

ବଲିଉଡର ଭେଟେରାନ ଅମିତାଭ ବଚ୍ଚନ ମୁମ୍ବାଇରେ ୩୧ କୋଟି ଟଙ୍କାର ଏକ ଡ୍ୟୁପ୍ଲେକ୍ସ କିଣିଛନ୍ତି। ଏହାର ଆକାର ୫୧୮୪ ବର୍ଗଫୁଟ। ହେଲେ ଲାଗୁଛି ଯେପରି ବିଗ୍‌...

ଫିଲ୍ମର ଭିଲେନ୍‌ ହେଉଛନ୍ତି ଆତଙ୍କବାଦୀ, ମୁସଲମାନ ନୁହେଁ…

ମୁମ୍ବାଇ: ବିବାଦୀୟ ଫିଲ୍ମ ଦି କେରଲା ଷ୍ଟୋରି ବକ୍ସ ଅଫିସରେ ଧମାକା କରୁଛି। ରିଲିଜ ପରେ ଏହା ବହୁ ବିବାଦରେ ଛନ୍ଦି ହୋଇ ପଡିଛି। କିଛି...

Advertisement
Archives

Model This Week