ଆମାଜନ ଫିଲ୍ମ ଫେୟାର ଆଓ୍ବାର୍ଡରେ ବାଜି ମାରିଲା ‘ଗଲି ବୟ’

ମୁମ୍ବାଇ: ୬୫ ତମ ଆମାଜନ ଫିଲ୍ମ ଫେୟାର ଆଓ୍ବାର୍ଡ ୨୦୨୦ରେ ବାଜି ମାରିଛି ଜୋୟା ଅଖତରଙ୍କ ଫିଲ୍ମ ‘ଗଲି ବୟ’। ଏହି ଫିଲ୍ମରେ ଆଲିଆ ଭଟ୍ଟ ଓ ରଣବୀର ସିଂଙ୍କୁ ମଧ୍ୟ ମିଳିଛି ଲିଡିଙ୍ଗ ରୋଲ ପାଇଁ ଆମାଜନ ଫିଲ୍ମ ଫେୟାର ଆଓ୍ବାର୍ଡ। ଏହାସହ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର-୨’ ପାଇଁ ଅନନ୍ୟା ପାଣ୍ଡେଙ୍କୁ ବେଷ୍ଟ ଡେବ୍ୟୁ ଫିମେଲ ଆଓ୍ବାର୍ଡ ମିଳିଛି। ସେହିପରି ‘ମର୍ଦ୍ଦ କୋ ଦର୍ଦ୍ଦ ନେହିଁ ହୋତା’ ପାଇଁ ଅଭିମନ୍ୟୁ ଦଶାନିଙ୍କୁ ବେଷ୍ଟ ଡେବ୍ୟୁ ମେଲ ସମ୍ମାନରେ ସମ୍ମାନୀତ କରାଯାଇଛି। ଏହି ଆଓ୍ବାର୍ଡ ସେରିମନିରେ ସବୁଠାରୁ ଅଧିକ ଆଓ୍ବାର୍ଡ ପାଇ ‘ଗଲି ବୟ’ ଇତିହାସ ରଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଓଡ଼ିଆ ସିନେମା ‘ମନେ ମନେ ମନ ଖୋଜୁଥିଲା’

‘ମନେ ମନେ ମନ ଖୋଜୁଥିଲା’-ଏପରି ଶୀର୍ଷକରୁ ସ୍ପଷ୍ଟ ପ୍ରତୀୟମାନ ହେଉଛି ଯେ ଏହାର କାହାଣୀ ପ୍ରେମ ଉପରେ ପର୍ଯ୍ୟବସିତ। ହଁ,ଏକ ଭିନ୍ନ ଧରଣର ଟିନ୍‌-ଏଜ୍‌ ପ୍ରେମ...

ଭୂମିହୀନ କୃଷକଙ୍କୁ ନିଜ ଫାର୍ମ ହାଉସରେ କାମ କରିବାର ସୁଯୋଗ ଦେଲେ ଜୁହି

ମୁମ୍ବାଇ: ପରିବେଶ ପ୍ରେମୀ କଳାକାରଙ୍କ ଭିତରେ ଜଣେ ହେଉଛନ୍ତି ବଲିଉଡ୍‌ ନାୟିକା ଜୁହି ଚାଓ୍ବଲା। ଏବେ କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା...

‘ଲୋକଙ୍କ ହୃଦୟ ଜିତିବି’

ମୁମ୍ବାଇ: ଟେଲି ଅଭିନେତ୍ରୀ ହୀନା ଖାନ୍‌ଙ୍କୁ କିଏ ନ ଜାଣେ। କିଛିଦିନ ହେବ ସେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଲକ୍‌ଡାଉନ୍‌ରେ ହୀନା ସୋସିଆଲ ମିଡିଆରେ ବେଶ୍‌...

ବଲିଉଡ୍‌ ଖାଁଙ୍କୁ ଟାର୍ଗେଟ କଲେ ସୁବ୍ରମଣ୍ୟମ

ମୁମ୍ବାଇ,୧୧।୭: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଏବେବି ସସପେନ୍ସ ଜାରି ରହିଥିବା ବେଳେ ପ୍ରତିଦିନ ଏହାକୁ ନେଇ ସୋସିଆଲ ମିଡିଆରେ ଆଲୋଚନା...

ମୁହଁ ଲୁଚାଇ ସାରାଙ୍କ ହାତ ଧରି ବୁଲୁଛନ୍ତି କାର୍ତ୍ତିକ, ଫଟୋ ଭାଇରାଲ

ମୁମ୍ବାଇ: ସୈଫ ଲଳନା ସାରା ଅଲ୍ଲି ଖାନ୍‌ ‘କଫି ଉଇଥ୍‌ କରନ୍‌’ ଶୋ’ରେ କାର୍ତ୍ତିକ ଆର୍ୟନଙ୍କୁ ନେଇ ନିଜର ମନକଥା କହିବା ଦିନଠାରୁ ଚର୍ଚ୍ଚାରେ ରହିଆସୁଛନ୍ତି।...

ଛବିର ମଣିଷ କାଳୀପ୍ରସାଦ

ଭଲ ମଣିଷ ଭିତରେ ଯେଉଁମାନଙ୍କ ପାଖରେ ସୃଜନଶୀଳତା ଥାଏ ସେମାନେ ସଂସାର ଭିତରେ କମ୍‌ ସମୟ ରହିଥାଆନ୍ତି। ତାଙ୍କର ସୀମିତ ପରିସୀମା ମଧ୍ୟରେ ସେମାନଙ୍କର ସୃଜନଶୀଳତାକୁ...

ଫିଲ୍ମରୁ ଦୂରେଇ ବି କପୁର ପରିବାରର ଏହି ଝିଅ ଆଜି କୋଟିପତି

କପୁର ପରିବାରର ଝିଅ ଅଭିନୟ କ୍ଷେତ୍ରରେ ବଲିଉଡ୍‌ରେ ବେଶ୍‌ ନାଁ କରିଥିବା ସମସ୍ତଙ୍କୁ ଋଣା ଅଧିକ ଜଣା। କରିସ୍ମା ହୁଅନ୍ତୁ କି କରୀନା। ଏହି ଦୁଇଜଣ...

ଡିସେମ୍ବର ୪ରେ ୫ଟି ଭାଷାରେ ରିଲିଜ୍‌ ହେବ ବ୍ରହ୍ମାସ୍ତ୍ର: ଭିଡ଼ିଓ ଶେୟାର କଲେ ଆଲିଆ

ମୁମ୍ବାଇ: ହିନ୍ଦି ଫିଲ୍ମ ବ୍ରହ୍ମାସ୍ତ୍ରର ରିଲିଜ୍‌ ତାରିଖ ନେଇ ନାନା କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ଶେଷରେ ଏହାର ଅନ୍ତ ଘଟିଛି। ଅୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶନାରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *