ଫିଲ୍ମ ‘ଗଲି ବୟ୍‌’ ଓସ୍କାର ଏଣ୍ଟ୍ରି ପରେ ଏମିତି କହିଲେ ଆଲିଆ, ରଣବୀର

ଓସ୍କାର ୨୦୨୦ ପାଇଁ ଫିଲ୍ମ ‘ଗଲି ବୟ’କୁ ଭାରତର ଅଫିସିଆଲ ଏଣ୍ଟ୍ରି ଭାବେ ମନୋନୀତ କରାଯାଇଛି। ଜୋୟା ଅଖତରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର ସିଂହ ଏବଂ ଆଲିଆ ଭଟ୍ଟ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଫିଲ୍ମଟି ଓସ୍କାର ଏଣ୍ଟ୍ରି ପାଇବା ପରେ ଖୁସିରେ ଆତ୍ମହରା ହୋଇପଡିଛନ୍ତି ଆଲିଆ ଏବଂ ରଣବୀର। ‘ଗଲି ବୟ’ ଏକ ସ୍ବତନ୍ତ୍ର ଚଳିଚ୍ଚିତ୍ର। ରିଲିଜ୍‌ ହେବା ପରଠାରୁ ଫିଲ୍ମର ସଫଳତା ଜାରି ରହିଛି। ଆଶା କରୁଛୁ ଫିଲ୍ମଟି ଏଥର ଓସ୍କାର ଜିତୁ ବୋଲି ଆଲିଆ ଏବଂ ରଣବୀର ନିଜ ପ୍ରତିକ୍ରିୟାରେ କହିଛନ୍ତି। ଫିଲ୍ମରେ ରଣବୀର ମୁମ୍ବାଇର ଏକ ବସ୍ତିର ଜଣେ ରାପର୍‌ ଭୂମିକା ନିଭାଇଛନ୍ତି। ସେ ଷ୍ଟାର ହେବାକୁ ସ୍ବପ୍ନ ଦେଖୁଛନ୍ତି। ବାରମ୍ବାର ବିଫଳତାର ସ୍ବାଦ ଚାଖିବା ପରେ ସେ କେମିତି ପ୍ରସିଦ୍ଧ ହୋଇଯାଉଛନ୍ତି ଏହି ଫିଲ୍ମରେ ତା’ର କାହାଣୀ ରହିଛି। ଏହାର କାହାଣୀ ଡିଭାଇନ ଏବଂ ନାଏଜୀ ନାମକ ୨ଜଣ ରାପର୍‌ଙ୍କ ଜୀବନ ଉପରେ ଆଧାରିତ। ଏହି ଫିଲ୍ମର ଅନ୍ୟତମ ପ୍ରଯୋଜକ ଫରହାନ ଅଖତାର ଏହି ବିଷୟରେ ପ୍ରଥମେ ଘୋଷଣା କରିଥିଲେ। ସେ ଏହି ଫିଲ୍ମର ଲୋକପ୍ରିୟ ସଂଳାପ ଅପ୍‌ନା ଟାଇମ ଆଏଗାର ହ୍ୟାଶ ଟ୍ୟାଗ ବ୍ୟବହାର କରିଛନ୍ତି। ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଫେବୃଆରୀ ମାସରେ ଏହି ଫିଲ୍ମ ବର୍ଲିନ ଚଳିଚ୍ଚିତ୍ର ଉତ୍ସବରେ ପ୍ରଦର୍ଶିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?